ସଞ୍ଜୟଙ୍କୁ ବଡ଼ ଦାୟିତ଼୍ବ, ହେଲେ ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ

ନୂଆଦିଲ୍ଲୀ, ୨୯।୦୬: ରାଜଧାନୀ ଦିଲ୍ଲୀରେ ବସିଥିବା ଜନତା ଦଳର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ବଡ଼ ନିଷ୍ପତ୍ତି ନିଆଯାଇଛି । ଏହି ବୈଠକରେ ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସମେତ ଦଳର ବରିଷ୍ଠ ନେତାମାନେ ଯୋଗ ଦେଇଥିଲେ । ବୈଠକରେ ସଞ୍ଜୟ ଝାଙ୍କୁ ଦଳ ବଡ଼ ଦାୟିତ଼୍ବ ଦେଇଛି । ତାଙ୍କୁ ଦଳର କାର୍ଯ୍ୟକାରୀ ଅଧ୍ୟକ୍ଷ କରାଯାଇଛି । ଏନେଇ ନୀତୀଶ କୁମାର ଘୋଷଣା କରିଛନ୍ତି ।

ଅନ୍ୟପଟେ ବିହାରକୁ ସ଼୍ବତନ୍ତ୍ର ରାଜ୍ୟ କିମ଼୍ବା ସ଼୍ବତନ୍ତ୍ର ପ୍ୟାକେଜ୍‌ ମିଳିବା ନେଇ ମଧ୍ୟ ଆଲୋଚନା ହୋଇଛି । କେନ୍ଦ୍ର ସରକାରଙ୍କ ନିକଟରେ ଏଥିପାଇଁ ଜେଡିୟୁ ଦାବି ଉପସ୍ଥାପନ କରିବ । ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରେ ଏହି ପ୍ରସ୍ତାବ ଉପରେ ମୋହର ଲାଗିଛି ।

ଏହାଛଡ଼ା ଜେଡିୟୁ ଝାଡ଼ଖଣ୍ଡରେ ନିର୍ବାଚନ ଲଢ଼ିବାକୁ ନେଇ ଦଳ ପକ୍ଷରୁ ନିଷ୍ପତ୍ତି ହୋଇଛି । ଏହି ବୈଠକରେ ଲୋକସଭା ନିର୍ବାଚନକୁ ନେଇ ସମୀକ୍ଷା କରାଯିବା ସହ ଆଗାମୀ ବିଧାନସଭା ନିର୍ବାଚନକୁ ନେଇ ମଧ୍ୟ ଆଲୋଚନା କରାଯାଇଛି । ଝାଡ଼ଖଣ୍ଡର ସ଼୍ବାଧୀନ ବିଧାୟକ ସରୟୁ ରାୟ ମଧ୍ୟ ଜେଡିୟୁରେ ସାମିଲ୍‌ ହୋଇପାରନ୍ତି । ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ଜେଡିୟୁ ଝାଡ଼ଖଣ୍ଡ ଶାଖା ସରୟୁ ରାୟଙ୍କ ସମେତ ଅନ୍ୟ କିଛି ନେତାଙ୍କୁ ଦଳରେ ସାମିଲ୍‌ କରିବାକୁ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବେ ବିରୋଧୀଙ୍କ ଉପବାଚସ୍ପତି ପ୍ରାର୍ଥୀ, ଚର୍ଚ୍ଚାରେ ଏହି ନେତା

ନୂଆଦିଲ୍ଲୀ,୧।୭: ଲୋକ ସଭାର ଉପବାଚସ୍ପତି ପଦ ପାଇଁ ବିରୋଧୀ ପ୍ରାର୍ଥୀଙ୍କ ନାମ ଏ ପର୍ଯ୍ୟନ୍ତ ସ୍ଥିର କରାଯାଇ ନଥିଲେ ମଧ୍ୟ ୟୁପିର ଅଯୋଧ୍ୟା ଆସନରୁ ସମାଜବାଦୀ...

ମେଧା ପାଟକରଙ୍କୁ ୫ ମାସ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଲଗାଇଲେ ୧୦ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୧।୭: ବର୍ତ୍ତମାନର ଦିଲ୍ଲୀ ଏଲଜି ଭି.କେ ସାକ୍ସେନାଙ୍କ ଦ୍ୱାରା ହୋଇଥିବା ମାନହାନି ମାମଲାରେ ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟକରଙ୍କୁ କୋର୍ଟ ୫ ମାସ କାରାଦଣ୍ଡରେ ଦଣ୍ଡିତ...

ବିଧାନପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧।୭: ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ସୋମବାର ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଘୋଷିତ...

ଅଗ୍ନିବୀର ଯୋଜନାକୁ ନେଇ ଏମିତି କହିଲେ ରାହୁଲ ଗାନ୍ଧୀ, ରାଜନାଥ କହିଲେ…

ନୂଆଦିଲ୍ଲୀ,୧।୭:ବିଭିନ୍ନ ପ୍ରସଙ୍ଗକୁ ନେଇ ଲୋକ ସଭାରେ ସୋମବାର ହଟ୍ଟଗୋଳ ଜାରି ରହିଛି। ଅଗ୍ନିବୀର ଯୋଜନା ବିଷୟରେ ଆଲୋଚନା କରି ରାହୁଲ ଗାନ୍ଧୀ କହିଛନ୍ତି, ମୁଁ ଜଣେ...

ଇଣ୍ଡିଆ ମେଣ୍ଟ ଗୁଜରାଟରେ ଭାଜପାକୁ ହରାଇବ: ରାହୁଲ

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ଗୁଜୁରାଟରେ ଇଣ୍ଡିଆ ମେଣ୍ଟ...

‘ରାହୁଲ ଗାନ୍ଧୀ ପୂରା ଦେଶକୁ କ୍ଷମା ମାଗନ୍ତୁ’, ଏମିତି କାହିିଁକି କହିଲେ ଶାହା

ନୂଆଦିଲ୍ଲୀ,୨୧।୭: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ବିବୃତ୍ତିରେ କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ନିଜର ପ୍ରତିକ୍ରିୟା ଦେଇଛନ୍ତି। ଅମିତ ଶାହା କହିଛନ୍ତି ଯେ...

ରାହୁଲଙ୍କୁ ପାଠ ପଢାଇଲେ ମୋଦି, କହିଲେ ବିରୋଧୀ ଦଳ ନେତାଙ୍କୁ…

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନ ଉତ୍ତେଜନା ପୂର୍ଣ୍ଣ ହୋଇଥିଲା। କଂଗ୍ରେସ ଏମପି ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଭାଜପା ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ...

ପ୍ରବଳ ବର୍ଷା ପରେ ରାସ୍ତାରେ ବୁଲୁଛି କୁମ୍ଭୀର, ଲୋକେ ଭୟଭୀତ

ମୁମ୍ବାଇ,୧।୭: ମୌସୁମୀ ଆସିବା ପରେ ମହାରାଷ୍ଟ୍ରର ଉପକୂଳ ଅଞ୍ଚଳ ରତ୍ନଗୀରିରେ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ପରେ ରାସ୍ତାରେ କୁମ୍ଭୀର ଚାଲୁଥିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri