Posted inଜାତୀୟ

ସଞ୍ଜୟ ସିଂଙ୍କୁ କୋର୍ଟରୁ ମିଳିଲା ବଡ ଆଶ୍ୱସ୍ତି, ଜେଲରେ ରହିଲେ ବି ରାଜ୍ୟ ସଭା ଯିବାର ରାସ୍ତା ସଫା

ନୂଆଦିଲ୍ଲୀ,୫।୧: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ଆମ ଆଦମୀ ପାର୍ଟି(ଏଏପି) ରାଜ୍ୟ ସଭା ଏମପି ସଞ୍ଜୟ ସିଂଙ୍କୁ ଏକ ଆଶ୍ୱସ୍ତି ମିଳିଛି। ସେ ପୁଣି ଥରେ ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ପ୍ରାର୍ଥୀ ହେବେ, କାରଣ ରାଜ୍ୟ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ ରାଉଜ ଏଭେନ୍ୟୁ କୋର୍ଟ ତାଙ୍କୁ ଅନୁମତି ଦେଇଛନ୍ତି। ଜାନୁଆରୀ ୧୯ରେ ହେବାକୁ ଥିବା ରାଜ୍ୟ ସଭା ନିର୍ବାଚନ ପାଇଁ ତାଙ୍କୁ ନାମାଙ୍କନପତ୍ର ଦାଖଲ କରିବାକୁ କୋର୍ଟ ଅନୁମତି ଦେଇଛନ୍ତି। ଆଜିକାଲି ସେ ନ୍ୟାୟିକ ହେପାଜତରେ ଅଛନ୍ତି।
ତାଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଆବେଦନ ଉପରେ ସ୍ବତନ୍ତ୍ର ବିଚାରପତି ଏମ.କେ ନାଗପାଲ ଏହି ଆଦେଶ ଦେଇଛନ୍ତି, ଯେଉଁଥିରେ ସେ କହିଥିଲେ ଯେ ରାଜ୍ୟ ସଭା ସଦସ୍ୟ ଭାବେ ତାଙ୍କର କାର୍ଯ୍ୟକାଳ ଜାନୁଆରୀ ୨୭ରେ ଶେଷ ହେବ ଏବଂ ନିର୍ବାଚନ ପାଇଁ ଜାନୁଆରୀ ୨ରେ ରିଟର୍ନ ଅଫିସର ଏକ ବିଜ୍ଞପ୍ତି ପ୍ରକାଶ କରିଥିଲେ। ଏହି ଆବେଦନରେ ସଞ୍ଜୟ ସିଂ କହିଛନ୍ତି ଯେ ଏଥିପାଇଁ ନାମାଙ୍କନ ପତ୍ର ଜାନୁଆରୀ ୯ ସୁଦ୍ଧା ଦାଖଲ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ: ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ କାମୁଡିଲା, ୪ ଗୁରୁତର

ଦାରିଙ୍ଗବାଡି, ୧୫।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତରେ ଥିବା ସେବାଶ୍ରମରେ ମହୁମାଛି ଆକ୍ରମଣରେ ପ୍ରାୟ ୪୦ରୁ ଉର୍ଦ୍ଧ ଛାତ୍ରୀଛାତ୍ର ଆହତ ହୋଇଥିବା...

ଟ୍ରମ୍ପଙ୍କ ଟାରିଫ୍ ଭୟ: ରାତିଦିନ ଏକ କରି ଚାର୍ଟାର୍ଡ ବିମାନରେ ଭାରତରୁ ୬୦୦ ଟନ୍ iPhone ନେଇଗଲା Apple

ନୂଆଦିଲ୍ଲୀ,୧୫।୪: ଟେକ୍ ଜାଏଣ୍ଟ ଆପଲ୍ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ୍ ମାଡ଼ରୁ ବର୍ତ୍ତିବା ପାଇଁ ରାତିଦିନ ଏକ କରି ଭାରତରୁ ୬ ଚାଟାର୍ଡ କାର୍ଗୋ ବିମାନରେ...

ୱାକଫ୍ ବିଲ୍ ପରେ ୟୁନିଫର୍ମ ସିଭିଲ୍ କୋଡ୍ ପାଇଁ ପ୍ରସ୍ତୁତ ହେଉଛନ୍ତି ମୋଦି ସରକାର

ନୂଆଦିଲ୍ଲୀ,୧୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଏନଡିଏ ସରକାର ଐତିହାସିକ ୱାକଫ୍ ବିଲ୍ ସଂଶୋଧନ କରିବା ପରେ ଏବେ ଦେଶରେ ଏବେ ୟୁନିଫର୍ମ ସିଭିଲ୍ କୋଡ୍...

ବଳକା ତେଲ ସ୍ବାସ୍ଥ୍ୟ ପାଇଁ କେତେ ଭଲ

ଚଟପଟା ଖାଦ୍ୟ ସଭିଙ୍କୁ ବେଶ୍‌ ପସନ୍ଦ। ଛୋଟଠାରୁ ବଡ଼ ସମସ୍ତେ ଏହାକୁ ଆଗ୍ରହରେ ଖାଇ ଥାଆନ୍ତି। ଏପଟେ ଭାରତୀୟ ଖାଦ୍ୟରେ ତେଲର ଭୂମିକା ମଧ୍ୟ ଯଥେଷ୍ଟ...

ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ହେବ ରଦ୍ଦ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: ଶିଶୁ ଚାଲାଣ ମାମଲା ଉପରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ନବଜାତ ଶିଶୁ ଚୋରି ସହ ଜଡିତ ମାମଲା ଉପରେ ରାଜ୍ୟ ସରକାରମାନେ...

ଖାର୍ଗେଙ୍କ ସହ ବୈଠକରେ ବସିଲେ ରାହୁଲ-ତେଜସ୍ବୀ

ନୂଆଦିଲ୍ଲୀ,୧୫।୪: ଚଳିତ ବର୍ଷ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାକୁ ନେଇ, ମହାମେଣ୍ଟର ଦୁଇ ପ୍ରମୁଖ ଦଳ ଆରଜେଡି ଏବଂ କଂଗ୍ରେସର ନେତାମାନଙ୍କର ଏକ...

ପ୍ରଥମ ୩ଡି-ପ୍ରିଣ୍ଟେଡ୍‌ ରେଳଷ୍ଟେଶନ

ଟୋକିଓ: ବିଶ୍ୱରେ ପ୍ରଥମ ଥର ପାଇଁ ୩ଡି-ପ୍ରିଣ୍ଟେଡ୍‌ ଉପାଦାନର ବ୍ୟବହାର କରାଯାଇ ୬ ଘଣ୍ଟାରୁ କମ୍‌ ସମୟ ମଧ୍ୟରେ ଏକ ରେଳଷ୍ଟେଶନର ନିର୍ମାଣ କରାଯାଇଛି। ନ୍ୟୁୟର୍କ...

କରୀନାଙ୍କ ଆଗାମୀ ପ୍ରୋଜେକ୍ଟ ‘ଦାୟରା’

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ତାଙ୍କ ନୂତନ ପ୍ରୋଜେକ୍ଟ ସମ୍ପର୍କରେ ସୋମବାର ଇନ୍‌ଷ୍ଟାଗ୍ରାମରେ ଘୋଷଣା କରିଛନ୍ତି। ଆଗାମୀ ଦିନରେ ସେ ଫିଲ୍ମ ନିର୍ମାତା ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image