ସାନଖେମୁଣ୍ଡି ବ୍ଲକ ସଭାପତି ବହିଷ୍କୃତ

ଭୁବନେଶ୍ୱର,୧୬ା୬(ଅନିଲ ଦାସ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସଭାପତି ନୀଳମାଧବ ରାଉତଙ୍କୁ ବିଜୁ ଜନତା ଦଳରୁ ବହିଷ୍କୃତ କରାଯାଇଛି। ଏ ନେଇ ଗୁରୁବାର ବିଜେଡି ପକ୍ଷରୁ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିବା ଦଳ ପକ୍ଷରୁ କୁହାଯାଇଛି।

Share