ସନ୍ତୃପ୍ତ ମିଶ୍ରଙ୍କ ବୟାନକୁ ନେଇ ଓଡ଼ିଶା ରାଜନୀତିରେ ହଲଚଲ, ଯୋଗାଯୋଗରେ ବହୁ ଭାଜପା ନେତା…

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ ମିଶ୍ର । ଦଳ ଛାଡୁଥିବା ନେତାଙ୍କ ଉପରେ ବର୍ଷିବା ସହ ଭାଜପାକୁ ମଧ୍ୟ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, ଯେଉଁମାନେ ଏବେ ବିଜେଡି ଛାଡୁଛନ୍ତି ସେ ତାଙ୍କର ବ୍ୟକ୍ତିଗତ ସ୍ବାର୍ଥ ପାଇଁ ଦଳ ଛାଡୁଛନ୍ତି ।

ସେପଟେ ଭାଜପାକୁ ଟାର୍ଗେଟ କରି ସେ କହିଛନ୍ତି, ବିଜେଡିରୁ ଯେତେ ନେତା ଭାଜପା ନେବା କଥା ନେଇଯାଉ । ଟ୍ରକ, କାର୍‌, ପ୍ଲେନ ଲଗାଇ ସବୁ ନେତାଙ୍କୁ ଭାଜପା ନେଇଯାଉ । କିନ୍ତୁ ମିଡିଆରେ ଆସି ଭିତିହୀନ କଥା ନ କୁହନ୍ତୁ । ବିଜେଡିର ଅନେକ ନେତା ଭାଜପା ସମ୍ପର୍କରେ ଅଛନ୍ତି ବୋଲି ଭିତିହୀନ କଥା ନକୁହନ୍ତୁ । ମୁଁ ବି କହୁଛି, ଭାଜପାର ଅନେକ ନେତା ମୋ ସହ ଯୋଗାଯୋଗରେ ଅଛନ୍ତି । ନେତାମାନେ ବ୍ୟକ୍ତିଗତ ସ୍ତରରେ ସବୁବେଳେ ଯୋଗାଯୋଗରେ ଥାଆନ୍ତି । ତା’ର ଅର୍ଥ ନୁହେଁ ନେତା ରାଜନୈତିକ ଦଳ ପରିବର୍ତ୍ତନ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

କାହିଁକି ବିଜେଡି ଛାଡୁଛନ୍ତି ନେତା, ଭିତିରି କଥା କହିଦେଲେ ସନ୍ତୃପ୍ତ

ଭୁବନେଶ୍ୱର,୧୬।୧୦: ବିଜେଡି ନେତା ଦଳ ଛାଡିବା ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡିର ଜାତୀୟ ମୁଖପାତ୍ର ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ସନ୍ତୃପ୍ତ...

ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ, ପାଣ୍ଡିଆନଙ୍କୁ ନେଇ କହିଲେ…

ଭୁବନେଶ୍ୱର,୧୬।୧୦: ପୁଣି ଦେବାଶିଷଙ୍କ ବିସ୍ଫୋରକ ବୟାନ। ଖୋଲାଖୋଲି କାର୍ତ୍ତିକ ପାଣ୍ଡିଆନଙ୍କ ନାଁ ନେଇ ବଡ଼ ବୟାନ ଦେଇଛନ୍ତି ଦେବାଶିଷ। ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ...

ଆସୁଛି ବଡ଼ ବାତ୍ୟା! ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ…

ଭୁବନେଶ୍ୱର,୧୬।୧୦: ପୁଣି ଡରାଇଲାଣି ଅକ୍ଟୋବର ମାସ। ଓଡିଶାକୁ ବାତ୍ୟା ଆଶଙ୍କା ଥିବା ଅନ୍ତର୍ଜାତୀୟ ପାଣିପାଗ ମଡେଲ ଆକଳନ କରିଛି । ଚିତ୍ର ସ୍ପଷ୍ଟ ହୋଇନଥିଲେ ବି...

ନବୀନଙ୍କୁ ଜନ୍ମଦିନ ଶୁଭେଚ୍ଛା ଜଣାଇ ଏମିତି କଥା କହିଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର,୧୬।୧୦: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ...

ଟ୍ରାଙ୍କୁଲାଇଜ ହୋଇ ହାତୀ ଛୁଆକୁ ନନ୍ଦନକାନନ ଅଣାଯାଉଛି

ଖୋର୍ଦ୍ଧା,୧୬।୧୦: ରାଉରକେଲାରେ ହାତୀ ପଲଙ୍କୁ ଟ୍ରେନ ଧକ୍କା ଦେବା ଘଟଣାରେ ଆହତ ହାତୀ ଛୁଆକୁ ଚିକିତ୍ସା ପାଇଁ ନନ୍ଦନକାନନ ଅଣାଯାଉଛି। ଟ୍ରାଙ୍କୁଲାଇଜ ପରେ ଆହତ ହାତୀକୁ...

ଲୁଣାପାଣି, କୁମ୍ଭୀର ଆତଙ୍କ ନିଦ ହଜାଇଛି

ଚାନ୍ଦବାଲି,,୧୬।୧୦(ଅଶୋକ କୁମାର ପଣ୍ଡା):ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ପଶ୍ଚିମରେ ସାଳନ୍ଦୀ, ଦକ୍ଷିଣରେ ବୈତରଣୀ, ପୂର୍ବରେ ମନ୍ତେଇ ନଦୀ ସହ କେତେକ କେନାଲ ଓ ଯୋର ଘେରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri