Posted inଜାତୀୟ

ଦଲବୀର କୌରଙ୍କ ପରଲୋକ

ଚଣ୍ଡିଗଡ,୨୬।୬: ଗୁପ୍ତଚର ଅଭିଯୋଗରେ ପାକିସ୍ତାନ ଜେଲ୍‌ରେ ବନ୍ଦୀ ହୋଇ ସେଠାରେ ମୃତ୍ୟୁବରଣ କରିଥିବା ସରବଜିତ ସିଂଙ୍କ ଭଉଣୀ ଦଲବୀର କୌରଙ୍କର ରବିବାର ଦେହାନ୍ତ ହୋଇଛି। ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ପରଲୋକ ଘଟିଥିବା ଜଣାପଡିଛି।
୧୯୯୦, ଅଗଷ୍ଟ ୩୦ରେ ହଠାତ୍‌ ପାକିସ୍ତାନର ସୀମାରେ ପହଞ୍ଚି ଯାଇଥିଲେ। ସେଠାରୁ ପାକିସ୍ତାନୀ ସେନା ତାଙ୍କୁ ଗୁପ୍ତଚର ଭାବି ବନ୍ଦୀ କରି ନେଇଥିଲା। ଦଲବୀର ଭାଇ ସରବଜିତଙ୍କୁ ପାକିସ୍ତାନ ଜେଲ୍‌ରୁ ଉଦ୍ଧାର କରିବା ପାଇଁ ଉଚ୍ଚସ୍ତରରେ ଆଇନଗତ ଲଢ଼େଇ ଲଢ଼ିଥିଲେ। କିନ୍ତୁ ତାଙ୍କର ସବୁ ପ୍ରଚେଷ୍ଟା ବିଫଳ ହୋଇଥିଲା। ୨୦୧୩ରେ ସରବଜିତଙ୍କ ଲାହୋର ଜେଲରେ ମୃତ୍ୟୁ ଘଟିଥିଲ। ତାଙ୍କ ସଂଘର୍ଷର କାହାଣୀକୁ ନେଇ ‘ସରବଜିତ’ ନାଁରେ ଏକ ହିନ୍ଦୀ ଫିଲ୍ମ ତିଆରି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍‌ଘାଟନ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ...

ଟେନଶନରେ ବାଂଲାଦେଶ, ମୋଦି-ମୋଇଜୁ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୯।୧: ମାଳଦ୍ୱୀପରେ ମହମ୍ମଦ ମୋଇଜୁଙ୍କ ସରକାର କ୍ଷମତାକୁ ଆସିବା ପରଠାରୁ, ଭାରତ ସହିତ ଏହାର ସମ୍ପର୍କ ଖରାପ ହୋଇଯାଇଥିଲା। ସମ୍ପ୍ରତି ୟୁନୁସଙ୍କ ସରକାର ଆସିବା ପରେ...

ଏବେ ଏହି ରାଜ୍ୟରେ ମିଳିବନି କିଙ୍ଗଫିସର ବିୟର, କମ୍ପାନୀ ନେଲା ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୮ା୧: କିଙ୍ଗଫିସର ବିୟର ଉତ୍ପାଦନକାରୀ କମ୍ପାନୀ ୟୁନାଇଟେଡ୍ ବ୍ରୁରିଜ୍ ଲିମିଟେଡ୍ (ୟୁବିଏଲ୍) ବୁଧବାର ଏକ ବଡ ଘୋଷଣା କରିଛି। ଏହା ଅଧୀନରେ ତୁରନ୍ତ ପ୍ରଭାବ ସହିତ...

Video: ତିରୁପତି ମନ୍ଦିରରେ ଦଳାଚକଟା: ୬ ମୃତ, ଅନେକ ଆହତ

ନୂଆଦିଲ୍ଲୀ,୮ା୧: ବୁଧବାର ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିରର ବୈକୁଣ୍ଠ ଦ୍ୱାର ଦର୍ଶନ ଟିକେଟ୍ କେନ୍ଦ୍ର ନିକଟରେ ଦଳାଚକଟା ଘଟି ୬ ଜଣ ମୃତ୍ୟୁ ବରଣ କରିଛନ୍ତି।...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ...

ଷଷ୍ଠ ପିଢ଼ିର ଲଢୁଆ ଜାହାଜ ପରୀକ୍ଷା କଲା ଚାଇନା, ଦୁଃଖ ପ୍ରକଶ କଲେ ଭାରତୀୟ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୮ା୧: ତେଜସ ଲଢୁଆ ବିମାନ ମିଳିବାରେ ଅହେତୁକ ବିଳମ୍ବକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଭାରତୀୟ ବାୟୁସେନାର ମୁଖ୍ୟ ମାର୍ଶାଲ ଏପି ସିଂହ। ମଙ୍ଗଳବାର ଏକ...

ପିଲା ପାଇଁ କ୍ଷୀର ନେବାକୁ ଓହ୍ଲାଇଥିବା ବେଳେ ଛାଡ଼ିଦେଲା ଟ୍ରେନ୍‌, ପଛରେ ଦୌଡ଼ିବାକୁ ଲାଗିଲେ ମା’…ଭାବବିହ୍ବଳ କରୁଛି Video

କଥାରେ ଅଛି ଭଗବାନ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ, ଏଣୁ ସେ ମା’ର ସୃଷ୍ଟି କରିଛନ୍ତି। ମା’ ଥିଲେ ପିଲା ଉପରେ କୌଣସି ବିପଦ...

ଗଜରାଜର ତାଣ୍ଡବ, ଶୁଣ୍ଢରେ ଉଠାଇ ୧୦ ଫୁଟ୍‌ ଦୂରକୁ ଫିଙ୍ଗିଲା…

ମାଲାପୁରାମ,୮।୧: କେରଳର ମାଲାପୁରାମ ଜିଲାର ତିରୁର୍‌ ପୁଥିଆଙ୍ଗଡ଼ି ମହୋତ୍ସବରେ ଏକ ହାତୀର ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଛି। ମହୋତ୍ସବରେ ସାମିଲ ହୋଇଥିବା ୫ ହାତୀ ମଧ୍ୟରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri