ଇସ୍ତଫା ଚର୍ଚ୍ଚା ନେଇ ଶରତ ପଟ୍ଟନାୟକ ଦେଲେ ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୨୭।୬: ଇସ୍ତଫା ଚର୍ଚ୍ଚା ନେଇ ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରତିକ୍ରିୟା ଦେଇଛନ୍ତି। ଶରତ କହିଛନ୍ତି, ଗତଥର ଅପେକ୍ଷା କଂଗ୍ରେସ ଭଲ ପ୍ରଦର୍ଶନ କରିଛି। ନିର୍ବାଚନ ପୂର୍ବରୁ ଆମର ୬ ବିଧାୟକ ଥିଲେ, ଏଥର ୧୫ ବିଧାୟକ ଅଛନ୍ତି। ୨୫ ବର୍ଷରେ ଏତେ ସଂଖ୍ୟାରେ ବିଧାୟକ ଜିତି ନ ଥିଲୁ।

ବିଜେଡି ଗୋଟିଏ ବି ଏମ୍‌ପି ସିଟ ରଖିପାରିଲାନି, ଆମେ ଜିତିଲୁ। ବିଭିନ୍ନ ସ୍ଥାନରେ ଭୋଟ ପ୍ରତିଶତ ବଢ଼ିଛି, କଂଗ୍ରେସ ଗ୍ରୋଥ କରୁଛି। କିନ୍ତୁ ଆମେ ସରକାର କରିପାରିଲୁନି, ଏଥିପାଇଁ ମୁଁ ଦାୟିତ୍ୱ ନେଉଛି। ଯାହା କହିବା କଥା ହାଇକମାଣ୍ଡକୁ ଜଣାଇ ଦେଇଛି ବୋଲି ଶରତ କହିଛନ୍ତି।

ଅନ୍ୟପଟେ ନିର୍ବାଚନରେ ପରାଜୟ ପାଇଁ ପିସିସି ସଭାପତି ଇସ୍ତଫା ଦେଇଦେବା ଉଚିତ ବୋଲି ପଞ୍ଚାନନ କାନୁନଗୋ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଠୁ ମାଡ଼ି ମୁଣ୍ଡିଆ ମାରି ଲୋକସେବା ଭବନକୁ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪ା୭: ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ ପାଇଁ ଫୁଲ ଓ ରଙ୍ଗୋଲିରେ ସଜେଇ ହୋଇଥିଲା ଲୋକସେବା ଭବନ।   ତେବେ ଗୁରୁବାର ବିଧିବଦ୍ଧ ଭାବେ ଲୋକସେବା ଭବନରୁ କାର୍ଯ୍ୟ ଆରମ୍ଭ...

‘ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ’

ଭୁବନେଶ୍ୱର,୪ା୭: ଲୋକସେବା ଭବନରେ ବିଧିବଦ୍ଧ ଭାବରେ ଗୁରୁବାର କାର୍ଯ୍ୟଭାର ସମ୍ଭାଳିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ଏହି ସମୟରେ ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ...

ଆଜିଠୁ ଲୋକସେବା ଭବନରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ

ଭୁବନେଶ୍ୱର,୪।୭: ଲୋକସେବା ଭବନରେ ଆଜି ପ୍ରଥମ ଥର ପାଇଁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି। ପୂଜାର୍ଚ୍ଚନା ପରେ ମୁଣ୍ଡିଆ ମାରି ସେ ଲୋକସେବା...

ଆଖି ବାନ୍ଧି କଲେଜ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ

ଗଞ୍ଜାମ,୪।୭(ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ପୁଇଁତୋଳା ଗ୍ରାମରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଥିବା ଜଣା ପଡିଛି l ଘରେ କେହି ନ...

ପ୍ରଥମ ସ୍ତ୍ରୀ ଫେରି ଅଦିନରେ ପାଳିଲେ ସାବିତ୍ରୀ ବ୍ରତ, ଚିନ୍ତାରେ ଦ୍ୱିତୀୟ ସ୍ତ୍ରୀ

ସାଲେପୁର,୪।୭(ଅରବିନ୍ଦ ଭୂୟଁା)ପ୍ରଥମ ସ୍ତ୍ରୀ ନିଜ ସ୍ବାମୀଙ୍କୁ ଛାଡପତ୍ର ଦେଇ ଅନ୍ୟତ୍ର ପଳାଇ ଯିବାର ୧୫ ବର୍ଷ ପରେ ସ୍ବାମୀ ପାଖକୁ ଫେରି ଅଦିନରେ ସାବିତ୍ରୀ ବ୍ରତ...

କୌଳିକ ବୃତ୍ତିରେ ବାପାଙ୍କ ସହ ଉଚ୍ଚଶିକ୍ଷିତା କନ୍ୟା

କଟକ,୪ା୭ (କାର୍ତ୍ତିକ ସାହୁ)ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ଚତୁର୍ଦ୍ଧାମୂର୍ତ୍ତି ଜ୍ୱରରୁ ଆରୋଗ୍ୟ ଲାଭ କରିଛନ୍ତି। ଆଉ ୨ ଦିନ ପରେ ନବଯୌବନ ଦର୍ଶନ। ଭକ୍ତମାନେ ଅତ୍ୟନ୍ତ ଆଗ୍ରହରେ...

ଦେଶୀ ନାଁରେ ବିକ୍ରି ହେଉଛି ଅପମିଶ୍ରିତ କ୍ଷୀର, ଦହି, ଘିଅ

ଅସ୍ତରଙ୍ଗ,୪।୭(ପ୍ରଦୀପ୍ତ କୁମାର ଦୀକ୍ଷିତ)ଘରେ ଗାଈ ନାହିଁ, କିନ୍ତୁ ଘରକୁ ଘର ବୁଲି ଯୋଗାଇ ଦେଉଛନ୍ତି କ୍ଷୀର, ଦହି, ଘିଅ, ପନିର। କେତେକ ଦୋକାନରେ ବି ଦେଶୀ...

କଲେଜରେ ଅଧ୍ୟକ୍ଷଙ୍କୁ ଅଧ୍ୟାପକଙ୍କ ଆକ୍ରମଣ

ଖୋର୍ଦ୍ଧା,୪ା୭(ପ୍ରଭାତ ପାଣିଗ୍ରାହୀ)ଖୋର୍ଦ୍ଧା ବ୍ଲକ ଅଞ୍ଚଳରେ ଥିବା ହଳଦିଆ ମହାବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପଦବୀକୁ ନେଇ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଛି। ଇତିହାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri