ପୁଣି ବାରିମୂଳ ଆଶ୍ରମକୁ ଫେରିବେ Sarathi Baba! ହାଇକୋର୍ଟ କହିଲେ…

କଟକ,୫।୩: ପୁଣି ଚର୍ଚ୍ଚାରେ ସନ୍ତୋଷ ରାଉଳ ଓରଫ ସାରଥି Sarathi। କେନ୍ଦ୍ରାପଡ଼ା ବାରିମୂଳ ଫେରିବାକୁ ହାଇକୋର୍ଟ ସାରଥୀଙ୍କ ସର୍ତ୍ତମୂଳକ ଅନୁମତି ଦେଇଛନ୍ତି। ଅସୁସ୍ଥ ଭାଇଙ୍କୁ ଯାଇ ଦେଖା କରିବାକୁ ଦେଲେ ସର୍ତ୍ତମୂଳକ ଅନୁମତି। ୨ ମାସକୁ କେବଳ ଥରେ କେନ୍ଦ୍ରାପଡ଼ା ବାରିମୂଳ ଯିବାକୁ ଅନୁମତି।

କୋର୍ଟଙ୍କ ନିର୍ଦ୍ଦେଶନୁସାରେ, Sarathi ଆଶ୍ରମ ଯାଇପାରିବେନି କି ରାତିରେ କେନ୍ଦ୍ରାପଡ଼ାରେ ରହିପାରିବେନି। ସକାଳ ସାଢ଼େ ୫ରୁ ସଂଧ୍ୟା ସାଢ଼େ ୫ ମଧ୍ୟରେ ଦେଖା କରିପାରିବେ। ଏଥିପାଇଁ ପ୍ରଥମେ ଟ୍ରାଏଲ କୋର୍ଟଙ୍କୁ ଜଣାଇବାକୁ ନିର୍ଦ୍ଦେଶ। ୨ ଶହରୁ ଅଧିକ ଲୋକ ସମାଗମ ନ କରିବା କଟକଣା ବଳବତ୍ତର। ୨ ଶହରୁ ଅଧିକ ଲୋକ ସମାଗମ ନ କରିବାକୁ ପୂର୍ବରୁ ସର୍ତ୍ତ ଥିଲା। ଏହି ସର୍ତ୍ତ କୋହଳ କରିବାକୁ ସିଧାସଳଖ ମନା କଲେ ହାଇକୋର୍ଟ। କେନ୍ଦ୍ରାପଡ଼ା ନ ଯିବାକୁ ଓ ୨ ଶହ ଊଦ୍ଧର୍‌ବ ସମାଗମ ନକରିବାକୁ ଜାମିନ ସର୍ତ୍ତ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଯିବେ ରାହୁଲ-ସୋନିଆ? ନ୍ୟାଶନାଲ ହେରାଲଡ ମାମଲାରେ କେମିତି ଫସିଛନ୍ତି Gandhi Family ଜାଣନ୍ତୁ…

ନୂଆଦିଲ୍ଲୀ,୨୨।୪: ନ୍ୟାଶନାଲ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ବିରୋଧରେ ଇଡିର ଅଭିଯୋଗର ପ୍ରତିବାଦ କରିବା ପାଇଁ ଆୟୋଜିତ କଂଗ୍ରେସ ସାମ୍ବାଦିକ ସମ୍ମିଳନୀରେ...

ଅଂଶୁଘାତ ଭୟ: ଅସହ୍ୟ ଗୁଳୁଗୁଳିରେ ଜୀବନ ଅସ୍ତବ୍ୟସ୍ତ

ବରଗଡ଼,୨୨।୪(ପ୍ରେମାନନ୍ଦ ଖମାରୀ):ତାତି ବଢ଼ି ଚାଲିଛି। ଗୁଳୁଗୁଳି ମଧ୍ୟ ଅସହ୍ୟ ହୋଇ ପଡୁଛି। ଏଭଳି ସ୍ଥିତିରେ ଉଭୟ ଘରେ ଏବଂ ବାହାରେ ଜୀବନ ଅସ୍ତବ୍ୟସ୍ତ ହୋଇ ପଡୁଛି।...

କିଏ ସେ ୫ ନେତା ଯିଏକି ବିଜେଡିକୁ ବୁଡାଇଦେବେ? ଅମରେଶଙ୍କ ବୟାନକୁ ନେଇ ରାଜନୀତିରେ ହଲଚଲ

ଭୁବନେଶ୍ୱର.୨୨।୪: ଥମିବାର ନାଁ ନେଉନାହିଁ ବିଜେଡି କନ୍ଦଳ। ଏବେ ବିଜେଡି କଳିକୁ ନେଇ ବରିଷ୍ଠ ନେତା ଅମରେଶ ଜେନା ବିସ୍ଫୋରକ ବୟାନ ଦେଇଛନ୍ତି। ଦଳର ୪...

ସର୍ବକାଳୀନ ରେକର୍ଡ: ଲକ୍ଷେ ଟପିଗଲା ସୁନା, ଏବେ…

ନୂଆଦିଲ୍ଲୀ,୨୨।୪: ସୁନାର ସର୍ବକାଳୀନ ରେକର୍ଡ। ଦିନକରେ ୩ ହଜାର ଟଙ୍କା ବୃଦ୍ଧି ପାଇ ପ୍ରତି ୧୦ ଗ୍ରାମ ସୁନାର ମୂଲ୍ୟ ୧ ଲକ୍ଷ ଟଙ୍କା ଅତିକ୍ରମ...

ଗାଇଡ଼ଲାଇନ ଖୋଲାଖୋଲି ଉଲ୍ଲଂଘନ ପ୍ରସଙ୍ଗ:ଖୁବଶୀଘ୍ର ଗଠନ ହେବ ନୂତନ ପରିଚାଳନା କମିଟି

ଗଞ୍ଜାମ,୨୨/୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ସ୍କୁଲ ପରିଚାଳନା କମିଟି ସଭାପତିଙ୍କୁ ନେଇ ଚର୍ଚ୍ଚା ହେଉଛି। ଅବ୍ୟବସ୍ଥାରେ ସ୍କୁଲ ବାର୍ଷିକ ଉତ୍ସବ ନେଇ ଖବର...

Delta ବିମାନରେ ଲାଗିଲା ନିଆଁ, ଏମରଜେନ୍ସି ସ୍ଲାଇଡସ୍‌ରେ ବାହାରିଲେ ଯାତ୍ରୀ

ଫ୍ଲୋରିଡା,୨୨।୪: ଆମେରିକାର ଅରଲାଣ୍ଡୋ ଅନ୍ତର୍ଜାତୀୟ ବିମାନବନ୍ଦରରେ Delta ଏୟାରଲାଇନ୍ସର ଏକ ବିମାନରେ ନିଆଁ ଲାଗିଯାଇଛି। ତଥାପି, ଅଗ୍ନିକାଣ୍ଡ ସମ୍ପର୍କରେ ସମୟୋଚିତ ସୂଚନା ପାଇବା ପରେ, ବିମାନରେ...

ଟିମ୍‌ ଇଣ୍ଡିଆର ଷ୍ଟାର ଖେଳାଳିଙ୍କ ମଧ୍ୟରେ କିଏ Vegetarian ଆଉ କିଏ Non-vegetarian: ଜାଣନ୍ତୁ ସମ୍ପୂର୍ଣ୍ଣ ଲିଷ୍ଟ୍‌

ନୂଆଦିଲ୍ଲୀ,୨୨।୪:ଖେଳର କୌଶଳ ବୁଝିବା ସହିତ, ଜଣେ କ୍ରିକେଟରଙ୍କୁ ଭଲ ଫିଟନେସ ମଧ୍ୟ ବଜାୟ ରଖିବାକୁ ପଡିବ। ଏହାଦ୍ୱାରା ତାଙ୍କର ପ୍ରଦର୍ଶନ ଭଲ ହୋଇପାରିବ। ଆଜିକାଲି ପ୍ରତ୍ୟେକ...

ଦାରିଙ୍ଗବାଡ଼ିରେ ଉନ୍ନୟନ କାର୍ଯ୍ୟ ପରିଦର୍ଶନ କଲେ ବିଡିଓ: କାର୍ଯ୍ୟ ତ୍ୱରାନ୍ବିତ କରିବାକୁ କନିଷ୍ଠ ଯନ୍ତ୍ରୀଙ୍କୁ ଦେଲେ ନିର୍ଦ୍ଦେଶ  

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ )- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ପଞ୍ଚାୟତ ସମେତ ୮ ଟି ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ ଚାଲିଛି। ବିଶେଷ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image