ବିଧାୟକ ପାଣିଗ୍ରାହୀଙ୍କ ସହଯୋଗୀ ଗିରଫ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହଯୋଗୀ ସର୍ବେଶ୍ୱର ରାଓଙ୍କୁ ଗୁରୁବାର ଗିରଫ କରାଯାଇଛି। ଚାକିରି କରାଇଦେବା ପାଇଁ ଟଙ୍କା ଆଦାୟ ଅଭିଯୋଗରେ ସେ ଗିରଫ ହୋଇଛନ୍ତି। ତେବେ ଜେରା ପରେ କ୍ରାଇମବ୍ରାଞ୍ଚ ଏସ୍‌ଆଇଟି ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି।

Share