ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା ସାମିଲ ହୋଇଛନ୍ତି। କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳ ସମ୍ପାଦିକା ଶର୍ମିଷ୍ଠା ନାୟକ ଓ ଓବିସି ସେଲ ସମ୍ପାଦକ ରୋହିତ ଭୋଇ ଶଙ୍ଖ ଛାଡି ପଦ୍ମ ଧରିଛନ୍ତି।

ସେହିପରି କଂଗ୍ରେସ ଏସସି ସେଲର ବ୍ଲକ ସଭାପତି ଦୟାନିଧି ନାଏକ,ଗାଇଗାଁ ସରପଞ୍ଚ ପ୍ରମୋଦ କୁମାର ସାହୁ, କିକିଆ ସମିତିସଭ୍ୟ ଯୁଗେଶ୍ୱର ମାଝି, ଲଇତରା ସମିତିସଭ୍ୟ ଥବିର ଗଉଡ, ଅଧମୁଣ୍ଡା ସମିତିସଭ୍ୟ କିଶୋର ଯାନୀ ପ୍ରମୁଖ ଭାଜପାରେ ସାମିଲ ହୋଇଛନ୍ତି।

ମିଶ୍ରଣ ପର୍ବରେ ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାଲ, ସଙ୍ଗଠାନିକ ସମ୍ପାଦକ ମାନସ ମହାନ୍ତି, ଭବାନୀପାଟଣା ବିଧାୟକ ପ୍ରଦୀପ୍ତ ନାଏକ, ଜିଲା ସଭାପତି ଆର୍ତ୍ତତ୍ରାଣ ମହାପାତ୍ର, ପୂର୍ବତନ ଏମ୍‌ପି ଅର୍କକେଶରୀ ଦେଓ, କଳାହାଣ୍ଡି ଲୋକ ସଭା ଏମ୍‌ପି ପ୍ରାର୍ଥିନୀ ମାଲବିକା କେଶରୀ ଦେଓଙ୍କ ଉପସ୍ଥିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଡ୍ୟୁଟିରେ ଥିବା ଡାକ୍ତରଙ୍କୁ କାମୁଡ଼ିଲା ସାପ, ଆଇସିୟୁରେ ଭର୍ତ୍ତି

ମହାକାଳପଡ଼ା,୨୬ା୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ବାବର ପିଏଚ୍‌ସିରେ ଜଣେ ଡାକ୍ତରଙ୍କ ଡ୍ୟୁଟି ପଡ଼ିଥିଲା। ତେବେ ସେ ଶୌଚ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କୁ...

ବାତ୍ୟା ପରେ ଦୁଃଖ ଦେଉଛି ବର୍ଷାପାଣି

ତିହିଡ଼ି,୨୬ା୧୦(ସଞ୍ଜିତ ବଳ): ବାତ୍ୟା ଦାନା ପ୍ରଭାବରେ ୩ଦିନ ଧରି ଲଗାଣ ବର୍ଷା ହୋଇଛି। ଯାହାଫଳରେ ତିହିଡ଼ି ବ୍ଲକର ବିଭିନ୍ନ ଗାଁକୁ ବର୍ଷାପାଣି ପ୍ରବେଶ କରିଛି। ଗୁଆମାଳ...

ଆମ୍ବୁଲାନ୍ସ ଡ୍ରାଇଭର ମାନସଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ, କହିଲେ ବାତ୍ୟା ସମୟରେ…

ରାଜନଗର,୨୬ା୧୦: କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ...

ତ୍ରିପାକ୍ଷିକ ବୈଠକ: ଆନ୍ଦୋଳନ ଡାକରାକୁ ସ୍ଥଗିତ ରଖିଲା ଫେଡେରେସନ

ଛତ୍ରପୁର,୨୬।୧୦(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଗୋପାଳପୁର ବନ୍ଦରରେ ମାଲ ପରିବହନ କାର୍ଯ୍ୟରେ ନିୟୋଜିତ କରିବା ଓ ସଠିକ ଦର ପ୍ରଦାନ କରିବା ଦାବି ନେଇ ଗଞ୍ଜାମ...

ଟଳିନି ବିପଦ: ଗାଁରେ ପଶିଲା ବନ୍ୟାଜଳ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ) ବାତ୍ୟା ଦାନା ପରେ ବାଲେଶ୍ୱରରେ ଲାଗିରହିଛି ଲଗାଣ ବର୍ଷା l ଉପରମୁଣ୍ଡରୁ ପ୍ରବଳ ବର୍ଷା ଫଳରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ହୋଇ...

ଗଡ଼ିବାକୁ ଥିଲା ଅଳ୍ପ ସମୟ: ହଠାତ୍‌ ବସ୍‌ରୁ ନିଆଁ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସହଦେଖୁଣ୍ଟା ବସ୍‌ ଷ୍ଟାଣ୍ଡଠାରେ ଶନିବାର ଭୋର ସମୟରେ ବନଦୁର୍ଗା ନାମକ ଏକ ବସ୍‌ରେ ଅଚାନକ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା...

ପୌରପାଳିକା ପକ୍ଷରୁ ଜବରଦଖଲ ଉଚ୍ଛେଦ

ଭଦ୍ରକ, ୨୬।୧୦(ସନାତନ ରାଉତ): ଭଦ୍ରକ ପୌରପାଳିକା ପକ୍ଷରୁ ଦମକଳ ସାହାଯ୍ୟରେ ସହରର ବନ୍ତ ଛକ ମାର୍କେଟ କମ୍ପ୍ଲେକ୍ସରୁ ବର୍ଷା ଜଳ ନିଷ୍କାସନ ସହ ଜେସିବି ସାହାଯ୍ୟରେ...

ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ଭାଜପା ରାଜ୍ୟ ସଭାପତି

ଚାନ୍ଦବାଲି, ୨୬।୧୦(କିଶାନ ପାତ୍ର)- ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଧାମରା ଅଞ୍ଚଳ ଅଧିକ କ୍ଷତିଗ୍ରସ୍ତ ହୋଇଛି l ଘର ଭାଙ୍ଗିବା ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri