ସରପଞ୍ଚଙ୍କୁ ମାଡି ବସି ନିସ୍ତୁକ ପିଟିଲେ ପିଡବ୍ଲ୍ୟୁଡି ଏସ୍‌ଡିଓ

ବଲାଙ୍ଗୀର ,୨୬।୧୨(ସୁନୀଲ କୁମାର ମହାନ୍ତି): ନିମ୍ନମାନର କାମ ଅଭିଯୋଗ କରି ମାଡ଼ ଖାଇଲେ ସରପଞ୍ଚ । ଏଭଳି ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲା ହରିଶଙ୍କରରେ। ଫାଇଭ-ଟି ଅଧିନରେ ଚାଲିଥିବା ବିଭିନ୍ନ କାମର ତଦାରଖ କରିବାକୁ ପିଡବ୍ଲ୍ୟୁଡି ଏସ୍‌ଡିଓ ଶ୍ରୀଧର ଦାସ ହରିଶଙ୍କର ଯାଇଥିଲେ । ଏହି ସମୟରେ ସେଠାରେ ଚଙ୍ଗରିଆ ପଞ୍ଚାୟତର ସରପଞ୍ଚ ସୁଶିଲ ଗୁରୁ ପହଞ୍ଚି ନିମ୍ନମାନର କାମ ଚାଲିଥିବା ଅଭିଯୋଗ ଆଣିଥିଲେ।
ଏହା ଶୁଣି ପିଡବ୍ଲ୍ୟୁଡି ଏସ୍‌ଡିଓ ରାଗିଯାଇ ସବୁ କଥାରେ କାହିଁକ ବାଧା ଦେଉଛ ବୋଲି କହି ସରପଞ୍ଚଙ୍କୁ ମାଡି ବସି ନିସ୍ତୁକ ମାଡ ମାରିଥିଲେ । ଉପସ୍ଥିତ ଲୋକେ ଏସ୍‌ଡିଓଙ୍କ କବଳରୁ ସରପଞ୍ଚଙ୍କୁ ଉଦ୍ଧାର କରିଥିଲେ ।
ସେହି ସମୟର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଏସଡିଓଙ୍କ ଏପରି ଆଚରଣକୁ ସାଧାରଣ ଲୋକେ ନିନ୍ଦା କରୁଛନ୍ତି । ଅନ୍ୟପଟେ ଖବର ପାଇ ହରିଶଙ୍କର ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଏସ୍‌ଡିଓ ଓ ସରପଞ୍ଚଙ୍କୁ ଖପ୍ରାଖୋଲ ଥାନାକୁ ଆଣି ପଚରାଉଚରା କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ନୁହେଁ, ୩ ବର୍ଷରେ ଲୋକେ ଅନ୍ୟ ଦଳକୁ ଭୁଲିଯିବେ: ପୃଥ୍ବୀରାଜ

ଭୁବନେଶ୍ୱର,୨୭।୧୨: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ଯ୍ୟକୁ ଆଗେଇ ନେବା ଏବଂ ଲୋକଙ୍କ ସମସ୍ୟାର ତ୍ୱରିତ୍‌ ସମାଧାନ ପାଇଁ ମନ୍ତ୍ରୀମାନଙ୍କୁ ୩୦ ଜିଲାର ଦାୟିତ୍ୱ...

ପୁଣି ଆସୁଛି ବର୍ଷା! ଏହି ସବୁ ଜିଲାରେ ଛେଚିବ

ଭୁବନେଶ୍ୱର,୨୭।୧୨: ଆସନ୍ତାକାଲି ଠାରୁ ପଶ୍ଚିମ ଓଡ଼ିଶାରେ ୨ ଦିନ ବର୍ଷା ସମ୍ଭାବନା ରହିଛି। ପଶ୍ଚିମାଝଡ଼ ପ୍ରଭାବରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୮ ତାରିଖରେ...

ସଫେଇ ଦେଲେ କାର୍ତ୍ତିକ ପାଣ୍ଡିଆନ୍‌: କହିଲେ, ମୋର କୌଣସି ଏକ୍ସ…

ଭୁବନେଶ୍ୱର,୨୭।୧୨: ଓଡିଶା ରାଜନୀତିର ଏକ ଚର୍ଚ୍ଚିତ ଚେହେରା ଭି.କେ.ପାଣ୍ଡିଆନ ରାଜନୀତିରୁ ଅବସର ନେଇଥିଲେ ମଧ୍ୟ ତାଙ୍କୁ ନେଇ ଅନେକ ସମୟରେ ଚର୍ଚ୍ଚା ଲାଗିରହିଥାଏ। ନିକଟରେ ଶେଷ...

ବସୁଧା ଯୋଜନାରେ ଚାଲିଥିବା ପାଇପ୍‌ ଲାଇନ କାର୍ଯ୍ୟରେ ଅନିୟମିତତା ଅଭିଯୋଗ

ଗଞ୍ଜାମ,୨୭ା୧୨(ବିଦ୍ୟାଧର ସାହୁ): ପୂର୍ବ ସରକାରଙ୍କ ସମୟରେ ଆରମ୍ଭ ହୋଇଥିବା ବସୁଧା ଯୋଜନାରେ ସହରର ବିଭିନ୍ନ ଓ୍ବାର୍ଡରେ ରାସ୍ତା ଖୋଳା ଯାଇ ପାଇପ୍‌ ଲାଇନ କାମ ଚାଲିଛି...

ନଦୀପଠାରୁ ମିଳିଥିଲା ଅର୍ଦ୍ଧଦଗ୍ଧ ମୃତଦେହ: ଅପହରଣ ପରେ କରିଥିଲେ ହତ୍ୟା, ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ବାରିପଦା,୨୭।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ସଦର ଥାନା ଅଧୀନ ଗୁମୁ ଗ୍ରାମ ନିକଟସ୍ଥ ବୁଢାବଳଙ୍ଗ ନଦୀପଠାରୁ ଜନୈକ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣାରେ ପୋଲିସ...

ରାସନକାର୍ଡଧାରୀଙ୍କୁ ନେଇ ବଡ଼ ସୂଚନା ଦେଲେ ଯୋଗାଣ ମନ୍ତ୍ରୀ, ୪୦ ଲକ୍ଷ ଭୂତ ରାସନକାର୍ଡଧାରୀଙ୍କୁ ଧରିଲା ଭଳି…

ଭୁବନେଶ୍ୱର,୨୭।୧୨: ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦେଲେ ବଡ଼ ସୂଚନା। ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ। ପ୍ରତି ଜିଲାରେ ଲକ୍ଷେରୁ ଦେଢ଼ ଲକ୍ଷ...

ସ୍ଥଗିତ ହେଲା ଅମିତ ଶାହଙ୍କ ଓଡ଼ିଶା ଗସ୍ତ

ଭୁବନେଶ୍ୱର,୨୭।୧୨: ସ୍ଥଗିତ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ । ରବିବାର ସାରେ ସେ ଓଡ଼ିଶା ଆସିବାର ଥିଲା। ଅମିତଶାହା୨୮ ତାରିଖ ସାରେ...

ଶଙ୍ଖଭବନରେ ହାତାହାତି ପରେ ମୁହଁ ଖୋଲି ଚାପୁଡ଼ା ପଛର ସତକଥା କହିଲେ ପୁଷ୍ପାଞ୍ଜଳି, ମାଇଲେଜ ନେବାକୁ ଅଧା ଭିଡିଓ ପକେଇ…

ଭୁବନେଶ୍ୱର,୨୭।୧୨:ଶଙ୍ଖଭବନରେ ଗଣ୍ଡଗୋଳ ଘଟଣାରେ ବିଜେଡି କର୍ମୀ ପୁଷ୍ପାଞ୍ଜଳି ରଣାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଇପ୍ସିତା ଆଗ ଆକ୍ରମଣ କଲେ, ମୋ ଚେନ ଛିଡ଼ାଇ ଦେଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri