ସତ୍ୟଜିତ ମହାନ୍ତି ଓପିଏସ୍‌ସି ଅଧ୍ୟକ୍ଷ

ଭୁବନେଶ୍ୱର,୧ା୨(ବ୍ୟୁରୋ): ୧୯୮୮ ବ୍ୟାଚ ଆଇପିଏସ୍‌ ଅଫିସର ସତ୍ୟଜିତ ମହାନ୍ତି ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସତ୍ୟଜିତ ଏବେ ଅଗ୍ନିଶମ, ହୋମଗାର୍ଡ ଡିଜି ଭାବେ କାର୍ଯ୍ୟ କରୁଛନ୍ତି। ୬୨ ବର୍ଷ ଯାଏ ସେ ଓପିଏସସି ଅଧ୍ୟକ୍ଷ ପଦବୀରେ ରହିବେ। ଓପିଏସସି କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ବିଭୂତି ଭୁଷଣ ପଟ୍ଟନାୟକ କାର୍ଯ୍ୟ କରୁଛନ୍ତି।

Share