ସୌଦି ଆରବ ସ୍କୁଲ ପିଲା ଶିଖିବେ ଯୋଗ…

ରିଆଦ୍‌, ୧୬।୩ : ସ୍ବାସ୍ଥ୍ୟ ଦୃଷ୍ଟିକୋଣରୁ ଯୋଗକୁ ସମଗ୍ର ବିଶ୍ୱରେ ବହୁତ ପସନ୍ଦ କରାଯାଇଥାଏ। ବର୍ତ୍ତମାନ ସୌଦି ଆରବ ମଧ୍ୟ ନିଜ ବିଦ୍ୟାଳୟରେ ଯୋଗକୁ ଏକ କ୍ରୀଡ଼ା ପାଠ୍ୟକ୍ରମ ଭାବରେ ସାମିଲ କରିବାକୁ ଯାଉଛି। ସୌଦି ଯୋଗ କମିଟିର ଅଧ୍ୟକ୍ଷ ନୋଉଫ ଅଲ-ମାରୱାଇ କହିଛନ୍ତି ଯେ ଏହି ପାଠ୍ୟକ୍ରମ ୨୦୧୭ରେ ବାଣିଜ୍ୟ ମନ୍ତ୍ରଣାଳୟ ଦ୍ୱାରା ଅନୁମୋଦନ ହୋଇଛ।

ଶିକ୍ଷା ମନ୍ତ୍ରଣାଳୟର ସହଯୋଗରେ ଏହି ପାଠ୍ୟକ୍ରମ ଆରମ୍ଭ ହେବ। ନୋଉଫ କହିଛନ୍ତି ଯେ ଏହି ପାଠ୍ୟକ୍ରମରେ ପିଲାମାନଙ୍କ ପାଇଁ ସ୍ବାସ୍ଥ୍ୟ ସୁବିଧା ମିଳିବ। କିଛି ଦିନ ତଳେ ଯୋଗର ଉପକାରିତା ବିଷୟରେ ସାଉଦି ସ୍କୁଲ ସ୍ପୋର୍ଟସ ଫେଡେରେଶନର ଏକ ବୈଠକ ମଧ୍ୟ ହୋଇଥିଲା। ଏହି ବୈଠକରେ ବିଦ୍ୟାଳୟର ପ୍ରଧାନଶିକ୍ଷକମାନେ ଅଂଶଗ୍ରହଣ କରିଥିଲେ।

ଆରବ ନ୍ୟୁଜ ଅନୁଯାୟୀ, ସମସ୍ତ ବର୍ଗର ବିଦ୍ୟାଳୟର ଅଧିକାରୀମାନେ ସେମାନଙ୍କ ମତାମତ ଦେଇଛନ୍ତି। ଯୋଗ ପ୍ରଶିକ୍ଷକ ତଥା ଆନନ୍ଦ ଯୋଗ ଷ୍ଟୁଡିଓର ପ୍ରତିଷ୍ଠାତା ଖାଲିଦ ଜାମା ଅଲ ଜହରାନି କହିଛନ୍ତି ଯେ ବିଦ୍ୟାଳୟ ସବୁବେଳେ ପିଲାମାନଙ୍କର ବିକାଶର ଯତ୍ନ ନିଏ। ତେଣୁ ସେମାନଙ୍କର ସ୍ବାସ୍ଥ୍ୟର ବିକାଶ ପାଇଁ ସ୍କୁଲରେ ଯୋଗକୁ ସାମିଲ୍‌ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରୁ କାହିଁକି ଦୂରେଇ ଗଲେ ଇଭାଙ୍କା ଟ୍ରମ୍ପ, ନୂଆ ସରକାରରେ ସାମିଲ ନ ହେବାର କାରଣ ଜାଣନ୍ତୁ

ଓ୍ବାଶିଂଟନ,୨୩।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତିଙ୍କ ଝିଅ ଇଭାଙ୍କା ଟ୍ରମ୍ପ ରାଜନୀତିରୁ ନିଜକୁ ଦୂରେଇ ରଖିଛନ୍ତି। ଇଭାଙ୍କା ତାଙ୍କ ପିତା ଡୋନାଲ୍ଡ ଟ୍ରମ୍ପଙ୍କ ନୂଆ ସରକାରରେ...

୧୨ ବର୍ଷର ଛାତ୍ର ହେଲେ ଶିକ୍ଷୟିତ୍ରୀଙ୍କ ପିଲାର ପିତା! DNA ଖୋଲିଲା ରାଜ୍‌

ଓ୍ବାଶିଂଟନ,୨୩।୧୨: ଆମେରିକାର ଟେନେସି ରାଜ୍ୟରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଟେନିସି ରାଜ୍ୟ ବିଦ୍ୟାଳୟର ଶିକ୍ଷୟିତ୍ରୀ ଜଣେ ୧୨ ବର୍ଷର ବାଳକକୁ ବଳାତ୍କାର...

୫ ହଜାର କୋଟିର ବିବାହ! କିଏ ସେହି ଲୌରେନ ସାଞ୍ଚେଜ? ଯିଏ ହେବେ Jeff Bezosଙ୍କ ସହଧର୍ମିଣୀ

ମେକ୍ସିକୋ ସିଟି,୨୩।୧୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଆମାଜନର ପ୍ରତିଷ୍ଠାତା ଜେଫ ବେଜୋସ ଖୁବ ଶୀଘ୍ର ତାଙ୍କ ପ୍ରେମିକା ଲୌରେନ ସାଞ୍ଚେଜଙ୍କ ସହ ବିବାହ...

ଦିନେ ଆମେରିକାର ରାଷ୍ଟ୍ରପତି ହେବେ ଏଲୋନ ମସ୍କ? ଏହି ପ୍ରଶ୍ନର ଏମିତି ଉତ୍ତର ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୧୨: ନିକଟରେ ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ କରାଯାଇଛି, ସେ ମଧ୍ୟ ଖୁବ ଶୀଘ୍ର ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।...

ଭାରତରୁ ପଙ୍ଗା ନେଲା ତ ଆମେରିକା ଶିଖାଇଲା ବୁଦ୍ଧି, ଏବେ ଚାଇନାର ନିଷ୍ପତ୍ତିକୁ ନେଇ ଅଡୁଆରେ ପଡିବେ ଟ୍ରୁଡୋ!

ଟରଣ୍ଟୋ,୨୩।୧୨: କାନାଡା ପାଇଁ ଆଉ ଏକ ଖରାପ ଖବର ସାମ୍ନାକୁ ଆସିଛି, ଯାହା ଭାରତ ସହ ସମ୍ପର୍କକୁ ନଷ୍ଟ କରିସାରିଛି। ଏଥର ଏହି ପ୍ରସଙ୍ଗ ଚାଇନା...

ଗାଜାରେ ଏୟାରଷ୍ଟ୍ରାଇକ୍‌: ୨୦ ମୃତ

ଦେଇର ଅଲ୍‌-ବଲାହ,୨୩ା୧୨: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ ଉପରେ ଏୟାରଷ୍ଟ୍ରାଇକ୍‌ ଜାରି ରଖିଥିବାବେଳେ ଏଥିରେ ୫ ପିଲାଙ୍କ ସମେତ ଅନୂ୍ୟନ ୨୦ ଜଣ ପାଲେଷ୍ଟିନୀୟଙ୍କ...

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା...

ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ

ଆଙ୍କାରା,୨୨ା୧୨:ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍‌କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri