ଆମେରିକା ବୈଦେଶିକ ସଚିବଙ୍କ ଅପମାନ କଲେ ସାଉଦି ପ୍ରିନ୍ସ

ଓ୍ବାଶିଂଟନ,୧୭।୧୦: ଇସ୍ରାଏଲ-ହମାସ ଯୁଦ୍ଧ ସମୟରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଆଜିକାଲି ଆରବ ଦେଶ ଗସ୍ତରେ ଅଛନ୍ତି। ଏହି ସମୟରେ ସାଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନଙ୍କୁ ଅପମାନିତ କରିଥିବା ଖବର ଆସିଛି।

ସାଉଦି ଆରବରେ ପହଞ୍ଚିଥିବା ଆଣ୍ଟୋନି ବ୍ଲିଙ୍କେନଙ୍କୁ ସାଉଦି କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ବୈଠକ ପାଇଁ ଅନେକ ଘଣ୍ଟା ଅପେକ୍ଷା କରାଇଥିଲେ। କେବଳ ଏତିକି ନୁହେଁ, ସେମାନଙ୍କୁ ଦୀର୍ଘ ସମୟ ଅପେକ୍ଷା କରିବା ପରେ ମଧ୍ୟ ମହମ୍ମଦ ବିଲ ସଲମାନ ଆଣ୍ଟୋନି ବ୍ଲିଙ୍କେନଙ୍କୁ ଭେଟି ନ ଥିଲେ ଏବଂ ପରଦିନ ଉଭୟ ନେତାଙ୍କ ସାକ୍ଷାତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳିରେ କୋଟିପତିଙ୍କୁ ଲାଗିଲା କୋଟି କୋଟି ଟଙ୍କାର ଝଟ୍‌କା, ଆଦାନୀ-ଅମ୍ବାନୀଙ୍କ ସହ କମିଲା ମସ୍କଙ୍କ ସମ୍ପତ୍ତି

ନୂଆଦିଲ୍ଲୀ,୧।୧୧: ଭାରତରେ ଲୋକେ ଯେବେ ଗୁରୁବାର ରାତିରେ ଦୀପାବଳି ପାଳନ କରୁଥିଲେ ସେତେବେଳେ ଆମେରିକା ସେୟାର ମାର୍କେଟରେ ହ୍ରାସର ଝଡ଼ ସୃଷ୍ଟି ହୋଇଛି। ଫଳରେ ଡାଉଜୋନ୍ସ...

ଭାଙ୍ଗିଗଲା ପାକିସ୍ତାନ ରାଷ୍ଟ୍ରପତିଙ୍କ ଗୋଡ଼, ବିମାନରୁ ଓହ୍ଲାଇବା ସମୟରେ ପଡିଗଲେ ଜରଦାରୀ

ଇସଲାମାବାଦ,୧।୧୧: ବିମାନରୁ ଓହ୍ଲାଇବା ସମୟରେ ପାକିସ୍ତାନ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ ତଳେ ପଡି ଯାଇଥିଲେ ଫଳରେ ତାଙ୍କ ଗୋଡ ଭାଙ୍ଗି ଯାଇଥିବା ସୂଚନା ମିଳିଛି।...

ସୁଧୁରୁନି ପକିସ୍ତାନ: ଚାଇନା ସହ ମିଶି ଭାରତ ବିରୋଧରେ ରଚୁଛି ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୧।୧୧: ପଡୋଶୀ ଦେଶ ପାକିସ୍ତାନ ଘୃଣ୍ୟ କାର୍ଯ୍ୟକଳାପରୁ ବିରତ ହେବାର ନାଁ ଧରୁନି। ଜମ୍ମୁ କଶ୍ମୀରକୁ ଆତଙ୍କବାଦୀ ପଠାଇବା ବ୍ୟତୀତ ପାକିସ୍ତାନ ମଧ୍ୟ ଭାରତ ଉପରେ...

ଭାରତ ସହ ମିଶି ଶେଷ କରିବୁ ସ୍ମଗ! ଦୀପାବଳି ପରେ କାହିଁକି ଏମିତି କହିଲେ ମରିୟମ

ଇସଲାମାବାଦ,୧।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଝିଅ ତଥା ପଞ୍ଜାବର ମୁଖ୍ୟମନ୍ତ୍ରୀ ମରିୟମ ନୱାଜ ସରିଫ ବୁଧବାର ୯୦-ଶାହରାହ-ଏ-କାୟଦ-ଏ-ଆଜମରେ ଅନୁଷ୍ଠିତ ଦୀପାବଳି ଉତ୍ସବରେ ଯୋଗ...

ଭୟଙ୍କର ସ୍ଥିତିରେ ରୁଷିାଆ-ୟୁକ୍ରେନ ଯୁଦ୍ଧ: ରୁଷିଆକୁ ସହାୟତା ପାଇଁ ଆଗେଇ ଆସିଲା ଉତ୍ତର କୋରିଆ

କିଭ୍‌,୧।୧୧: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି। ଏହି ସମୟରେ ରୁଷିଆକୁ ୧୦ ହଜାରରୁ ଅଧିକ ମିଶାଇଲ୍‌ ପଠାଇଛି ଉତ୍ତର କୋରିଆ। ନିକଟରେ...

ହ୍ବାଇଟ ହାଉସର ସେନା ବ୍ୟାଣ୍ଡ ଦୀପାବଳିରେ ବଜାଇଲେ ‘ଓମ ଜୟ ଜଗଦୀଶ ହରେ’ ଭାଇରାଲ ହେଉଛି ଭିଡିଓ

ଓ୍ବାଶିଂଟନ,୩୧।୧୦: ଦୀପାବଳି ଏକ ପର୍ବ ଏବଂ ଲୋକମାନେ ଏହାକୁ କେବଳ ଭାରତରେ ନୁହେଁ ବିଶ୍ୱର ଅନ୍ୟ ଦେଶରେ ମଧ୍ୟ ପାଳନ କରାଯାଉଛି। ନିକଟରେ ଆମେରିକାର ରାଷ୍ଟ୍ରପତି...

ସତ୍ୟ ନାଡେଲାଙ୍କ ନିଦ ହଜାଇଲା ଚାଇନା! କମିଲା ମାଇକ୍ରୋସଫ୍ଟ ସିଇଓଙ୍କ ରୋଜଗାର

ଓ୍ବାଶିଂଟନ,୩୧।୧୦: ମାଇକ୍ରୋସଫ୍ଟ ସିଇଓ ସତ୍ୟ ନାଡେଲାଙ୍କ ଦରମା ୨୦୨୪ ଆର୍ଥିକ ବର୍ଷ ପାଇଁ ୬୩% ବୃଦ୍ଧି ପାଇଛି। ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC)...

ଟ୍ରମ୍ପଙ୍କ ମାଷ୍ଟରଷ୍ଟ୍ରୋକ୍: ଅଳିଆ ଗାଡ଼ି ଧରି କଲେ ପ୍ରଚାର

ନୂଆଦିଲ୍ଲୀ,୩୧ା୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଆଉ ଗୋଟିଏ ସପ୍ତାହ ବାକି ଅଛି। ବିଜୟ ପାଇଁ ରପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଏବଂ ଡେମୋକ୍ରାଟ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri