ଦର୍ଶକଙ୍କ ହୃଦୟ ଜିତିଲେ ସୌରଭ-ସତ୍ୟଜିତ

ଦାରିଙ୍ଗବାଡି, ୧୨।୧ (ଅରୁଣ ସାହୁ )-ଦାରିଙ୍ଗବାଡି ଶୀତ ମହୋତ୍ସବରେ ବିଶିଷ୍ଠ କଳାକାରଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଦିନ ମହୋତ୍ସବରେ ବିଶିଷ୍ଠ କଣ୍ଠଶିଳ୍ପୀ ସୌରଭ ଭରଦ୍ୱାଜ ମଞ୍ଚରେ ଜଗନ୍ନାଥଙ୍କ ଭଜନ ପରିବେଷଣ କରିଥିଲେ। ତାଙ୍କ ଭଜନରେ ଦର୍ଶକଙ୍କ ମଧ୍ୟରେ ଗୋଟିଏ ପ୍ରକାର ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲେ ସୌରଭ ଯେତେବେଳେ ମଞ୍ଚରେ ପ୍ରଥମେ ଭଜନ ପରିବେଷଣ କରିବା ପୂର୍ବରୁ ଜୋତା ଖୋଲି ଖାଲି ପାଦରେ ଭଜନ ଗାଇଥିଲେ, ଯାହାକି ଜଗନ୍ନାଥଙ୍କ ପ୍ରତି ତାଙ୍କ ଯଥେଷ୍ଟ ସମ୍ମାନ ଦେଖି ଶ୍ରୋତାତଥା ଦର୍ଶକଙ୍କ ମଧ୍ୟରେ ଏକ ଭାବାବେଗ ସୃଷ୍ଟି ହୋଇଥିଲା।
ସୌରଭ ଏବେ ରାଜ୍ୟରେ ଯୁବପିଢ଼ିଙ୍କ ଫ୍ୟାନ ଭାବେ ପରିଚିତ। ଦାରିଙ୍ଗବାଡି ପକ୍ଷରୁ ତାଙ୍କୁ ମହୋତ୍ସବକୁ ନିମନ୍ତ୍ରଣ କରାଯାଇଥିଲା। ମହୋତ୍ସବ ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ସେ ଜୋତା ଖୋଲି ମଞ୍ଚରେ ଭଜନ ଗାଇଥିବାରୁ ତାହା ଏବେ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। କେଳେ ସୌରଭ ନୁହଁନ୍ତି, ପରବର୍ତ୍ତୀ କଣ୍ଠଶିଳ୍ପୀ ସତ୍ୟଜିତ ପ୍ରଧାନ ମଧ୍ୟ ମଞ୍ଚ ଉପରେ ପହଞ୍ଚି ପ୍ରଥମେ ଜଗନ୍ନାଥ ଭଜନରୁ ନିଜ ସଙ୍ଗୀତ ପରିବେଷଣ ଆରମ୍ଭ କରିଥିଲେ। ସେ ମଧ୍ୟ ମଞ୍ଚରେ ନିଜ ଜୋତା ଖୋଲି ଭଜନ ପରିବେଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରି ମାଲ ବୋଝେଇ ଟ୍ରକ ଉଦ୍ଧାର; ଡ୍ରାଇଭର-ହେଲପରଙ୍କ ପତ୍ତା ମିଳୁନି, ବଢ଼ୁଛି ସନ୍ଦେହ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ରାତିରେ ଚୋରି ହୋଇଯାଇଥିବା ଏକ ଟ୍ରକକୁ ଉଦ୍ଧାର କରିଛି। କିନ୍ତୁ ଗାଡ଼ିର ଡ୍ରାଇଭର ଏବଂ ହେଲପରଙ୍କ ପତ୍ତା...

ପୁଣି ଗାଡ଼ି ଧକ୍କାରେ ଭାଙ୍ଗିଲା ରେଳଫାଟକ

ନିରାକାରପୁର, ୨୦।୪(ମାନସ ଚନ୍ଦ୍ର ପଟ୍ଟନାୟକ): ପିକଅପ୍‌ ଭ୍ୟାନ ଧକ୍କାରେ ପୁଣି ରେଳ ଫାଟକ ଭାଙ୍ଗଛି। ରବିବାର ସାଂ ପ୍ରାୟ ସାଢେ ୭ଟା ରେ ଖୋର୍ଦ୍ଧା ଜିଲା...

ଭାଜପାର ସକ୍ରିୟ ସଦସ୍ଯ ସମ୍ମିଳନୀ, ଆୟୁଷ୍ମାନ କାର୍ଡ ବଣ୍ଟନ: ଯୋଗ ଦେଲେ ସାଂସଦ

ଜି. ଉଦୟଗିରି,୨୦।୪(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରି ଏନଏସି କଲ୍ଯାଣ ମଣ୍ଡପରେ ଭାଜପା ତରଫରୁ ବିଧାନ ସଭା ମଣ୍ତଳୀ ସ୍ତରୀୟ ସକ୍ରିୟ ସଦସ୍ଯ ସମ୍ମିଳନୀ...

ଦାଦନ ଖଟିବାକୁ ଯାଇ ଡଙ୍ଗରିଆ ଯୁବତୀଙ୍କ ମୃତ୍ୟୁ

ରାୟଗଡ଼ା,୨୦।୪(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ଜିଲାର ଆଦିମ ଜନଜାତି ଭାବେ ପରିଚିତ ଡଙ୍ଗରିଆ କନ୍ଧ ସମ୍ପ୍ରଦାୟର ଜଣେ ନାବାଳିକା ଦାଦନ ଖଟିବାକୁ ଯାଇ ଶନିବାର କେରଳ...

ଠିକାଦାରଙ୍କ ମୁଣ୍ଡରେ ବନ୍ଧୁକ ରଖି ଲୁଟିଥିଲେ, ତୁମୁଡ଼ିବନ୍ଧ ପୋଲିସ ପଞ୍ଝାରେ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗ

ତୁମୁଡିବନ୍ଧ,୨୦।୪(ଦୀପକ କୁମାର ପରାସେଠ)-କନ୍ଧମାଳ ଜଲା ତୁମୁଡିବନ୍ଧ ପୋଲିସ ୫ ଜଣିଆ ଶସସ୍ତ୍ର ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି। ସେମାନଙ୍କ ଠାରୁ ଗୋଟିଏ ରାୟଫୁଲସ ବନ୍ଧୁକ, ଗୋଟିଏ...

ମିସ୍ତ୍ରୀ କାମ ଥିଲା ବାହାନା, ଚୋରା ଗଞ୍ଜେଇ କାରବାର ଅଭିଯୋଗରେ ୨ ଯୁବକ ଗିରଫ

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)-ପଶ୍ଚିମବଙ୍ଗରୁ ଅନେକ ଯୁବକ ଆସି ଗଞ୍ଜାମ ଓ କନ୍ଧମାଳ ଜିଲାର ବିଭିନ୍ନ ସ୍ଥାନରେ ମିସ୍ତ୍ରୀ କାମ କରନ୍ତି। କିନ୍ତୁ ସେମାନଙ୍କମଧ୍ୟରୁ କିଏ ଜୀବନଜୀବିକା ପାଇଁ...

ରାସ୍ତାରେ ଚାଲି ଚାଲି ଯାଉଥିଲେ, ଧକ୍କା ଦେଲା ପର୍ଯ୍ୟଟକ ବସ୍‌

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରରୁପର୍ଯ୍ୟଟକଙ୍କୁ ନେଇ ରବିବାର ଉତ୍ତର ଭାରତ ଅଭିମୁଖେ ଯାଉଥିବା ଏକ ବସ୍‌ ଧକ୍କାରେ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ...

ଖବରଦାତାଙ୍କ ମାତୃ ବିୟୋଗ

ସୁନାବେଡା,୨୦ା୪(କୃତ୍ତିବାସ ପ୍ରଧାନ)-କୋରାପୁଟ ଧରିତ୍ରୀ ଖବରକାଗଜ ଜିଲା ପ୍ରତିନିଧି ଅମିତାଭ ବେହେରାଙ୍କ ମା’ ସୌଦାମିନୀ ବେହେରା(୮୦)ଙ୍କ ରବିବାର ସକାଳ ୭ଟାରେ ଦେହାନ୍ତ ହୋଇଛି। ସେ କିଛିଦିନ ଧରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image