Posted inଜାତୀୟ

ଶିକ୍ଷାନୁଷ୍ଠାନ ନିକଟରେ ସିଗାରେଟ ବିକ୍ରି-ଧୂମପାନ ବୟସ ୧୮ରୁ ୨୧କୁ ବୃଦ୍ଧି ଆବେଦନ ଉପରେ ଶୁଣାଣି କରିବାକୁ ମନା କଲେ ଏସ୍‌ସି…

ନୂଆଦିଲ୍ଲୀ,୨୨।୭ : ବିଭିନ୍ନ ଶିକ୍ଷାନୁଷ୍ଠାନ ନିକଟରେ ସିଗାରେଟ ବିକ୍ରି ଏବଂ ଧୂମପାନ ବୟସ ୧୮ରୁ ୨୧କୁ ବୃଦ୍ଧି କରିବା ନେଇ କରାଯାଇଥିବା ଏକ ଆବେଦନ ଉପରେ ସୁପ୍ରିମ୍‌କୋର୍ଟ(ଏସ୍‌ସି) ଶୁଣାଣି କରିବାକୁ ମନା କରିଦେଇଛନ୍ତି। ଶୀର୍ଷକୋର୍ଟ କହିଛନ୍ତି ଯଦି ପବ୍ଲିସିଟି ଚାହୁଁଛନ୍ତି ତେବେ ଭଲ ମାମଲା ଆଣନ୍ତୁ। ମାତ୍ର ଏଭଳି ଆବେଦନ ଦାଖଲ କରନ୍ତୁ ନାହିଁ ବୋଲି କୋର୍ଟ କହିଛନ୍ତି।

ଭାରତରେ ଯୁବବର୍ଗଙ୍କ ମଧ୍ୟରେ ବୃଦ୍ଧି ପାଉଥିବା ଧୂମପାନ ଅଭ୍ୟାସକୁ ଦୃଷ୍ଟିରେ ରଖି ଆଇନଜୀବୀ ଶୁଭମ୍‌ ଅଓ୍ବସ୍ଥୀ ଏବଂ ଋଷି ମିଶ୍ରାଙ୍କ ପକ୍ଷରୁ ଏହି ଆବେଦନ ଦାଖଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଓଟିପି ଆସିବାରେ ହେବ ବିଳମ୍ବ, ଏହି ସିମ୍‌ ରଖିଥିଲେ ଜାଣିନିଅନ୍ତୁ ବଡ଼ ନିୟମ

ନୂଆଦିଲ୍ଲୀ,୨୯।୧୧: ସାଧାରଣତଃ ମୋବାଇଲକୁ କେଇ ମିନିଟ ମଧ୍ୟରେ ଓଟିପି ଆସିଯାଏ । ଯାହା ଫଳରେ ଜଣେ ସାଧାରଣ ବ୍ୟକ୍ତି ସହଜରେ ନିଜ କାର୍ଯ୍ୟ କରିପାରେ ।...

ଦେଶର ପାଓ୍ବାରଫୁଲ ୧୦ ଡିଜି, କାଲି ହେବ ରଣନୀତି, ଶତ୍ରୁପକ୍ଷ…

ଭୁବନେଶ୍ୱର,୨୯।୧୧: ଭୁବନେଶ୍ୱରରେ ହେବ ରଣନୀତି। ସାବାଡ ହେବେ ଶତ୍ରୁ। ଟପ୍‌ ପୋଲିସ ଅଫିସରଙ୍କ ସହ ରଣନୀତି ପ୍ରସ୍ତୁତ କରିବେ ଅଜିତ ଡୋଭାଲ। ତାଙ୍କ ନାଁ ଉଣା...

ଭୟଙ୍କର ରୂପ ଧାରଣ କଲା ବାତ୍ୟା, ଏଇଠି ପିଟିହେବ…

ନୂଆଦିଲ୍ଲୀ,୨୯।୧୧: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ପେଙ୍ଗାଲ। ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଫେଙ୍ଗାଲ ଭୟଙ୍କର ରୂପ ଧାରଣ କରିଛି । ଅପରାହ୍ନଣ ୨ଟା ୩୦ରେ ବାତ୍ୟାର...

ନିର୍ବାଚନ ପରେ ସବୁଠୁ ବଡ଼ ଆଟାକ୍‌ କଲେ ମୋଦି! ବିରୋଧୀ ଛାନିଆ…

ଭୁବନେଶ୍ୱର,୨୯।୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ଜୟ...

ଓଡ଼ିଆରେ ଏତେ ବଡ଼କଥା କହିଦେଲେ ମୋଦି

ଭୁବନେଶ୍ୱର,୨୯।୧୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପହଞ୍ଚିବା ପରେ ସେ ଏୟାରପୋର୍ଟରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି। ଭାଷଣ ଆରମ୍ଭରୁ ସେ ଓଡ଼ିଆରେ ସମ୍ବୋଦନ...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ବିମାନବନ୍ଦରରେ କରାଗଲା ଭବ୍ୟ ସ୍ବାଗତ

ଭୁବନେଶ୍ୱର,୨୯ା୧୧: ଶୁକ୍ରବାର ଅପରାହ୍ନରେ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ୩ ଦିନିଆ ଓଡ଼ିଶା ଗସ୍ତରେ...

ଚିରାଗ ପାସଓ୍ବାନଙ୍କ ବଡ଼ ହୃଦୟ, ଦୁର୍ଘଟଣାରେ ଆହତ ଯୁବକଙ୍କୁ ନିଜ ଗାଡ଼ିରେ ନେଇଗଲେ ହସ୍ପିଟାଲ

ହାଜିପୁର,୨୯।୧୧: କେନ୍ଦ୍ର ମନ୍ତ୍ରୀ ଚିରାଗ ପାସୱାନ ପାଟନା ଠାରୁ ଦରଭଙ୍ଗା ଯାଉଥିଲେ। ଏହି ସମୟରେ ହାଜିପୁର-ମୁଜାଫରପୁର ଏନଏଚ-୨୨ରେ ସରାୟ ପୋଲିସ ଷ୍ଟେଶନର ମାନସପୁର ଗ୍ରାମ ନିକଟରେ...

ଶିନ୍ଦେ ହେବେ କେନ୍ଦ୍ର ମନ୍ତ୍ରୀ! ଉପ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଚିତ୍ର ସ୍ପଷ୍ଟ କଲେ ଶିବସେନା ନେତା

ମୁମ୍ବାଇ,୨୯।୧୧: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ବୃଦ୍ଧି ପାଉଛି। ମହାୟୁତିରେ ମୁଖ୍ୟମନ୍ତ୍ରୀ ଉପରେ ଆଲୋଚନା ପରେ ବର୍ତ୍ତମାନ ମନ୍ତ୍ରଣାଳୟକୁ ନେଇ ଏକ ସମସ୍ୟା ଦେଖାଦେଇଛି। ମହାୟୁତି, ଦେବେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri