ବିନା ଫିଟ୍‌ନେସ୍‌ରେ ଗଡୁଛି ସ୍କୁଲ ବସ୍‌: କଟିଲା ଚାଲାଣ

ଦେବଗଡ଼ ୨୨।୪ (ଡିଏନ.ଏ): ପରିବହନ କମିଶନର ସ୍କୁଲ ବସ୍‌ଗୁଡ଼ିକର ଯାଞ୍ଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ ଦେବଗଡ଼ ଆଞ୍ଚଳିକ ପରିବହନ ବିଭାଗ ପକ୍ଷରୁ ସହରରେ ଚଳାଚଳ କରୁଥିବା ସ୍କୁଲ ବସ୍‌ଗୁଡିକୁ ଯାଞ୍ଚ କରି ୭୪ ହଜାର ଟଙ୍କା ଫାଇନ କଟାଯାଇଛି ।

ଦେବଗଡ଼ ଆଞ୍ଚଳିକ ପରିବହନ ବିଭାଗ କର୍ମଚାରୀ ୮ଟି ସ୍କୁଲ ବସ୍‌କୁ ଅଟକାଇ ଫିଟ୍‌ନେସ୍‌, ପଲ୍ୟୁସନ, ଟ୍ୟାକ୍ସ, ଇନ୍‌ସ୍ୟୁରାନ୍ସ ଆଦି ଯାଞ୍ଚ କରିଥିଲେ। ଏଥିମଧ୍ୟରୁ ୫ଟି ବସ୍‌ରେ କାଗଜ ପତ୍ର ଠିକ୍‌ ନ ଥିବାରୁ ୭୪ ହଜାର ଟଙ୍କା ଚାଲାଣ କଟାଯାଇଥିବା ଟିଆଇ ବିଶ୍ୱ ରଞ୍ଜନ ସାହୁ ସୂଚନା ଦେଇଛନ୍ତି। ଏହି ଯାଞ୍ଚ ଆଗକୁ ଜିଲାରେ ଜାରି ରହିବ ବୋଲି ଦେବଗଡ଼ ଆଞ୍ଚଳିକ ପରିବହନ ବିଭାଗର ଏମ୍‌ଭିଆଇ ଗୋଲକ ଚନ୍ଦ୍ର ହାଁସଦା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶନିବାର ସକାଳୁଆ ପରିବର୍ତ୍ତେ ପୂର୍ବାହ୍ନ ୧୦ରେ ଖୋଲିବ ସ୍କୁଲ

କୋରାପୁଟ,୩୦।୧୧ (ଅମିତାଭ ବେହେରା): ଲଘୁଚାପ ବର୍ଷା ସାଙ୍ଗକୁ ରାଜ୍ୟରେ ଜାରି ରହିଛି ଶୀତ ଲହରୀ। ଏହି ପରିପ୍ରେକ୍ଷୀରେ କୋରାପୁଟ ଜିଲାରେ ମଧ୍ୟ ପ୍ରବଳ ଶୀତ ଅନୁଭୁତ...

ଗୋଠରେ ଜନ୍ମ ହେଲା ହାତୀଛୁଆ

ବରଗଡ଼/ସୋହେଲା,୩୦।୧୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ ପାତ୍ର): ଛତିଶଗଡ଼ରୁ ଆସି ବରଗଡ଼ ଜିଲା ସୋହେଲା ବ୍ଲକ ଘେଁସ୍‌ ଫରେଷ୍ଟ ରେଞ୍ଜ୍‌ ଅଞ୍ଚଳରେ ବୁଲାବୁଲି କରୁଥିବା ହାତୀପଲରେ ଏକ ହାତୀଛୁଆ ଜନ୍ମ...

ବଲାଙ୍ଗିର ଜିଲା ପ୍ରଶାସନ ସହ ମିଲର୍‌ଙ୍କ ଆଲୋଚନା ବିଫଳ: ଧାନ କିଣାକୁ ନେଇ ଦ୍ବନ୍ଦ

ବଲାଙ୍ଗୀର,୩୦।୧୧:(ସୁନୀଲ କୁମାର ମହାନ୍ତି):ବଲାଙ୍ଗିର ଜିଲା ପ୍ରଶାସନ ସହ ମିଲର୍‌ଙ୍କ ଆଲୋଚନା ବିଫଳ ହୋଇଛି। ଧାନ କିଣିବା ପାଇଁ ପ୍ରଶାସନ ସହ କୌଣସି ମିଲର୍ ଚୁକ୍ତି କରିନାହିଁ।...

ପୋଖରୀରୁ ମିଳିଲା ୮ କୁଇଣ୍ଟାଲ ବିଦ୍ୟୁତ୍‌ ତାର

ହିଞ୍ଜିଳିକାଟୁ, ୩୦ା୧୧( ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନଆମ୍ବଗାଁ ନିକଟ ଏକ ପୋଖରୀରୁ ପୋଲିସ ପ୍ରାୟ ୮ କୁଇଣ୍ଟାଲ ଆଲୁମିନିୟମ ବିଦ୍ୟୁତ୍‌ ତାର...

ମେଟ୍ରୋ ପ୍ରକଳ୍ପକୁୁ ନେଇ ଅପରାଜିତାଙ୍କ ବଡ଼ ସୂଚନା, କହିଲେ ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ…

ଭୁବନେଶ୍ବର,୩୦।୧୧: ଭୁବନେଶ୍ବର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଶିନବାର ମେଟ୍ରୋ ପ୍ରକଳ୍ପକୁ ନେଇ ବଡ଼ ସୂଚନା ଦେଇଛନ୍ତି। ୨୦୨୭ ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପ...

ଡିସେମ୍ବର ପହିଲାରେ ଇକୋ ରିଟ୍ରିଟ୍‌ର ଶୁଭାରମ୍ଭ: ପରିଦର୍ଶନ କଲେ ବିଡିଓ, ପର୍ଯ୍ୟଟନ ଅଧିକାରୀ

ଦାରିଙ୍ଗବାଡ଼ି,୩୦ା୧୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଚତୁର୍ଥ ଥର ପାଇଁ ରବିବାର ଇକୋ ରିଟ୍ରିଟ୍‌ର ଶୁଭାରମ୍ଭ ହେବାକୁ ଯାଉଛି। ଏହାର ଶୁଭାରମ୍ଭ ପାଇଁ ପ୍ରସ୍ତୁତି ଜୋରଦାର...

ବାଘ ମାରି ମାଂସ ଖାଇଲେ ଶିକାରୀ, ଗୁଳିଭର୍ତ୍ତି ବନ୍ଧୁକ ଜବତ, ବନ୍ଧାହେଲେ ୨

ଜି.ଉଦୟଗିରି,୩୦ା୧୧(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ରେଞ୍ଜ ଗମ୍ଭାରୀଗୁଡ଼ା ଏବଂ ମାଲାନସୁଗା ଅଞ୍ଚଳରୁ ଦୁଇ ଜଣ ବାଘ ଶିକାରୀକୁ ଗିରଫ କରି କୋର୍ଟଚାଲାଣ କରିଛି...

ହସ୍ପିଟାଲରେ ବିସ୍ଫୋରଣ: ଅନ୍ଧାରରେ ରହିଲେ ରୋଗୀ, ଜଣଙ୍କର ମୃତ୍ୟୁ

ବଲାଙ୍ଗୀର,୩୦ା୧୧(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଶୁକ୍ରବାର ରାତିରୁ ବିଜୁଳି ଯୋଗାଣ ବନ୍ଦ ରହିଛି। ଫଳରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri