ସ୍କୁଲ ଆସୁ ନାହାନ୍ତି ଶିକ୍ଷୟିତ୍ରୀ, ଶିକ୍ଷକ: ୪ଦିନ ହେଲା ଝୁଲୁଛି ତାଲା

ଭଦ୍ରକ,୬।୭: ଭଦ୍ରକ ଜିଲା ବାସୁଦେବପୁରସ୍ଥିତି ଦଧିବାମନପୁର ସ୍କୁଲରେ ୪ଦିନ ହେଲା ତାଲା ଝୁଲୁଛି। ଫଳରେ ଛାତ୍ରୀଛାତ୍ରଙ୍କ ପାଠ ପଢା ବନ୍ଦ ରହିଛି। ଏନେଇ ଅଭିଭାବକ ମହଳରେ ଅସନ୍ତୋଷ ପ୍ରକାଶ ପାଇବା ସହ ତୁରନ୍ତ ଜିଲା ପ୍ରଶାସନ ସମସ୍ୟାର ସମାଧାନ କରି ଆବଶ୍ୟକ ପଦକ୍ଷେପ ନେବାକୁ ଦାବି ହୋଇଛି।

ଅନ୍ୟପକ୍ଷେ ସ୍କୁଲ ପ୍ରଧାନ ଶିକ୍ଷକ ଏବଂ ଶିକ୍ଷକଙ୍କୁ ଆକ୍ରମଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏପରିକି ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଶିକ୍ଷୟିତ୍ରୀ ଏବଂ ଶିକ୍ଷକ ସ୍କୁଲ ଆସୁନାହାନ୍ତି । ଫଳରେ ୪ଦିନ ହେଲା ସ୍କୁଲରେ ତାଲା ପଡିଛି। ଛାତ୍ରୀଛାତ୍ର ସ୍କୁଲ ଆସି ଘରକୁ ଫେରିଯାଉଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କ ନିକଟରେ ଫେରାଦ ହେଲେ ସମିତି ସଭ୍ୟ, ସରପଞ୍ଚ

କେସିଙ୍ଗା,୪।୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧ୍ୟକ୍ଷଙ୍କ ମନମୁଖୀ କାର୍ଯ୍ୟକଳାପକୁ ନେଇ ବ୍ଲକ ଅଧ୍ୟକ୍ଷଙ୍କ ନାମରେ ଅନାସ୍ଥାପ୍ରସ୍ତାବ ପାଇଁ ୪୨ଜଣ ସମିତି ସଭ୍ୟ, ସରପଞ୍ଚ...

ଶିମିଳିପାଳ ଜଙ୍ଗଲରେ ପୁଣି କ୍ୟାମେରାରେ କଏଦ ହେଲା କଳାବାଘ

ଭୁବନେଶ୍ୱର,୫।୧୦: ଶିମିଳିପାଳ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲରେ ବିଚରଣ କରୁଛି କଳାବାଘ। ଏହା ପୁଣି ଥରେ କ୍ୟାମେରାରେ କଏଦ ହୋଇଛି। ଶୁକ୍ରବାର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ବାବଧାରକ (ପିସିସିଏଫ୍‌)...

ରାଜେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ, ଥାନାରେ ଏତଲା

ଖୋର୍ଦ୍ଧା, ୫ା୧୦(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଖୋର୍ଦ୍ଧା ମାଟିର ଅସମ୍ମାନ ହେବା ଭଳି ଅପଶବ୍ଦ କହିବାକୁ ନେଇ ବିଭିନ୍ନ ମହଲରେ...

ନବୀନଙ୍କୁ ଭେଟିଲେ ଅସନ୍ତୁଷ୍ଟ କର୍ପୋରେଟର

ଭୁବନେଶ୍ୱର,୫।୧୦(ବନ୍ଦନା ସେଠୀ):ଭୁବନେଶ୍ୱର ମଧ୍ୟ ଓ ଏକାମ୍ର ନିର୍ବାଚନ ମଣ୍ଡଳୀର ୨୯ ବିଜେଡି କର୍ପୋରେଟରଙ୍କ ସହ ପ୍ରାୟ ୫ଜଣ ପୂର୍ବତନ କର୍ପୋରେଟର ଶୁକ୍ରବାର ନବୀନ ନିବାସ ଯାଇ...

ଢିଙ୍କିଆ ପଞ୍ଚାୟତ ନିର୍ବାଚନ: ୮୪% ମତଦାନ: ଆଜି ଗଣତି

କୁଜଙ୍ଗ,୫।୧୦(ମନୋଜ ପ୍ରଧାନ ):ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତରେ ସରପଞ୍ଚ ଓ ୱାର୍ଡସଭ୍ୟ ପଦ ନିମନ୍ତେ ଶୁକ୍ରବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ପୋଲିସ...

ଯାଜପୁରରେ ବିକାଶ ନାଁରେ ୩ ପରିବାରର ଲୁଟ୍‌ ପ୍ରସଙ୍ଗ:ଜୋର୍‌ ଧରିଛି ଆରୋପ ପ୍ରତ୍ୟାରୋପ

ଯାଜପୁର,୫ା୧୦(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାରେ ବିକାଶ ନାମରେ ୩ ପରିବାର ଲୁଟ୍‌ କରିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମନ୍ତବ୍ୟ ପରେ ଉଭୟ ବିଜେଡି ଓ ଭାଜପା...

ବିରାଜିବେ ମା’: ଆକର୍ଷଣ ସାଜିବ ଦିଲ୍ଲୀର ଲାଲକିଲ୍ଲା ମଣ୍ଡପ

ଭବାନୀପାଟଣା,୫/୧୦(ଉତ୍ତମ କୁମାର ଦାଶ):ମା’ ଦୁର୍ଗାଙ୍କ ଆଗମନ ପାଇଁ କଳାହାଣ୍ଡି ଜିଲା ଭବାନୀପାଟଣା ସହର ଚଳଚଞ୍ଚଳ ହୋଇଉଠିଛି। ସହରର ନକଟିଗୁଡ଼ା ପୂଜା ମଣ୍ଡପ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥାଏ।...

ଫରେଷ୍ଟରଙ୍କ ଆତ୍ମହତ୍ୟା ଘଟଣା: ଡିଏଫ୍‌ଓଙ୍କୁ ଜେରା କଲେ ଏସ୍‌ଡିପିଓ

ଭବାନୀପାଟଣା,୫ା୧୦ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଜାରିଙ୍ଗ ସିଲଭି କଲଚର ଅଧୀନ ହାଇଟେକ ନର୍ସରୀ ଫରେଷ୍ଟର ସଞ୍ଜୟ ନାୟକ (୩୩) ଆତ୍ମହତ୍ୟା ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri