କାଳବୈଶାଖୀରେ ଉଡ଼ିଗଲା ବିଦ୍ୟାଳୟର ଛପର

ଜୟପୁର,୧୫ା୫(ପବନ ପାଣିଗ୍ରାହୀ): କାଳ ବୈଶାଖୀରେ ଉଡିଛି ଯାଇଛି ଏକ ବିଦ୍ୟାଳୟର ଛାତ । ଜୟପୁର ଅଞ୍ଚଳରେ କାଳ ବୈଶାଖୀ ଯୋଗୁ ପ୍ରବଳ ବର୍ଷା ପବନ ହୋଇଥିଲା। ଫଳରେ ପବନରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର କ୍ରୀଡାକକ୍ଷ, ୨୧ ଏବଂ ୨୨ ନଂ. ଶ୍ରେଣୀଗୃହର ଟିଣ ଛପର ଉଡି ଯାଇଛି।

ଏପରିକି ସହରରେ ମଧ୍ୟ ଅନେକ ଘର ଛପର ମଧ୍ୟ ଉଡିଯାଇଛି। କେତେକ ସ୍ଥାନରେ ଗଛପଡି ରାସ୍ତା ଅବରୋଧ ହୋଇଛି। ଏଥିଯୋଗୁ ୪ ଘଣ୍ଟା ଧରି ବିଦ୍ୟୁତ୍‌ ସରାବରାହ ବନ୍ଦ ରହିଥିଲା। ସେହିପରି ଜୟପୁର ପୌରପାଳିକା ପକ୍ଷରୁ ଖରାରୁ ରକ୍ଷା ପାଇବା ପାଇଁ ମୁଖ୍ୟ ଟ୍ରାଫିକ ଛକରେ ନିର୍ମିତ ଅସ୍ଥାୟୀ ଟେଣ୍ଟ ପବନରେ ଉଡିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଳନ ହେଲା ବସନ୍ତ ଉତ୍ସବ

  କୋରାପୁଟ,୧୪।୩(ଅମିତାଭ ବେହେରା): ଓଡ଼ିଶାର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ପାଳନ ହେଲା ବସନ୍ତ ଉତ୍ସବ ଓଡ଼ିଶାର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଅଧ୍ୟାପକ, କର୍ମଚାରୀ ଏବଂ ଛାତ୍ରୀ-ଛାତ୍ରମାନେ ରଙ୍ଗର ପର୍ବ...

୨୦ ବର୍ଷ ପରେ ମଞ୍ଚ ନାଟକ ମଞ୍ଚସ୍ଥ : ସହରୀ ସଭ୍ୟତାଠାରୁ ଦୂରେଇ ଯାଇନି ମଞ୍ଚ ନାଟକ

ଭଞ୍ଜନଗର,୧୪।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରତଳି ଲଣ୍ଡେଇସାହିରେ ଶୁକ୍ରବାର ନାଟକ ‘ ହଜି ଯାଇଛି ମୁଁ ମୋ ଭିତରେ’ମଞ୍ଚସ୍ଥ ହୋଇଛି। ଏହାକୁ ବରିଷ୍ଠ ଲେଖକ...

ପୋଲିସ ପଞ୍ଝାରେ ଗଞ୍ଜେଇ ମାଫିଆ, ୬୬୦ କେଜି ଗଞ୍ଜେଇ ଜବତ, ୬ ଗିରଫ

ରାୟଗଡ଼ା,୧୪।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଟାଉନ ଥାନା ପୋଲିସ ପଞ୍ଝାରେ ଧରା ପଡ଼ିଲେ ଗଞ୍ଜେଇ ମାଫିଆ। ପୋଲିସ ପାଟ୍ରୋଲିଂ ସମୟରେ ଏହି ଗଞ୍ଜେଇ ଜବତ ହୋଇଛି।...

ପୋଲିସ ଚଢ଼ାଉ : ଦୁଇ ଗିରଫ

ଗୋପାଳପୁର,୧୪।୩(ନବୀନ ରାଜ ଆଚାରୀ): ଶୁକ୍ରବାର ଭୋର ସମୟରେ ମୋରମ ଚୋରା ଚାଲାଣ ବେଳେ ଗୋଳନ୍ଥରା ଥାନା ପୋଲିସ ଚଢାଉ କରି ଦୁଇଟି ଗାଡି ଜବତ କରିବା...

ମଣ୍ଡପ ଦୋଳିରେ ବିଜେ ହେଲେ ଚମ୍ପେଶ୍ୱର ବାବା

ସୋନେପୁର,୧୪।୩(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରର ପ୍ରସିଦ୍ଧ ଶୈବପୀଠ ଚମ୍ପାମାଳ ଚମ୍ପେଶ୍ବର ମହାଦେବ ଶୁକ୍ରବାର ସାରେ ଭିତିରି ଗମ୍ଭୀରାରୁ ବାହାରି ମଣ୍ଡପ ଦୋଳିରେ ବିଜେ ହୋଇଛନ୍ତି...

ବାହାହୋଇ ଫସିଗଲେ ପ୍ରଦୀପ ମାଝୀ, ୧୨ ବର୍ଷ ବାସନ୍ଦ କଲେ ଜାତିଭାଇ

ମାଲକାନଗିରି,୧୪।୩(ନୃସିଂହ ଚରଣ ମହାନ୍ତି):  ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍‌ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ...

ବିବାଦୀୟ ପରିସ୍ତିତିକୁ ନେଇ ଶାଶନପଲ୍ଲୀ ଅସାନ୍ତ: ପୋଲିସ ପକ୍ଷରୁ ବସିଲା ଶାନ୍ତିକମିଟି

ପୁରୁଷୋତ୍ତମପର,୧୪।୩ (ସିମାଞ୍ଚଳ ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶାଶନପଲ୍ଲୀ ଗ୍ରାମରେ ଦୀର୍ଘଦିନଧରି ଲାଗିରହିଥିବା ବିବାଦୀୟ ପରିସ୍ତିତିକୁ ନେଇ ସମଗ୍ର ଗ୍ରାମ ଆଶାନ୍ତ ହୋଇପଡଛି।...

ବ୍ରହ୍ମପୁର ବିଶବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ହ୍ୟାଣ୍ଡବଲ ପୁରୁଷ ଦଳ ଭୁବନେଶ୍ୱର ଗସ୍ତ

ବ୍ରହ୍ମପୁର, ୧୪।୩ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ଶୁକ୍ରବାର ସାରେ ପୁରୁଷ ହ୍ୟାଣ୍ଡବଲ ଦଳ ଭୁବନେଶ୍ୱର ଗସ୍ତ କରିଛନ୍ତିl ଭୁବନେଶ୍ବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image