ଓଲଟିଲା ସ୍କୁଲ ଭ୍ୟାନ: ୧୦ ଛାତ୍ରୀଛାତ୍ର ଆହତ

ଚାନ୍ଦବାଲି:୮।୩୦: ଭଦ୍ରକ ଜିଲା ଚାନ୍ଦବାଲି-ଭଦ୍ରକ ରାସ୍ତାର ନାଲୁଗୁଣ୍ଡା ନିକଟରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ସ୍କୁଲ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଛି। ଦୁର୍ଘଟଣାରେ ୧୦ଜଣ ଛାତ୍ରୀଛାତ୍ର ଆହତ ହୋଇଛି। ଆହତ ଛାତ୍ରୀଛାତ୍ରଙ୍କୁ ଚାନ୍ଦବାଲି ମେଡିକାଲରେ ଭର୍ତ୍ତି କରାଯାଇଛି।

Share