ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହିଦିନଠାରୁ ୧୦ଟାରୁ ଖୋଲିବ ସ୍କୁଲ, ସ୍ବାଭାବିକ ଭାବେ ଚାଲିବ ପାଠପଢ଼ା

ଭୁବନେଶ୍ୱର,୨୩।୬: ଏଣିକି ସ୍ବାଭାବିକ ଭାବେ ଖୋଲିବ ସ୍କୁଲ। ରାଜ୍ୟରେ ପାଗ ବଦଳିଥିବାରୁ ତଥା ମୌସୁମୀ ବର୍ଷା ଆରମ୍ଭ ହୋଇଥିବାରୁ ବଡ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସୋମବାରଠାରୁ ସାରା ରାଜ୍ୟରେ ସ୍ବାଭାବିକ ହେବ ସ୍କୁଲ । ପୂର୍ବ ଭଳି ସକାଳ ୧୦ଟାରୁ ସ୍କୁଲ ଖୋଲାଯିବ।

ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ପାଣିପାଗ ବଦଳିଛି । ମୌସୁମୀ ବର୍ଷା ସ୍ବାଭାବିକ ହୋଇଥିବାରୁ ସ୍କୁଲ ସ୍ବାଭାବିକ ହେବାରେ କୌଣସି ସମସ୍ୟା ନାହିଁ । ତେଣୁ ଆସନ୍ତାକାଲି ଅର୍ଥାତ ଜୁନ ୨୪ ସୋମବାର ଠାରୁ ସାରା ରାଜ୍ୟରେ ଦିନ ୧୦ଟା ରୁ ଖୋଲିବ ସ୍କୁଲ । ଆଉ ସକାଳୁଆ ସ୍କୁଲ କିମ୍ବା ଛୁଟି ବୃଦ୍ଧି ପାଇବ ନାହିଁ ।

ସୂଚନାଯୋଗ୍ୟ, ପୂର୍ବରୁ ଭୀଷଣ ଖରା ଏବଂ ପ୍ରବଳ ଗୁଳୁଗୁଳି ପାଇଁ ରାଜ୍ୟ ସରକାର ଛୁଟି ବଢାଇଥିଲେ। କିଛି ଜିଲାରେ ସକାଳୁଆ ସ୍କୁଲ ଓ ଆଉ କିଛି ଜିଲାରେ ଛୁଟିକୁ ବଢାଇଥିଲେ ଜିଲାପାଳ । ତେବେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲାପାଳ ସ୍କୁଲ ଖୋଲିବା ସମ୍ବନ୍ଧୀୟ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ବରଯାତ୍ରୀ ଗାଡ଼ି: ଜଣଙ୍କ ଜୀବନ ଗଲା, ୬ ଆହତ

ଭବାନୀପାଟଣା,୨୧ା୩: କଳାହାଣ୍ଡି ଜିଲା ଧର୍ମଗଡ଼ରେ ଶୁକ୍ରବାର ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ...

ଦହିବରା ଖାଇ ଶତାଧିକ ଅସୁସ୍ଥ

ଯାଜପୁର/ବରୀ(ହର୍ଷବର୍ଦ୍ଧନ ବେହେରା/ମହେନ୍ଦ୍ର ସ୍ବାଇଁ),୨୧ା୩: ଯାଜପୁର ଜିଲା ବରୀ ବ୍ଲକର ୩ ପଞ୍ଚାୟତ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଘରକୁ ଘର ବୁଲି ବିକ୍ରି ହୋଇଥିବା ଦହିବରା ଖାଇ...

ଆଜିଠାରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର,୨୧ା୩(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ପ୍ରବାହଜନିତ ସାମ୍ପ୍ରଦିକ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସକାଳୁଆ ସ୍କୁଲ ନିଷ୍ପତ୍ତିରେ ପରିବର୍ତ୍ତନ ଆଣିଛନ୍ତି। ଏପ୍ରିଲ ୨ରୁ ସକାଳୁଆ ସ୍କୁଲ...

ତୃତୀୟ ଦିନରେ ଛାନ୍‌ଭିନ: ନବଙ୍କୁ ବାଜିଥିବା ଗୁଳି ଏ ଯାଏ ମିଳିନି: କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା,୨୦।୩(ଆଶିଷ ରଞ୍ଜନ ଦାଶ): ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ୨ଜଣିଆ ଟିମ୍‌ ଗୁରୁବାର ୩ୟ ଦିବସରେ ଝାରସୁଗୁଡା ମୁଖ୍ୟ...

୨ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ଘରେ ଆୟକର ଚଢ଼ାଉ: ବହୁ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜ ଜବତ

ପାରଳାଖେମୁଣ୍ଡି,୨୦ା୩(ଗିରିଧାରୀ ପରିଛା): ପାରଳାଖେମୁଣ୍ଡିର ଦୁଇ ପ୍ରତିଷ୍ଠିତ ବ୍ୟବସାୟୀ ତିରୁପତି ସାହୁକାର ଓ ଲୋକେଶ୍ୱର ସାହୁକରଙ୍କ ଘରେ ଗୁରୁବାର ଆୟକର ବିଭାଗ ଚଢ଼ାଉ କରିଛି। ଉଭୟେ ଆୟକର...

ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ: ଦାସ ବେନୁହୁର୍‌

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ସମ୍ବଲପୁରୀ ବସ୍ତ୍ରାଳୟ ସାରା ଭାରତବର୍ଷରେ ଏକ ଅଲୌକିକ ସଂସ୍ଥା। ଓଡ଼ିଶାର ଜୀବନ୍ତ ପରିଚୟ ହେଉଛି ସମ୍ବଲପୁରୀ ଶାଢ଼ୀ। ପ୍ରତ୍ୟେକ ବୁଣାକାର ହେଉଛନ୍ତି ଜଣେ...

୩୮ଲକ୍ଷ ଟଙ୍କା ହେର୍‌ଫେର: ପିଇଓଙ୍କୁ ଉଠାଇନେଲା ଭିଜିଲାନ୍ସ

ବ୍ରହ୍ମପୁର/ଦିଗପହଣ୍ଡି,୨୦।୩(ସୁବାସ ଚନ୍ଦ୍ର ପାଢ଼ୀ/ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତକୁ ଆସିଥିବା ସରକାରୀ ଟଙ୍କା ହେରଫେର୍‌ ଅଭିଯୋଗ ହୋଇଛି। ସରପଞ୍ଚଙ୍କ ଅଜାଣତରେ...

ଶୁକ୍ରବାରଠାରୁ ସକାଳୁଆ ସ୍କୁଲ: ଗଣଶିକ୍ଷା ପକ୍ଷରୁ ଆସିଲା ବଡ଼ ଅପଡେଟ୍‌

ଭୁବନେଶ୍ୱର,୨୦।୧: ରାଜ୍ୟରେ କ୍ରମାଗତ ତାପମାତ୍ରା ବୃଦ୍ଧି ପାଉଛି। ପିଲାମାନେ ଖରା ସମୟରେ ସ୍କୁଲ ଯାଇ ପାଠପଢ଼ିବା ସମ୍ଭବ ହେଉନାହିଁ। ତେଣୁ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image