ପଦ୍ମପୁର,୧୦।୫(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ପଞ୍ଚାୟତରେ ୩ କରୋନା ଆକ୍ରାନ୍ତଙ୍କ ଘରକୁ ପ୍ରଶାସନ ପକ୍ଷରୁ ସିଲ୍ କରାଯାଇଛି। ମାତ୍ର ଏହି ଘଟଣାକୁ ସ୍ଥାନୀୟ ଜନସାଧାରଣ ପ୍ରତିବାଦ କରିବା ସହ ଆକ୍ରାନ୍ତଙ୍କୁ ତୁରନ୍ତ କୋଭିଡ୍ କେୟାର ହସ୍ପିଟାଲକୁ ସ୍ଥାନାନ୍ତର ପାଇଁ ଦାବି କରିଛନ୍ତି।