ସିଲ୍‌ ହେଲା କାଜୁ ଫ୍ୟାକ୍ଟ୍ରି

ଛତ୍ରପୁର,୨୦ା୧୦(ଦିଲ୍ଲୀପ ସାମଲ): ବ୍ୟାଙ୍କରୁ ନେଇଥିବା ଋଣ ଟଙ୍କା ଶୁଝି ପାରି ନ ଥିବାରୁ ଶୁକ୍ରବାର ସ୍ଥାନୀୟ ବଜରଙ୍ଗ ସାହିରେ ଥିବା ଏକ କାଜୁ ଫ୍ୟାକ୍ଟ୍ରିକୁ ପୋଲିସ ଓ ମାଜିଷ୍ଟେଟ୍‌ଙ୍କ ଉପସ୍ଥିତିରେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସିଲ୍‌ କରାଯାଇଛି।

ସୂଚନାଯୋଗ୍ୟ, ସେତେବେଳର ଆନ୍ଧ୍ରବ୍ୟାଙ୍କ ତଥା ବର୍ତ୍ତମାନର ୟୁନିୟନ ବ୍ୟାଙ୍କରୁ ଉକ୍ତ କାଜୁ ଫ୍ୟାକ୍ଟ୍ରି ମାଲିକ ପ୍ରାୟ ୫୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଋଣ ନେଇଥିଲେ। ସେହି ଋଣ ଟଙ୍କା ନିର୍ଦ୍ଧାରିତ ଦିନ ମଧ୍ୟରେ ଋଣ ପରିଶୋଧ ଶୁଝିବା ପାରି ନ ଥିଲେ। ଯାହାଫଳରେ ବ୍ୟାଙ୍କ ପକ୍ଷରୁ ବାରମ୍ବାର ଏ ସମ୍ବନ୍ଧରେ ନୋଟିସ୍‌ ଜାରି କରାଯାଇଥିଲା। ଶେଷରେ ଆଜି ସେହି ଫ୍ୟାକ୍ଟ୍ରି ସିଲ୍‌ କରାଯାଇଛି ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ମିଳିଛି। ସିଲ୍‌ କରିବା ବେଳେ ମାଜିଷ୍ଟେଟ୍‌ ଦାୟିତ୍ୱରେ ଥିବା ଛତ୍ରପୁର ଭାରପ୍ରାପ୍ତ ତହସିଲଦାର ସ୍ମୃତି ସୁଦର୍ଶନ ସାହୁ, ଛତ୍ରପୁର ୟୁନିୟନ ବ୍ୟାଙ୍କ-୨ର ମୁଖ୍ୟ ପରିଚାଳକ ନଳିନୀ ରଞ୍ଜନ ସାହୁ, ଅର୍ଥରାଇଜର ଅଫିର ଭେଙ୍କଟ ରମଣ, ଆଇନ ଅଧିକାରୀ ଶୁଭେନ୍ଦ୍ର ଚକ୍ରଙ୍କ ବହୁ ପୋଲିସ କର୍ମଚାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

‘ପରିବେଶକୁ ଯୁବପିଢ଼ି ଅଧିକ ଗୁରୁତ୍ୱ ଦେବା ଆବଶ୍ୟକ’

ଭୁବନେଶ୍ୱର,୧୧ା୪: ଜଳବାୟୁ ପରିବର୍ତ୍ତନ ଏବେ ସମଗ୍ର ଦେଶ ପାଇଁ ଏକ ଆହ୍ବାନ ସୃଷ୍ଟି କରିଛି। ପରିବେଶର ସୁରକ୍ଷା ପାଇଁ ଅନେକ କ୍ଷେତ୍ରରେ ପଦକ୍ଷେପ ନିଆଯାଉଥିବାବେଳେ, ‘ଧରିତ୍ରୀ’...

ଦିଲ୍ଲୀର ବିଜୟ ଧାରା ଜାରି

ବେଙ୍ଗାଲୁରୁ,୧୦ା୪: ବୋଲରଙ୍କ ମାପଚୁପ ବୋଲିଂ ଏବଂ ଲୋକେଶ ରାହୁଲଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ୬ ଉଇକେଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି)କୁ...

ପରିବେଶ ସୁରକ୍ଷା ବାର୍ତ୍ତା ନେଇ ସାଇକେଲ୍‌ରେ ବିଶ୍ୱ ଭ୍ରମଣ କରୁଛନ୍ତି ଜୋଜୋ ଦାଦା

ଭୁବନେଶ୍ୱର,୧୦।୪: କେବଳ ଦେଶ ନୁହେଁ ବିଦେଶକୁ ସାଇକେଲରେ ଭ୍ରମଣ କରୁଛନ୍ତି ପଶ୍ଚିମବଙ୍ଗ ଲାଲଗୁଲା ମୁର୍ଶିଦାବାଦର ପ୍ରସନଜିତ୍‌ ଦାସ। । ଲୋକେ ତାଙ୍କୁ ଜୋଜୋ ଦାଦା ବୋଲି...

AI ସହାୟତାରେ ଜନ୍ମନେଲା ବିଶ୍ୱର ପ୍ରଥମ ଶିଶୁ: ଜାଣନ୍ତୁ କ’ଣ ଏହି ନୂଆ IVF ଚିକିତ୍ସା

ନୂଆଦିଲ୍ଲୀ,୧୧।୪: ଆଜିର ସମୟରେ ପ୍ରଯୁକ୍ତିବିଦ୍ୟାର ପ୍ରଭାବ ଅଧିକ। ଏହା ପ୍ରତ୍ୟେକ କ୍ଷେତ୍ରରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ। ତାହା ପାଠପଢ଼ା ହେଉ, କାମ ହେଉ, ଚାଷ ହେଉ...

ମେ ୧୮ରୁ କଳିଙ୍ଗ ବ୍ଲାକ୍‌ ଟାଇଗର୍ସର ଅଭ୍ୟାସ

ଭୁବନେଶ୍ୱର, ୧୦।୪(ତପନ ସ୍ବାଇଁ): ରଗ୍‌ବୀ ଇଣ୍ଡିଆ ଓ ଜିଏମ୍‌ଆର୍‌ର ମିଳିତ ଆନୁକୂଲ୍ୟରେ ରଗ୍‌ବୀ ପ୍ରିମିୟର ଲିଗ୍‌ (ଆର୍‌ପିଏଲ୍‌) ଅନ୍ଧେରି ସ୍ପୋଟର୍‌ସ କମ୍ପ୍ଲେକ୍ସ(ମୁମ୍ବାଇ ଫୁଟ୍‌ବଲ ଆରେନା)ରେ ଆସନ୍ତା...

ଶିଶୁ ମନ୍ଦିର ପିଲା କେବେ ଦେଶଦ୍ରୋହୀ ହୋଇପାରିବେ ନାହିଁ: ଉପମୁଖ୍ୟମନ୍ତ୍ରୀ

ପାଟଣା,୧୦।୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଛି। ଆୟୋଜିତ ସଭା ପରିଚାଳନା କମିଟି...

ଜଙ୍ଗଲରୁ ମିଳିଲା ଝୁଲନ୍ତା ମୃତଦେହ

ନିରାକାରପୁର,୧୦।୪(ମାନସ ଚନ୍ଦ୍ର ପଟ୍ଟନାୟକ ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ରାମେଶ୍ୱର ନିକଟ କୁଆଁରୀ ଜଙ୍ଗଲରୁ ଜଣେ ଯୁବକଙ୍କ...

କାଳ ବୈଶାଖୀର ତାଣ୍ଡବ, ବର୍ଷା-ଘଡ଼ଘଡ଼ିରେ ୩୦ରୁ ଊର୍ଦ୍ଧ୍ୱ ଲୋକାଙ୍କ ମୃତ୍ୟୁ

ପାଟନା,୧୦।୪: ବିହାରର ନାଳନ୍ଦା, ସିୱାନ, ଭୋଜପୁର, ଗୋପାଳଗଞ୍ଜ, ବେଗୁସରାଇ, ସରନ, ଗୟା, ଜେହାନାବାଦ ଏବଂ ଅରୱାଲରେ ଗୁରୁବାର ଅବରାହ୍ନରେ ବଜ୍ରପାତ ଏବଂ ପ୍ରବଳ ବର୍ଷା ଯୋଗୁଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image