ଗଜପତି ନଗରରେ ଗୋଷ୍ଠୀ ସଂଘର୍ଷ

ବ୍ରହ୍ମପୁର ଅଫିସ,୫।୮: ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଗଜପତି ନଗରରେ ମଙ୍ଗଳବାର ବିଳମ୍ବିତ ରାତିରେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ଗୋଟିଏ ଗୋଷ୍ଠୀର ବିକାଶ ପ୍ରଧାନ(୨୦) ଓ ତାଙ୍କ ୨ ସହଯୋଗୀ ଗୁରୁତର ଆହତ ହୋଇଛନ୍ତି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଚିକିତ୍ସା ପାଇଁ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି କରିଛି।
ସୂଚନାଯୋଗ୍ୟ, ମଙ୍ଗଳବାର ରାତିରେ ଗଜପତି ନଗରରେ ଏକ ଗୋଷ୍ଠୀର ୩ ଜଣ ଯୁବକ ଅନ୍ୟ ଏକ ଗୋଷ୍ଠୀର ୨ ଜଣ ଯୁବକଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବଚସା ହୋଇଥିଲା । ଏଥିରେ ଉତ୍‌କ୍ଷିପ୍ତ ହୋଇ ଗୋଟିଏ ଗୋଷ୍ଠୀ ଅନ୍ୟ ଏକ ଗୋଷ୍ଠୀ ଲୋକଙ୍କୁ ଲୁହା ରଡରେ ଆକ୍ରମଣ କରିଥିଲେ ବୋଲି ଥାନାଧିକାରୀ ସାରଦା ପ୍ରସନ୍ନ ଦାସ କହିଛନ୍ତି। ଆକ୍ରମଣରେ ୩ଜଣ ଯୁବକ ଆହତ ହୋଇଥିଲେ । ଖବର ପାଇଁ ପୋଲିସ ସେଠାରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଥିଲା । ପରେ ଆକ୍ରମଣ କରିଥିବା ଗୋଷ୍ଠୀର ୨ ଜଣ ଯୁବକଙ୍କୁ ଥାନାରେ ଅଟକ ରଖି ପଚରା ଉଚରା ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ରେ ଚିକିତ୍ସା ପାଇଁ ଯାଉଥିଲେ: ସିଟ୍‌ରେ ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୧୦।୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ପୁରୁଣା ବସ୍‌ଷ୍ଟାଣ୍ଡରୁ ବ୍ରହ୍ମପୁର ଯାଉଥିବା ଏକ ଯାତ୍ରୀବାହୀ ବସ୍‌ରୁ ଶୁକ୍ରବାର ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବୃଦ୍ଧା...

ମୋହନାରୁ ଗଞ୍ଜେଇ ନେଇ ବ୍ରହ୍ମପୁର ଯାଉଥିଲେ ଅଭିଯୁକ୍ତ, ହାଜତ ପଠାଇଲା ଅବକାରୀ

ଦିଗପହଣ୍ଡି,୧୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏସ୍‌ଆଇ ଅନୀତା ପ୍ରଧାନ ଗଜପତି ଜିଲା ମୋହନା ଥାନା କୀର୍ତ୍ତିଗି ଗ୍ରାମର ଜିତେନ୍ଦ୍ର ପାଇକଙ୍କୁ...

ଭୋଟ ଦେବାକୁ ଆସିଲେନି ସମିତି ସଭ୍ୟ କି ସରପଞ୍ଚ: ଫେରିଗଲେ ନିର୍ବାଚନ ଅଧିକାରୀ

ଝାରସୁଗୁଡା,୧୦।୧: ଝାରସୁଗୁଡା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ ଆଜି ଅନୁଷ୍ଠିତବେଳେ ଏକ ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି। ସକାଳ ୧୦ଟାରେ ଅନାସ୍ଥା...

ବିବାହ ବିଚ୍ଛେଦ ମାମଲାକୁ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ମାମଲା ବିଚାରାଧୀନ ଥିଲେ ଜଣେ ନେଇପାରିବେ…

କଟକ,୧୦ା୧: ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କରିଛନ୍ତି। କୋର୍ଟ କହିଛନ୍ତି, ମାମଲା ବିଚାରାଧୀନ ଥିବାବେଳେ ଜଣେ ଏକପାଖିଆ ସମ୍ମତି...

ତେଲଙ୍ଗାନାରେ ମର୍ମନ୍ତୁଦ ବସ ଦୁର୍ଘଟଣା: ଚାଲିଗଲା ୪ ଓଡ଼ିଆଙ୍କ ଜୀବନ

ମାଲକାନଗିରି,୧୦।୧(ଦୁର୍ଯ୍ୟୋଧନ ପାତ୍ର): ତେଲଙ୍ଗାନାରେ ଏକ ମର୍ମନ୍ତୁଦ ବସ ଦୁର୍ଘଟଣା ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ଘଟିଛି। ତେଲଙ୍ଗାନା ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଏହି...

ଆଜି କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ

ଝାରସୁଗୁଡ଼ା,୧୦।୧(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ଜିଲା କିର୍ମିରା ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କ ଅନାସ୍ଥା ଭୋଟ ଶୁକ୍ରବାର ହେବ। ଏହି ପରିପ୍ରେକ୍ଷୀରେ ଗୁରବାର ସକାଳେ ସମିତି ସଭ୍ୟ, ସରପଞ୍ଚ...

ନଦୀକୁ ଖସିଲା ଟୁରିଷ୍ଟ୍‌ ବସ: ଜଣେ ମୃତ, ୪ ଗୁରୁତର

ନୟାଗଡ,୧୦।୧: ନୟାଗଡ଼ ପୋଲିସ ଜିଲା ଚାନ୍ଦପୁର ଥାନା ଖଣ୍ଡିସ ପୋଲ ନିକଟରେ ସୁରକ୍ଷା ପ୍ରାଚୀର ଭାଙ୍ଗି ନଦୀ ଭିତରକୁ ଗୁରୁବାର ବିଳମ୍ବିତ ରାତିରେ ଟୁରିଷ୍ଟ ବସ...

ଅନାସ୍ଥା ଭୋଟ ପୂର୍ବରୁ ନବ ଦାସଙ୍କ ପୁଅ ବିଶାଲଙ୍କୁ ଅଟକ ରଖିଲା ପୋଲିସ

ଝାରସୁଗଡା,୧୦।୧: ଛତିଶଗଡ଼ରେ ସ୍ବର୍ଗତ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଅଟକ ରଖାଯାଇଛି। ଛତିଶଗଡ଼ ମହାସମୁଦ ଜିଲା ସରେଇପାଲି ଥାନାରେ ସେ ଅଟକ ରହିଛନ୍ତି। ବିଶାଲଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri