ଧବଳେଶ୍ୱର ପୀଠରେ ୧୪୪ ଧାରା

କଟକ ଅଫିସ,୧୩।୧: ମକର ସଂକ୍ରାନ୍ତି ପାଇଁ ଧବଳେଶ୍ୱର ପୀଠରେ ୧୪୪ ଧାରା ଜାରି ହୋଇଛି। ପ୍ରଶାସନ ପକ୍ଷରୁ ଶୁକ୍ରବାର ସକାଳ ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୧୪୪ ଧାରା ଜାରି କରାଯାଇଛି। କେବଳ ସେବାୟତଙ୍କୁ ନେଇ ସମସ୍ତ ପ୍ରକାର ନୀତିକାନ୍ତି ସମାପନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

 

Share