Posted inଜାତୀୟ

“ଧର୍ମନିରପେକ୍ଷତା ୟୁରୋପୀୟ ଧାରଣା, ଭାରତରେ ଏହାର ଆବଶ୍ୟକତା ନାହିଁ”: ତାମିଲନାଡୁ ରାଜ୍ୟପାଳ

ଚେନ୍ନାଇ,୨୩।୯: ଧର୍ମନିରପେକ୍ଷତାର ଉତ୍ପତ୍ତି ତଥା ଏହାର ଅର୍ଥ ଉପରେ ତାମିଲନାଡୁର ରାଜ୍ୟପାଳ ଆର.ଏନ୍ ରବିଙ୍କ ମନ୍ତବ୍ୟ ପୁଣି ଏକ ବଡ଼ ବିବାଦ ସୃଷ୍ଟି କରିଛି। ଏହି ମନ୍ତବ୍ୟ ଉପରେ ତୁରନ୍ତ ପ୍ରତିକ୍ରିୟା ଦେଇ କଂଗ୍ରେସ ତଥା ଅନ୍ୟ ଦଳର ନେତାମାନେ ଏହାକୁ ଏକ ଦାୟିତ୍ୱହୀନ ମନ୍ତବ୍ୟ ବୋଲି କହିଛନ୍ତି।

ତାମିଲନାଡୁର କନ୍ୟାକୁମାରୀରେ ଏକ ସାଧାରଣ କାର୍ଯ୍ୟକ୍ରମରେ ରବି ଧର୍ମନିରପେକ୍ଷତାକୁ ଏକ ଧାରଣା ବୋଲି ବର୍ଣ୍ଣନା କରିଛନ୍ତି ଯାହା ପାଶ୍ଚାତ୍ୟର ଦୂର ଦେଶରୁ ଆସିଛି, ଯାହାର ଭାରତରେ ଘର ନାହିଁ।

“ଏହି ଦେଶର ଲୋକଙ୍କ ଉପରେ ଅନେକ ଠକେଇ କରାଯାଇଛି ଏବଂ ସେଥିମଧ୍ୟରୁ ଗୋଟିଏ ହେଉଛି ଧର୍ମନିରପେକ୍ଷତାର ଭୁଲ ବ୍ୟାଖ୍ୟା ଦେବାକୁ ଚେଷ୍ଟା କରାଯାଇଛି। ଧର୍ମନିରପେକ୍ଷତାର ଅର୍ଥ କ’ଣ? ଧର୍ମନିରପେକ୍ଷତା ଏକ ୟୁରୋପୀୟ ଧାରଣା, ଏବଂ ଏହା ଏକ ଭାରତୀୟ ଧାରଣା ନୁହେଁ, ଉପସ୍ଥିତ ଲୋକଙ୍କୁ ରବି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଟିବାୟୋଟିକ୍‌ରେ ଭଲ ହେଉନି ଟାଇଫଏଡ୍‌, ନିମୋନିଆ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୨୩ା୯: ମୁତ୍ରନଳୀରେ ସଂକ୍ରମଣ (ୟୁଟିଆଇ), ରକ୍ତ ସଂକ୍ରମଣ, ନିମୋନିଆ, ଟାଇଫଏଡ୍‌ ଭଳି କେତେକ ରୋଗ ସାଧାରଣ ଆଣ୍ଟିବାୟୋଟିକ୍‌ରେ ଆଉ ଭଲ ହେଉନାହିଁ। ଏହି ରୋଗ ସୃଷ୍ଟି...

ପୋଲିସ ଉପରକୁ ଗୁଳି ଚଳାଇଲେ ବଦ୍‌ଲାପୁର ଅଭିଯୁକ୍ତ

ପୁଣେ,୨୩।୯: ମହାରାଷ୍ଟ୍ରର ବଦଲାପୁର ଯୌନ ନିର୍ଯାତନା ମାମଲାର ମୁଖ୍ୟ ଅଭିଯୁକ୍ତ ଅକ୍ଷୟ ଶିନ୍ଦେ ସୋମବାର ପୋଲିସ ଉପରକୁ ଗୁଳି ଚଳାଇନ୍ତି। ସେ ଏହି ଘଟଣା କରିବାବେଳେ...

ଚତୁର୍ଥଥର ଭାଜପା ସରକାର ଆସିବ କୌଣସି ଗ୍ୟାରେଣ୍ଟି ନାହିଁ, କିନ୍ତୁ…କାହିଁକି ଏମିତି କହିଲେ ନିତିନ ଗଡକରୀ

ନାଗପୁର,୨୩।୯: ନାଗପୁରରେ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ପରିବହନ ମନ୍ତ୍ରୀ ନିତିନ ଗଡକରୀ ମୋଦି ସରକାରଙ୍କ ମନ୍ତ୍ରୀ ତଥା ରିପବ୍ଲିକାନ ପାର୍ଟି ଅଫ ଇଣ୍ଡିଆର ମୁଖ୍ୟ ରାମଦାସ...

ତିରୁପତି ଲଡୁ ବିବାଦ: ମୋଦି ସରକାର ନେଲେ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୨୩।୯: ତିରୁପତି ମନ୍ଦିର ସହ ଜଡିତ ଲଡୁ ବିବାଦରେ ମୋଦିସରକାର ବଡ ପଦକ୍ଷେପ ନେଇଛନ୍ତି। ସୋମବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଘିଅ ଯୋଗାଣକାରୀ କମ୍ପାନୀକୁ ଏକ କାରଣ...

ନୂଆ ରଣନୀତିରେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୯: ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ରାଷ୍ଟ୍ରୀୟ ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ଏକ ନୂଆ ରାଜନୈତିକ ରଣନୀତି ଆପଣାଇଛନ୍ତି। କେଜ୍‌ରିଓ୍ବାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ...

ପାତାଳରେ ରହିଲେ ବି ବଞ୍ଚି ପାରିବ ନାହିଁ ଚାଇନା-ପାକିସ୍ତାନ! ଡିଲ ପକ୍କା କରିବେ ଡୋଭାଲ

ନୂଆଦିଲ୍ଲୀ,୨୩।୯: ଭାରତ ଏବଂ ଫ୍ରାନ୍ସ ମଧ୍ୟରେ ଏଭଳି ଚୁକ୍ତି ହେବାକୁ ଯାଉଛି, ଯାହାକୁ ଶୁଣିଲେ ପାତାଳରେ ଥିବା ଶତ୍ରୁମାନଙ୍କର ଦାନ୍ତବି ଖଟା ହୋଇଯିବ। ଭାରତର କୂଟନୈତିକ,...

ଲେବାନନରେ ଫୁଟିଲା ପେଜର ବୋମା, ଭାରତରେ ବଢିଲା ସୁନାର ଦାମ!

ନୂଆଦିଲ୍ଲୀ,୨୩।୯: ପୁଣିଥରେ ସୁନା ଦର ବୃଦ୍ଧି ଭାରତରେ ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ଭାରତରେ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ୧୦ ଗ୍ରାମ...

ଘୃଣା ଦ୍ୱାରା କେହି ଉପକୃତ ହୁଅନ୍ତି ନାହିଁ, କାହିଁକି ଏମିତି କହିଲେ ରାହୁଲ

ନୂଆଦିଲ୍ଲୀ,୨୩ା୯: କଂଗ୍ରେସ ଏମ୍‌ପି ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଜମ୍ମୁ-କଶ୍ମୀରର ସୁରନକୋଟରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri