ରାତି ପାହିଲେ ବଡ଼ଦିନ: କନ୍ଧମାଳରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବାଲିଗୁଡା:୨୪।୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ରାତି ପାହିଲେ ବଡ଼ ଦିନ। ବଡ଼ ଦିନ ଧୁମ୍‌ଧାମରେ ପାଳନ କରିବା ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଏନେଇ କନ୍ଧମାଳ ଜିଲାର ପ୍ରତ୍ୟେକ ଚର୍ଚ୍ଚ ଆଗରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଭିଡ଼କୁ ଦୃଷ୍ଟିରେ ରଖି ଟ୍ରାଫିକ ବ୍ୟବସ୍ଥା ଉପରେ ମଧ୍ୟ କଡ଼ା ନଜର ରଖାଯାଇଛି।

ବଡ଼ଦିନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସାରେ ଚର୍ଚ୍ଚରେ କ୍ୟାଣ୍ଡେଲ ଜାଳି ସମୂହ ପ୍ରାର୍ଥନା କରିବା ସହ ଚର୍ଚ୍ଚର ପାଳକ ଓ ଖ୍ରୀଷ୍ଟୟ ଉଦ୍‌ଯୋଗୀ ସମିତିର ସଦସ୍ୟମାନେ ପ୍ରଭୁ ଯୀଶୁଙ୍କୁ ସ୍ମରଣ କରିଛନ୍ତି । ମଧ୍ୟରାତ୍ରିରେ ପ୍ରତୀକଧର୍ମୀ ଗୁହାଳ ଭିତରେ ମଦର ମେରିଙ୍କ ଗର୍ଭରୁ ଜନ୍ମ ଗ୍ରହଣ କରିବେ ପ୍ରଭୁ ଯୀଶୁ। ଏହା ପରେ ଆରମ୍ଭ ହେବ ବଡ଼ ଦିନ ପାଇଁ ଶୁଭେଚ୍ଛାର ପର୍ବ । କନ୍ଧମାଳ ଜିଲାର ବିଭିନ୍ନ ଚର୍ଚ୍ଚରେ ନିଆରା ଭାବେ ତିଆରି ହୋଇଛି ସାଣ୍ଟାକ୍ଲଜ l ବଡ଼ଦିନ ପାଳନ ଏବଂ ଜିରୋ ନାଇଟ ସେଲିବ୍ରେସନ ପାଇଁ କନ୍ଧମାଳ ଜିଲା ସମେତ ବାଲିଗୁଡା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ବୋଲି ବାଲିଗୁଡା ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନାଙ୍କ ପଞ୍ଚାୟତରେ ସୁରକ୍ଷିତ ନାହାନ୍ତି ମହିଳା: କାହିଁକି ଏମିତି କହିଲେ ଲେଖାଶ୍ରୀ

ଭୁବନେଶ୍ୱର,୧୦।୧୧: ବାଲେଶ୍ୱର ନୀଳଗିରି ଲଜ୍ଜାକୁ ନେଇ ବଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଭାଜପା ଉପରେ ବର୍ଷିଛନ୍ତି । ପ୍ରେସମିଟ୍‌ କରି ସେ ଭାଜପା ସରକାରଙ୍କୁ ଟାର୍ଗେଟ...

ସାକ୍ଷୀଗୋପାଳ ମନ୍ଦିରରେ ଅଁଳା ନବମୀ: ରାଧାପାଦ ଦର୍ଶନ କରୁଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ

ସାକ୍ଷୀଗୋପାଳ,୧୦।୧୧: (କିଶୋର ମହାପାତ୍ର/ ପ୍ରଶାନ୍ତ କୁମାର ବାରିକ): କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ନବମୀ ତିଥି ରବିବାର ସାକ୍ଷୀଗୋପାଳ ମନ୍ଦିରରେ ଅଁଳାନବମୀ ଉପଲକ୍ଷେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ...

ନୂଆ ପଞ୍ଚାୟତ ଗଠନ ଦାବିରେ ରାସ୍ତାରେ ବସିଲେ ଅଞ୍ଚଳବାସୀ

ବାଲିଗୁଡ଼ା,୧୦ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): ନୂଆ ପଞ୍ଚାୟତ ଗଠନ ଦାବିରେ ତେଜୁଛି ଜନଅସନ୍ତୋଷ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଯାଇଛନ୍ତି ଅଞ୍ଚଳବାସୀ। ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି...

ରାଜଧାନୀରେ ମାତିଲେ ଲୁଟେରା, ବୃଦ୍ଧ ଦମ୍ପତିଙ୍କୁ ଭିତରପଟୁ ତାଲା ପକାଇ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଭୁବନେଶ୍ୱର,୧୦ା୧୧: ରାଜଧାନୀରେ ପୁଣି ମାତିଲେ ଲୁଟେରା। ଝରକା ତାଡ଼ି ଭୁବନେଶ୍ୱର ଇନଫୋସିଟି ଶ୍ରୀଗଣେଶ ବିହାର ଅଞ୍ଚଳରେ ରହୁଥିବା ଅବସରପ୍ରାପ୍ତ କର୍ମଚାରୀ ବଂଶୀଧର ଗୌଡ଼ଙ୍କ ଘରେ ଲୁଟେରା...

ଓଡ଼ିଶା ଆସିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୦ା୧୧: ପୁଣି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ଡିସେମ୍ବର ୪ରେ ରାଷ୍ଟ୍ରପତି ଓଡ଼ିଶା ଗସ୍ତରେ ଆସି ପୁରୀରେ ନୌସେନା ଦିବସ ପାଳନ ଉତ୍ସବରେ...

ସରକାରୀ ରାସ୍ତା ଉଚ୍ଛେଦ ଦାବି, ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

କେସିଙ୍ଗା,୧୦ା୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ଗ୍ରାମ ପଞ୍ଚାୟତ ଅଧିନସ୍ଥ ଶିରୋଲ ମୌଜାରେ ବିଶ୍ୱନାଥ ରାଇସ୍‌ ମିଲ୍‌ ସରକାରୀ ଗୋଚର ଓ ମୁଣ୍ଡା...

ମାଡ଼ ମାରି ଗିରଫ ହେଲେ ସରପଞ୍ଚ

ଭଦ୍ରକ,୧୦ା୧୧: ଏକ ମାରପିଟ୍‌ ମାମଲାରେ ଭଦ୍ରକ ବ୍ଲକ ଯୁବ ବିଜେଡି ସଭାପତି ତଥା ଗୁଜିଦରଡ଼ା ପଞ୍ଚାୟତ ସରପଞ୍ଚ ଫରହତ ଆଲାମ୍‌ ଓରଫ ଲୁକାଙ୍କୁ ଗ୍ରାମାଞ୍ଚଳ ପୋଲିସ...

କାର୍‌କୁ ପଛପଟୁ ଧକ୍କାଦେଲା ଦ୍ରୁତଗାମୀ ଡମ୍ପର, ୨ ଗୁରୁତର

ବାଲିଆପାଳ,୧୦ା୧୧: ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ୬ ନମ୍ବର ଜାତୀୟ ରାଜପଥର ଭେଲୋରା ଛକ ନିକଟରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଭଦ୍ରକ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri