ଅଫିମ ଫସଲ ନଷ୍ଟ କଲେ ସୁରକ୍ଷାକର୍ମୀ

ରାଉରକେଲା,୨୭ା୨(ସଙ୍ଗୀତା ଜେନା): ଝାଡଖଣ୍ଡ ଓ ଓଡ଼ିଶା ସୀମାନ୍ତରେ ମାଓବାଦୀ ସମସ୍ୟା ବ୍ୟତୀତ ନିଶା କାରବାର ବୃଦ୍ଧି ହେବାରେ ଲାଗିଛି। ଅଫିମ ଓ ଅନ୍ୟ ନିଶାଚାଲାଣ ପାଇଁ ଏହାକୁ ଅଧିକ ପରିମାଣରେ ଚାଷ ମଧ୍ୟ କରାଯାଉଛି। ବଣପାହାଡ ଘେରା ସୀମାନ୍ତ ଅଞ୍ଚଳରେ ଏକର ଏକର ଜମିରେ ଅଫିମ ଚାଷ କରାଯାଉଛି। ଏହାକୁ ଆୟତ୍ତ କରିବା ପାଇଁ ସୁରକ୍ଷାବଳ ପକ୍ଷରୁ ଠାବ କରାଯାଇ ଫସଲ ନଷ୍ଟ କରାଯାଉଛି।

ଏହି କ୍ରମରେ ଗୁରୁବାର ସୁରକ୍ଷା କର୍ମୀଙ୍କ ଦ୍ୱାରା ଠାବ କରାଯାଇଥିବା ବନ୍ଦଗାଁରେ ୮ ଏକର, ଟେବୋ ଥାନାରେ ୩ ଏକର ଜମିରେ ଅଫିମ ନଷ୍ଟ କରାଯାଇଛି। ଏପରି ଚାଷରୁ ନିବୃତ ରହିବାକୁ ନିବେଦନ କରାଯାଇଛି। ବ୍ୟାପକ ଅଫିମ ଓ ଅନ୍ୟ ନିଶାଦ୍ରବ୍ୟ ଅମଳ କିମ୍ବା ପରିବହନ କରି ଓଡ଼ିଶାରେ ଚାଲାଣ କରାଯାଉଛି। ଏହି ବେଆଇନ କାର୍ଯ୍ୟରେ ଉଭୟ ରାଜ୍ୟରେ ର଼୍ୟାକେଟ ସକ୍ରିୟ ଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀଘାରେ ଜଗନ୍ନାଥ ମନ୍ଦିର ଉଦ୍‌ଘାଟନୀ ଦିନ ରୋଷ କାର୍ଯ୍ୟରେ ସାମିଲ ହେଲେ କାର୍ଯ୍ୟାନୁଷ୍ଠାନ

ପୁରୀ,୨୪।୪: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଦିଘାରେ ନିର୍ମାଣ ହୋଇଥିବା ଜଗନ୍ନାଥ ମନ୍ଦିର ଆସନ୍ତା 30 ତାରିଖ ଅକ୍ଷୟ ତୃତୀୟାରେ ଉଦଘାଟନ ହେବ। ଏହି କାର୍ଯ୍ୟକ୍ରମରେ ପୁରୀ...

ଗୌଡ଼ ଗାଁରେ ସିରିଜ୍‌ ଚୋରି: ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁରେ ସିରିଜ୍‌ ଚୋରି ହୋଇଛି। ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ବୁଲୁ ସାହୁ ବୁଧବାର...

ଶାଳୀ ପାଇଁ ଭିଣୋଇଙ୍କୁ ହତ୍ୟା: ୨ ଅଭିଯୁକ୍ତ ଗଲେ ଜେଲ୍‌

ଦିଗପହଣ୍ଡି,୨୪ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପି. ସାମନ୍ତରାପୁର ଗ୍ରାମର ହୀନ ପାତ୍ରଙ୍କୁ ହତ୍ୟା ଘଟଣାରେ ପାଟପୁର ପୋଲିସ ବୁଧବାର ଶେରଗଡ଼ ଥାନା...

ଜାତୀୟ ପଞ୍ଚାୟତିରାଜ ଦିବସ: ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବିଭିନ୍ନ ଯୋଜନା ଘୋଷଣା

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): ବ୍ଲକ ସ୍ତରରେ ପାଳିତ ହୋଇଛି ଜାତୀୟ ପଞ୍ଚାୟତିରାଜ ଦିବସ। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡିଓ ପ୍ରୀତିରଞ୍ଜନ...

ଭିତ୍ତିଭୂମି ବିକାଶରେ ଦ୍ୱିତୀୟ ସ୍ଥାନରେ ବଡ଼ ପାଟଣା ପଞ୍ଚାୟତ

ପାଟଣା,୨୪।୪(ବୀର କିଶୋର ଦାଶ): କେନ୍ଦୁଝରରେ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତରାଜ ଦିବସ ଗୁରୁବାର କେନ୍ଦୁଝର ଅଡିଟୋରିୟମରେ ପାଳିତ ହୋଇଯାଇଛି। ଭିତ୍ତିଭୂମିର ବିକାଶ କ୍ଷେତ୍ରରେ ସଫଳତା ପାଇଁ ପାଟଣା...

ଫୱାଦ ଖାନଙ୍କ ଫିଲ୍ମ ‘ଅବୀର ଗୁଲାଲ’ ଭାରତରେ ମୁକ୍ତିଲାଭ କରିବ ନାହିଁ

ମୁମ୍ବାଇ,୨୪।୪: ପାକିସ୍ତାନୀ ଅଭିନେତା ଫୱାଦ ଖାନଙ୍କ ଆଗାମୀ ଫିଲ୍ମ ‘ଅବୀର ଗୁଲାଲ’ ଭାରତରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବ ନାହିଁ ବୋଲି ଖବର ମିଳିଛି। ଏହି ଫିଲ୍ମଟି...

ଖାଁ ଖାଁ ଡାଲ୍ ହ୍ରଦ, ପଳାୟନ କରୁଛନ୍ତି ପର୍ଯ୍ୟଟକ: ଆତଙ୍କବାଦୀ ଆକ୍ରମଣକୁ ଏକ ସ୍ୱରରେ ବିରୋଧ କରୁଛି କାଶ୍ମୀର

ନୂଆଦିଲ୍ଲୀ,୨୪।୪: ପାହାଲଗାମ ଆତଙ୍କବାଦୀ ଆକ୍ରମଣରେ ୨୫ ଜଣ ପର୍ଯ୍ୟଟକ ଏବଂ ଜଣେ କାଶ୍ମୀରୀଙ୍କ ମୃତ୍ୟୁ ଘଟିବାର ୪୮ ଘଣ୍ଟାରୁ କମ ସମୟ ମଧ୍ୟରେ ଉପତ୍ୟକାର ଦୃଶ୍ୟ...

ସିନ୍ଧୁ ଜଳ ଉପରେ ରୋକ୍‌ ଲଗାଇବା ପରେ ଥରହର ପାକିସ୍ତାନ, କହିଲା ଟୋପେ ପାଣି ପାଇଁ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆକ୍ରମଣ ପରେ, ଇସଲାମାବାଦରୁ ଦିଲ୍ଲୀ ପର୍ଯ୍ୟନ୍ତ ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ ବିଷୟରେ ଆଲୋଚନା ହେଉଥିଲା। କିନ୍ତୁ ଭାରତ ସିନ୍ଧୁ ଜଳ ଚୁକ୍ତିନାମା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image