ସୁରକ୍ଷା କର୍ମୀ-ମାଓବାଦୀ ମୁହାଁମୁହିଁ: ଜଣେ ମାଓବାଦୀ ନିହତ

ବାଲିଗୁଡା,୨୫।୧୦ (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତର ସେସାର ଗାଁ -ଅଡାଙ୍ଗି ଜଙ୍ଗଲରେ ମାଓବାଦୀ କ୍ୟାମ୍ପ ରହିଥିବା ଗୋଇନ୍ଦା ସୂଚନା ମୁତାବକ, ଶୁକ୍ରବାର ସକାଳୁ ଏସଓଜି ଏବଂ ଡିଏଭିଏଫ ସୁରକ୍ଷା ଯବାନ କୁମ୍ବିଂ ବେଳେ ହେଲେ ସୁରକ୍ଷାକର୍ମୀ ମାଓବାଦୀ-ମୁହାଁମୁହିଁ ହୋଇଥିଲେ। ଏହା ପରେ ମାଓବାଦୀମାନେ ସୁରକ୍ଷାକର୍ମୀଙ୍କୁ ଗୁଳି ଚଳାଇବାରୁ ସୁରକ୍ଷା କର୍ମୀ ଗୁଳିବିନିମୟ କରିଥିବା କୁହାଯାଇଛି। ଗୁଳି ବିନିମୟରେ ଜଣେ ମାଓବାଦୀ ନିହତ ସହ ଘଟଣାସ୍ଥଳରୁ ବହୁ ମାଓ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି। କେକେବିଏନ ମାଓ ସଙ୍ଗଠନ କିଛି ଦିନ ତଳେ ଶେଶାର ଗାଁ, ଦାସୁଙ୍ଗିଆ, ଆଟ୍ରେନଜୀ, ମାଡଙ୍ଗା,ଅଡାଙ୍ଗି ଜଙ୍ଗଲ ରେ ରହିବା ସହ କଳାହାଣ୍ଡି ଜିଲା ଓ କନ୍ଧମାଳ ଜିଲାରେ ନିଜ କାୟା ବିସ୍ତାର ପାଇଁ ଉଦ୍ୟମ ଜାରି ରଖିଥିଲେ। ବର୍ତ୍ତମାନ ଗୁଳି ବିନିମୟ ଶେଷ ହୋଇଥିବା ବେଳେ ସୁରକ୍ଷା କର୍ମୀ ଜଙ୍ଗଲ ଛାଡ଼ି ଆସିଥିବା ଜଣାପଡିଛି ଓ ମାଓବାଦୀମାନେ ଛତ୍ର ଭଙ୍ଗ ଦେଇଥିବା ଖବର ମିଳିଛି l


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଆସନ୍ତାକାଲି ଏହି ୩ ଜିଲାରେ ସ୍କୁଲ-କଲେଜ ଛୁଟି

ଭୁବନେଶ୍ୱର,୨୫।୧୦: ମୋହନ ସରକାରଙ୍କ ବଡ଼ ଘୋଷଣା। ପ୍ରବଳ ବର୍ଷା ହେବାକୁ ଥିବାର ଏହି ୨ଟି ଜିଲାରେ ସ୍କୁଲ-କଲେଜ ଛୁଟି ଘୋଷଣା କରିଛନ୍ତି ସରକାର। ବାତ୍ୟା ଦାନା...

ଯବତୀଙ୍କୁ ବଳାତ୍କାର କରି ଫେରାଥିଲେ ସମ୍ପର୍କୀୟ, ପରେ…

କୋକସରା,୨୫।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନାରେ ଗତ ଜୁଲାଇ ମାସ ୧୧ ତାରିଖରେ ଏକ ବଳାତ୍କାର ମାମଲା ରୁଜୁ ହୋଇଥିଲା। ଘଟଣାରେ ଫେରାରଥିବା...

ପ୍ରବଳ ବର୍ଷା ଆଲର୍ଟ, ସବୁ ସ୍କୁଲ ଛୁଟି

ଭଦ୍ରକ,୨୫।୧୦: ବାତ୍ୟା ପରେ ଉପକୂଳ ଜିଲାରେ ଜାରି ରହିଛି ପ୍ରବଳ ବର୍ଷା। ବାତ୍ୟା ପରେ ତୁହାକୁ ତୁହା ବର୍ଷାରେ ବେହାଲ ହେଳାଣି ଉପକୂଳିଆ ଜିଲା। ପାଣିପାଗ...

ପୋଲ ତଳକୁ ଖସିପଡ଼ିଲା ହାଇୱା

ଦାରିଙ୍ଗବାଡି,୨୪ା୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ଅଞ୍ଚଳରେ ଏକ ପଥର ବୋଝେଇ ହାଇୱା ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ଚାଳକ ଗୁରୁତର ହୋଇଛନ୍ତି।...

ଆଶ୍ରୟସ୍ଥଳରେ ଖାଦ୍ୟ ବଣ୍ଟନକୁ ନେଇ ମନ୍ତ୍ରୀଙ୍କ ଅସନ୍ତୋଷ

ଭୋଗରାଇ,୨୫।୧୦(ପ୍ରଦୀପ ଦାସ): ବାତ୍ୟା ଦାନା ପ୍ରଭାବରେ ଓଡ଼ିଶା ସୀମାନ୍ତ ବାଲେଶ୍ୱର ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଜିଲାରେ ବିଶେଷ ପ୍ରଭାବ ପଡି ନ ଥିବା ବେଳେ କେବଳ...

ଦାରିଙ୍ଗବାଡିରେ ଅଭୁଲାସ୍ମୃତି ପଢ଼ି, ବଡିଓଙ୍କୁ ଏମିତି କହିଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ମୁଁ ୨୦୧୪ରେ ଯାଇଥିଲି। ବହୁଦିନ ଧରି ଦାରିଙ୍ଗବାଡିରେ ଉପନିର୍ବାଚନ ପାଇଁ ପ୍ରଚାର କରିଥିଲି। ଗାଁଗାଁ ବୁଲି ଆଦିବାସୀ ଲୋକଙ୍କୁ...

ବାତ୍ୟା ପରେ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୨୫।୧୦: ବାତ୍ୟା ‘ଦାନା’ ପ୍ରଭାବିତ ଜିଲାରେ ଫସଲର କ୍ଷୟକ୍ଷତି ଆକଳନ ପାଇଁ କୃଷି ବିଭାଗ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି। ୨୬ ଓ ୨୭ ତାରିଖ...

ଦାନାର ପ୍ରକୋପ: ବୁଡିଗଲା ପଞ୍ଚଲିଙ୍ଗେଶ୍ୱର, ମନ୍ଦିର ଭିତରେ ପଶିଲା ପାଣି…

ନୀଳଗିରି ୨୫।୧୦: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ ‘ଦାନା’ ଓଡ଼ିଶା ଉପକୂଳରେ ମାଡ ହୋଇଛି। ପାଣିପାଗ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri