Posted inଫୁରସତ

ସେଲ୍‌ଫି ନିଶା: ୧୦୦ ଫୁଟ୍‌ ଗଭୀର ଖାଇକୁ ଖସିଲେ ମହିଳା

ପୁଣେ: ମହାରାଷ୍ଟ୍ରର ସାତାରା ଜିଲାରେ ଜଣେ ଯୁବତୀଙ୍କୁ ସେଲ୍‌ଫି ନେବା ଭାରି ପଡ଼ିଛି। ରବିବାର ସ୍ଥାନୀୟ ଉନ୍‌ଘର ଅଞ୍ଚଳର ବୋର୍‌ଣେ ଘାଟ ନିକଟରେ ସମ୍ପୃକ୍ତ ଯୁବତୀ ସେଲ୍‌ଫି ନେଉଥିବା ବେଳେ ତାଙ୍କ ପାଦ ଖସି ଯାଇଥିଲା ଓ ସେ ୧୦୦ ଫୁଟ୍‌ ଗଭୀର ଖାଇ ମଧ୍ୟରେ ପଡ଼ି ଯାଇଥିଲେ। ତେବେ ଭାଗ୍ୟବଶତଃ ଯୁବତୀଙ୍କ ଜୀବନ ବଞ୍ଚି ଯାଇଛି ଓ ତାଙ୍କୁ ଉଦ୍ଧାର କରାଯାଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଉଦ୍ଧାରକାରୀ ଦଳ ଦଉଡ଼ି ସାହାଯ୍ୟରେ ଗଭୀର ଖାଇ ମଧ୍ୟରୁ ଯୁବତୀଙ୍କୁ ଉଦ୍ଧାର କରୁଥିବା ନଜର ଆସିଛନ୍ତି। ଲଗାଣ ବର୍ଷା ଯୋଗୁ ସେଲ୍‌ଫି ନେବା ସମୟରେ ଯୁବତୀଙ୍କ ଗୋଡ଼ ଖସି ଯାଇଥିବା ଅନୁମାନ କରାଯାଉଛି। ଉଦ୍ଧାର କାର୍ଯ୍ୟ ସମୟରେ ଯୁବତୀଜଣକ ଯନ୍ତ୍ରଣାରେ କାନ୍ଦୁଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଏହି ୪ ରାଶିରେ ଆସିବ ବଡ଼ ପରିବର୍ତ୍ତନ: ପାଇବେ ଭଲ ଖବର, ବର୍ଷ ସାରା କେମିତି ରହିବ ଜାଣନ୍ତୁ…

ଗ୍ରହମାନଙ୍କର ଗତି ଏବଂ ଗମନରେ ପରିବର୍ତ୍ତନ ଦେଶ ଏବଂ ବିଶ୍ୱ ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ। ଗ୍ରହମାନଙ୍କର ରାଶି ଏବଂ ନକ୍ଷତ୍ରରେ ପରିବର୍ତ୍ତନ ରାଶିମାନଙ୍କ...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଲିଫ୍ଟ ଦେବା କହି ଚଳନ୍ତା କାର୍‌ରେ ମହିଳାଙ୍କୁ କଲେ ବଳାତ୍କାର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୩୧।୧୨: କୋତୱାଲି ଥାନା ଅଞ୍ଚଳରେ ଚଳନ୍ତା କାରରେ ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କୁ ବଳାତ୍କାର କରିବା ପରେ ଅଭିଯୁକ୍ତମାନେ ତାଙ୍କୁ ରାସ୍ତାରେ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri