ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ସହାୟକ: ସ୍କୁଟିରେ ଯାଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍‌

କେନ୍ଦୁଝର,୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଭିଜିଲାନ୍ସ ୟୁନିଟ୍‌ ସୋମବାର ସାରେ କେନ୍ଦୁଝର ସହରରେ ଥିବା ହୋଟେଲ ଅଜନ୍ତା ନିକଟରେ ଏକ ସ୍କୁଟି (ଓଡି୦୯ଏଏ ୯୩୪୮)ରୁ ୨ ଲକ୍ଷ ୮୦ ହଜାର ଟଙ୍କା ଜବତ କରିଛନ୍ତି। ଅର୍ଥର ଠିକ୍‌ ସୂଚନା ଦେଇ ପାରି ନ ଥିବାରୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ସହାୟକଙ୍କୁ ଭିଜିଲାନ୍ସ ଟିମ୍‌ ଅଟକ ରଖିଛି। ଅଟକ କିରାଣି ହେଲେ ଶେଖର ଲାଲ ସାହୁ। ସେ ଏଡିଏମ୍‌ଓ (ପରିବାର କଲ୍ୟାଣ)ଙ୍କ ଅଧୀନରେ କାମ କରୁଥିଲେ।
ପ୍ରକାଶ ଯେ, ସୋମବାର ୬୦ ଜଣ ଏଏନ୍‌ଏମ୍‌ଙ୍କ ରେଗୁଲାର ହେବା ପାଇଁ ସାର୍ଟିଫିକେଟ ଯାଞ୍ଚ ହେଉଥିଲା। ଏହି ଅର୍ଥ ସେମାନଙ୍କଠାରୁ ଆଦାୟ କରି ରଖିଥିଲେ ବୋଲି ସନ୍ଦେହ କରାଯାଉଛି। ଏ ନେଇ ଭିଜିଲାନ୍ସ ଡିଏସ୍‌ପି ସୁଧାଂଶୁ ପୂଜାରୀ କହିଛନ୍ତି, ତଦନ୍ତ ପରେ ଠିକ୍‌ ତଥ୍ୟ ମିଳିପାରିବ। ତାଙ୍କ ବିରୋଧରେ ଆୟ ବହିର୍ଭୂତ ସମ୍ପତ୍ତିକୁ ନେଇ ଯାଞ୍ଚ ପରେ ଏବଂ ଅଧିକ ତଦନ୍ତ ପରେ ଠିକ୍‌ ତଥ୍ୟ ମିଳିପାରିବ ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ବାନ୍ଧି ନିର୍ଧୁମ ପିଟିଲେ: ମାଡ଼ଖାଇ ମାନିଲେ ସତ, କହିଲେ ମୁଁ…

ଉମରକୋଟ,୫।୧୧(ସନ୍ତୋଷ ଶତପଥୀ): ବାଇକ୍‌ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ଗଛରେ ବାନ୍ଧି ମାଡ଼ ମରାଯାଉଥିବା ଭିଡିଓ ଏବେ ଭାଇରାଲ ହେଉଛି। ଏହି ଘଟଣା ନବରଙ୍ଗପୁର ଜିଲା...

ଖବର ପ୍ରକାଶ ପରେ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ, ଯୁଦ୍ଧକାଳୀନ ଭିତ୍ତିିରେ ମରାମତି ଆରମ୍ଭ 

ପୁରୀ,୫ା୧୧(ଅଜିତ୍‌ କୁମାର ମହାନ୍ତି): ଐତିହ୍ୟ ମେଘନାଦ ପାଚେରିରେ ଫାଟ ନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ଶ୍ରୀମନ୍ଦିର ପ୍ରଶାସନ ଓ ଏଏସ୍‌ଆଇ ପକ୍ଷରୁ...

ଦୁର ହେବ ଦାଦନ ସମସ୍ୟା: ସରକାର ଗଠନ କଲେ ଟାସ୍କଫୋର୍ସ

ଭୁବନେଶ୍ୱର,୫ା୧୧: ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ନଜ୍‌ ଇନଷ୍ଟିଚ୍ୟୁଟ୍‌ର ମ୍ୟାନେଜିଂ ଡ଼ାଇରେକ୍ଟର ଭି. ଶ୍ରୀରାମ ସୋମବାର ସୌଜନ୍ୟମୂଳକ ସାକ୍ଷାତକାର ଓ ଆଲୋଚନା କରିଛନ୍ତି। ଏହି...

ଛାତ୍ର, ଶିକ୍ଷକଙ୍କୁ ଯୋଡ଼ିବ ଶିକ୍ଷାଜ୍ୟୋତି ପୋର୍ଟାଲ

ଭୁବନେଶ୍ୱର,୫ା୧୧(ଅନୁରାଧା ମହାରଣା): ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରସ୍ତୁତ ସିଙ୍ଗଲ୍‌ ଓ୍ବିଣ୍ଡୋଜ୍‌ ପୋର୍ଟାଲ ‘ଶିକ୍ଷାଜ୍ୟୋତି’ ଛାତ୍ର ଓ ଶିକ୍ଷକଙ୍କ ଭାବବିନିମୟରେ ସହାୟକ ହେବ। ଗତ...

ଏସ୍‌ସିବି ମେଡିକାଲ କଲେଜରେ ରାଗିଂ ଅଭିଯୋଗ

କଟକ,୫ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ୍‌ରେ ରାଗିଂ ଘଟଣାର କିଛିଦିନ ପରେ କଟକ ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ରାଗିଂ...

ଇନ୍ଦିରା ଆବାସ କାର୍ଯ୍ୟାଦେଶ ଠକେଇ: ଅଭିଯୁକ୍ତଙ୍କୁ ଜେଲଦଣ୍ଡ

କୋକସରା,୪ା୧୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୦୦୩ରେ କଳାହାଣ୍ଡି ଜିଲା କୋକସରା ବ୍ଲକରେ ନକଲି ଇନ୍ଦିରା ଆବାସ କାର୍ଯ୍ୟାଦେଶ ବଣ୍ଟନ କରି ହିତାଧିକାରୀଙ୍କଠାରୁ ୩ ହଜାର ଟଙ୍କା...

ସ୍କୁଲ ସଭାପତିରୁ ମନ୍ତ୍ରୀ ହୋଇଛି: ଗଣଶିକ୍ଷା ମନ୍ତ୍ରୀ

କୋକସରା/ଜୟପାଟଣା, ୪ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଓମ୍‌ ପ୍ରକାଶ ବୈଠାରୁ): କଳାହାଣ୍ଡି ଜୟପାଟଣା ବ୍ଲକ ରେଙ୍ଗାଳପାଲି ପଞ୍ଚାୟତ ପରମାନନ୍ଦ ଉଚ୍ଚ ବିଦ୍ୟାଳୟଠାରେ ସୋମବାର ପୁରାତନ ଛାତ୍ର ସମାବେଶ ଆୟୋଜିତ...

ମାଣ୍ଡିପଙ୍କା ଘଟଣା ପରେ ୮ ପଞ୍ଚାୟତବାସୀଙ୍କ ବଢ଼ିଲା ସ୍ବାସ୍ଥ୍ୟ  ଚିନ୍ତା : ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀସ୍ବାସ୍ଥ୍ୟକେନ୍ଦ୍ର ଦାବି 

ଦାରିଙ୍ଗବାଡି,୪।୧୧ (ଅରୁଣ ସାହୁ):  ସ୍ବାସ୍ଥ୍ୟ ହିଁ ସମ୍ପଦ, ସୁସ୍ଥ ଜୀବନଯାପନ କରିବାକୁ ସମସ୍ତେ ଚାହାଁନ୍ତି। ଭଲ ମେଡିକାଲରେ ଚିକିତ୍ସା କରାଇବାକୁ ସମସ୍ତେ ଚାହାନ୍ତି। ହେଲେ କନ୍ଧମାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri