Posted inଜାତୀୟ

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ: ସେପ୍ଟେମ୍ବର ୩୦ରେ ପ୍ରାର୍ଥିପତ୍ର ଦାଖଲ କରିବେ ଥରୁର

ନୂଆଦିଲ୍ଲୀ,୨୫ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି । କଂଗ୍ରେସର ବରିଷ୍ଠ ନେତା ତଥା ଏମ୍‌ପି ଶଶି ଥରୁର ନିଜ ଦଳର ଅଧ୍ୟକ୍ଷ ପଦ ଲାଗି ସେପ୍ଟେମ୍ବର ୩୦ରେ ପ୍ରାର୍ଥିପତ୍ର ଦାଖଲ କରିବେ । ତାଙ୍କର ପ୍ରତିଦ୍ୱନ୍ଦି ରହିଛନ୍ତି ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ । ହେଲେ ଏପର୍ଯ୍ୟନ୍ତ ଗେହଲୋଟ କେବେ ପାର୍ଥିପତ୍ର ଦାଖଲ କରିବେ ତାହା ସ୍ପଷ୍ଟ ହୋଇନାହିଁ ।

ଏଥର ଗାନ୍ଧୀ ପରିବାର ଅଧ୍ୟକ୍ଷ ପଦଠାରୁ ଦୂରେଇ ରହିଥିବା ବେଳେ ଏହି ପଦ ପାଇଁ ଏବେ ଅଶୋକ ଗେହଲୋଟ ଓ ଶଶି ଥରୁରଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦିତା ହେବାକୁ ଯାଉଥିବା କୁହାଯାଉଛି । ଏବେ ଦଳର ଅସ୍ଥାୟୀ ଅଧ୍ୟକ୍ଷା ରହିଛନ୍ତି ସୋନିଆ ଗାନ୍ଧୀ । ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରଠାରୁ ସୋନିଆ ଅସ୍ଥାୟୀ ଭାବେ ଏହି ପଦରେ ରହିଛନ୍ତି ।
ସୂଚନାଯୋଗ୍ୟ, କଂଗ୍ରେସର ବରିଷ୍ଠ ନେତା ତଥା ଏମପି ଶଶି ଥରୁର ୩୦ ସେପ୍ଟେମ୍ବରରେ ପ୍ରାର୍ଥିପତ୍ର ଦାଖଲ କରିବେ । ୨୪ ସେପ୍ଟେମ୍ବରରୁ ନାମାଙ୍କର ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ୩୦ ସେପ୍ଟେମ୍ବର ଶେଷ ତାରିଖ ରହିଛି । ଏହି ଶେଷ ଦିନ ହିଁ ଥରୁର ପ୍ରାର୍ଥିପତ୍ର ଦାଖଲ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି, ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ନୂଆଦିଲ୍ଲୀ,୧୦।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ସରକାର ଶୁକ୍ରବାର ଏକ ବିଜ୍ଞପ୍ତି ଜାରି କରିଛନ୍ତି। ଏହା ସହିତ, ଦିଲ୍ଲୀର ସମସ୍ତ ୭୦ଟି ଆସନ ପାଇଁ...

ଉତ୍ତରପ୍ରଦେଶର ୭୬ତମ ଜିଲାର ହେବ ନିଜସ୍ବ FM ଚ୍ୟାନେଲ, ଲଞ୍ଚ୍‌ କଲେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୦ା୧: ପ୍ରୟାଗରାଜ ଗସ୍ତର ଦ୍ୱିତୀୟ ଦିନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୁକ୍ରବାର ସର୍କିଟ ହାଉସରେ ମହାକୁମ୍ଭ ଅବସରରେ ପ୍ରସାର ଭାରତୀର ଏଫ୍‌ଏମ୍‌ ଚ୍ୟାନେଲ କୁମ୍ଭବାଣୀର ଶୁଭାରମ୍ଭ...

ୟୁପିରେ ହାଜତ ମୃତ୍ୟୁ ଅଭିଯୋଗ: ଭାଇରାଲ ଭିଡିଓ ପୋଷ୍ଟ କରି ଭାଜପାକୁ ଘେରିଲେ ଅଖିଳେଶ

ଲଖ୍‌ମୀପୁର ଖେରି,୧୧।୧: ଉତ୍ତରପ୍ରଦେଶର ଲଖ୍‌ମୀପୁରଖେରି ଅଞ୍ଚଳରେ ପୋଲିସ ବେଆଇନ ମଦ କାରବାର ଅଭିଯୋଗରେ ରାମଚନ୍ଦ୍ର ନାମକ ଜଣେ ୩୫ ବର୍ଷୀୟ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ହାଜତରେ...

ପ୍ରାଣଘାତୀ ନୁହେଁ HMPV! ସଂକ୍ରମିତ ହେଲେ କେମିତି ଦୂରେଇବେ ବିଶେଷଜ୍ଞ ଦେଲେ ଟିପ୍ସ

ନୂଆଦିଲ୍ଲୀ,୧୦।୧: ଦେଶର ଅନେକ ରାଜ୍ୟରେ ହ୍ୟୁମାନ ମେଟାପନ୍ୟୁମୋଭାଇରସ (HMPV) ମାମଲା ରିପୋର୍ଟ ହୋଇଛି। ସରକାର ମଧ୍ୟ ଏଥିପାଇଁ ପ୍ରସ୍ତୁତ ହୋଇସାରିଛନ୍ତି। ତଥାପି, ବିଶେଷଜ୍ଞମାନେ ବିଶ୍ୱାସ କରନ୍ତି...

ଦିଲ୍ଲୀ ନିର୍ବାଚନ ପୂର୍ବରୁ ଇଣ୍ଡିଆ ଗଠବନ୍ଧନକୁ ବଡ଼ ଝଟକା, କେନ୍ଦ୍ର ସରକାରଙ୍କ ସାମ୍ନାରେ…

ନୂଆଦିଲ୍ଲୀ,୧୦।୧: ଦେଶର ରାଜଧାନୀ ଦିଲ୍ଲୀରେ ବିଧାନସଭା ନିର୍ବାଚନ ପାଇଁ ବିଗୁଲ ବାଜିଛି। କିନ୍ତୁ ନିର୍ବାଚନ ପୂର୍ବରୁ ଇଣ୍ଡିଆ ମେଣ୍ଟରେ ଫାଟ ଦେଖାଦେଇଛି। ଗୋଟିଏ ପରେ ଗୋଟିଏ...

ଏହି ଷ୍ଟକ୍‌ ବ୍ରୋକର୍‌ ନେଲେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତକାର, ଜାତୀୟ ରାଜନୀତିରେ ହଇଚଇ!

ନୂଆଦିଲ୍ଲୀ,୧୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୋଡକାଷ୍ଟ ଜଗତରେ ପାଦ ଦେଇଛନ୍ତି। ମୋଦି ସମ୍ପ୍ରତି ଉଦ୍ୟୋଗୀ ନିଖିଲ କାମଥଙ୍କୁ ଏକ ସାକ୍ଷାତକାର ଦେଇଛନ୍ତି। ଏହା ଜେରୋଧାର ସହ-ପ୍ରତିଷ୍ଠାତା...

ଭାରତ ସରକାରଙ୍କ ମୁଣ୍ଡବିନ୍ଧା ବଢାଇଲେ ୟୁନୁସ, ଶେଖ ହାସିନାଙ୍କୁ ନେଇ ଦେଇଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୧:ଶେଖ ହାସିନାଙ୍କୁ ନେଇ ଭାରତ ସରକାର ନିଷ୍ପତ୍ତି ନେବା ପରେ ଆଖି ଦେଖାଇଛନ୍ତି ୟୁନୁସ ସରକାର। ବାଂଲାଦେଶର ମହମ୍ମଦ ୟୁନୁସଙ୍କ ମଧ୍ୟବର୍ତ୍ତୀକାଳୀନ ସରକାର ଶେଖ ହାସିନାଙ୍କ...

କୌଣସି ଜାତିକୁ ଓବିସି ଲିଷ୍ଟରେ କେମିତି ଯୋଡାଯାଏ? ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୧୦।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଏବେ ମାତ୍ର ୨୬ ଦିନ ବାକି ଅଛି। କିନ୍ତୁ ଏହା ପୂର୍ବରୁ ରାଜଧାନୀ ଦିଲ୍ଲୀରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri