କେନ୍ଦ୍ରୀୟ ଡେପୁଟେଶନରେ ଯିବେ ଆଇଏଏସ୍‌ Nikunja Bihari Dhal, ମିଳିଲା ନୂଆ ନିଯୁକ୍ତି

ଭୁବନେଶ୍ୱର,୧୮।୪: କେନ୍ଦ୍ରକୁ ଯିବେ ବରିଷ୍ଠ ଆଇଏଏସ୍‌ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ୧୯୯୩ ବ୍ୟାଚର ଓଡ଼ିଶା କ୍ୟାଡର୍‌ ଏହି ଆଇଏଏସ୍‌ ଅଫିସର ଏବେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ କାମ କରୁଛନ୍ତି । କେନ୍ଦ୍ରରେ ତାଙ୍କୁ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ଭାବେ ନିଯୁକ୍ତି ମିଳିଛି । ତେବେ ତାଙ୍କ ନିଯୁକ୍ତିକୁ ଶୁକ୍ରବାର କେନ୍ଦ୍ର କ୍ୟାବିନେଟର ନିଯୁକ୍ତି ସଂପର୍କିତ କମିଟି ଅନୁମୋଦନ କରିଛି ।

ନିକୁଞ୍ଜ ବର୍ତ୍ତମାନ ସଂସଦୀୟ ବ୍ୟାପାର ସଚିବ ଥିବା ଉମଙ୍ଗ ନରୁଲାଙ୍କ ସ୍ଥାନ ନେବେ । ଉମଙ୍ଗ ଆସନ୍ତା ଜୁନ ୩୦ରେ ଅବସର ଗ୍ରହଣ କରିବେ।

ସେହିଭଳି କେନ୍ଦ୍ରରେ ଡେପୁଟେଶନରେ ଥିବା ୧୯୯୪ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସ୍‌ ସନ୍ତୋଷ ଷଡ଼ଙ୍ଗୀଙ୍କୁ ନ୍ୟୁ ଆଣ୍ଡ ରିନ୍ୟୁବଲ ଏନର୍ଜୀ ମନ୍ତ୍ରଣାଳୟର ସଚିବ ଭାବେ ନିଯୁକ୍ତି ମିଳିଛି। ୧୯୯୪ ବ୍ୟାଚର IAS ରଞ୍ଜନା ଚୋପ୍ରା ସଂସ୍କୃତି ମନ୍ତ୍ରାଳୟର ସ୍ବତନ୍ତ୍ର ସଚିବ ଏବଂ ଫାଇନାନ୍ସିଆଲ ଆଡଭାଇଜର ଭାବେ ନିଯୁକ୍ତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri