କଂଗ୍ରେସକୁ ବଡ଼ ଝଟ୍‌କା, ଦଳ ଛାଡ଼ିଲେ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ବାଳ

ଭୁବନେଶ୍ୱର,୩୦।୩: କଂଗ୍ରେସକୁ ବଡ ଝଟ୍‌କା । କଂଗ୍ରେସରୁ ଇସ୍ତଫା ଦେଲେ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ବାଳ । ଆଜି ହାତ ଛାଡ଼ିଛନ୍ତି ଚିରଞ୍ଜୀବ । ଜଗତସିଂହପୁରର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ । ୨୦୧୪ରୁ ୨୦୧୯ ଯାଏଁ ଜଗତସିଂହପୁରରୁ ବିଧାୟକ ଥିଲେ । ୨୦୦୪ରୁ ୨୦୦୯ ତିର୍ତ୍ତୋଲରୁ ବିଧାୟକ ଥିଲେ । ବିଧାନସଭାରେ ବିରୋଧୀ ଦଳ ଉପନେତା ମଧ୍ୟ ଥିଲେ ଚିରଞ୍ଜୀବ। ତେବେ ସେ ବିଜେଡ଼ିରେ ମିଶିବା ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।

Share