ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ଲାଞ୍ଚ ଟଙ୍କା ସହ ନେଉଥିଲେ ବାଦାମ, ମୁଗ

ବେଗୁନିଆପଡ଼ା,୨୨।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା କୋଦଳା ତହସିଲରେ କାର୍ଯ୍ୟରତ ରାଜସ୍ବ ସହାୟକ ସଞ୍ଜୟ କୁମାର ସେଠୀ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କୋଦଳା ତହସିଲ ଅନ୍ତର୍ଗତ ବି. ନୂଆଗାଁର ଦଣ୍ଡପାଣି ସାହୁ ନାମକ ଜଣେ ବ୍ୟକ୍ତିଙ୍କଠାରୁ ଘରବାରି ପଟା କରାଇଦେବାକୁ ସେଠୀ ୬ ହଜାର ଟଙ୍କା ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିନେଇଛି।
ରାଜସ୍ବ ସହାୟକ ସେଠୀ ତାଙ୍କୁ ଲାଞ୍ଚ ମାଗୁଥିବା ପୂର୍ବରୁ ଦଣ୍ଡପାଣି ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ସଞ୍ଜୟଙ୍କୁ ଲାଞ୍ଚ ଟଙ୍କା ଦେବାକୁ କୋଦଳା କକା ହୋଟେଲ ପାଖକୁ ଦଣ୍ଡପାଣି ଡାକିଥିଲେ। ୬ ହଜାର ଟଙ୍କା ସହ ଦଣ୍ଡପାଣି ବାଦାମ ଓ ମୁଗ ଦେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା। ସେଠାରୁ ସଞ୍ଜୟଙ୍କୁ ତହସିଲ କାର୍ଯ୍ୟାଳୟକୁ ଆଣି ତନାଘନା କରିବା ପରେ ବ୍ରହ୍ମପୁର ଭିଜିଲାନ୍ସ କାର୍ଯ୍ୟାଳୟକୁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୋସରୀ ଦୋକାନରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: କୋଟି କୋଟି ଟଙ୍କାର ସମ୍ପତ୍ତି ନଷ୍ଟ

ବାଲେଶ୍ୱର,୨୯।୧୧: ବାଲେଶ୍ୱର ଜିଲାର ସୋର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ସିଙ୍ଗାଖୁଣ୍ଟା ବଜାରରେ ଥିବା ଏକ ଗ୍ରୋସରି ଦୋକାନରେ ଦୁର୍ବୃତ୍ତ ନିଆଁ ଲଗାଇଦେଇଛନ୍ତି। ଫଳରେ...

ଇଣ୍ଡିଆ-୨୦୪୭ ମିଶନ ପାଇଁ ପ୍ରସ୍ତୁତ ହୁଅ

ବରଗଡ,୨୮।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ନେହେରୁ ଯୁବକେନ୍ଦ୍ର ସଙ୍ଗଠନ ଏବଂ ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସର ମିଳିତ ଆନୁକୂଲ୍ୟରେ ଯୁବ ଉତ୍ସବ-୨୦୨୪ ଉଦ୍‌ଯାପିତ ହୋଇଯାଇଛି। ବିକାଶ ହାୟର ଏଜୁକେଶନାଲ...

ଦାରିଙ୍ଗବାଡିରେ କମୁଛି ପର୍ଯ୍ୟଟକଙ୍କ ସଂଖ୍ୟା: ପ୍ରଶାସନିକସ୍ତରରେ ବଢୁଛି ଚିନ୍ତା

ଦାରିଙ୍ଗବାଡି, ୨୯।୧୧(ଅରୁଣ ସାହୁ)-ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ ଅଞ୍ଚଳକୁ ପର୍ଯ୍ୟଟକ ଆସୁଛନ୍ତି ହେଲେ ଯେଉଁ ସଂଖ୍ୟାରେ ପର୍ଯ୍ୟଟକ ଆସିବା କଥା ସେହି ସଂଖ୍ୟକ ପର୍ଯ୍ୟଟକଙ୍କ...

୨ ବର୍ଷରେ ୨୩,୬୫୫ ସଡ଼କ ଦୁର୍ଘଟଣା

ଭୁବନେଶ୍ୱର,୨୯ା୧୧ (ଅନୁରାଧା ମହାରଣା): ୨୦୨୨ ଓ ୨୦୨୩ରେ ରାଜ୍ୟରେ ୨୩,୬୫୫ ସଡ଼କ ଦୁର୍ଘଟଣା ଘଟିଛି। ୨୦୨୨ରେ ୧୧,୬୬୩ଟି ଦୁର୍ଘଟଣା ଘଟିଥିବାବେଳେ ୨୦୨୩ରେ ଏହି ସଂଖ୍ୟାରେ ୩୨୯...

ଓଏଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳ ବଦଳ

ଭୁବନେଶ୍ୱର,୨୯ା୧୧(ଅନିଲ ଦାସ):ରାଜ୍ୟ ସରକାର ଓଏଏସ୍‌ ଅଫିସରସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ମୋଟ ୧୯ଜଣ ଓଏଏସ୍‌ ଅଫିସରଙ୍କୁ ନୂଆ ଦାୟିତ୍ୱ ନ୍ୟସ୍ତ ହୋଇଛି। ଏନେଇ ଗୁରୁବାର...

ଓଡ଼ିଶାରେ ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗକୁ ଅନୁମୋଦନ, ସଫଳତା ଦେଲା ଉତ୍କର୍ଷ ଓଡ଼ିଶା ରୋଡ୍‌ ଶୋ’

ଭୁବନେଶ୍ୱର,୨୯ା୧୧(ଅନୁରାଧା ମହାରଣା): ଓଡିଶା ୧.୩୭ ଲକ୍ଷ କୋଟିର ପୁଞ୍ଜି ବିନିଯୋଗ ହାସଲ କରିଛି। ଏହା ଭାରତର ଶିଳ୍ପ ଅଭିବୃଦ୍ଧିକୁ ବୃଦ୍ଧି କରିବା ସହ ବିକାଶଶୀଳ ଭାରତ...

ଯୁଦ୍ଧର ଭ୍ରମ ସୃଷ୍ଟିକଲା ନୌସେନା ମକ୍‌ଡ୍ରିଲ୍‌

ପୁରୀ,୨୯ା୧୧(ଅଜିତ୍‌ କୁମାର ମହାନ୍ତି):ଆସନ୍ତା ଡିସେମ୍ବର ୪ରେ ପୁରୀ ବେଳାଭୂମିରେ ପ୍ରଥମ ଥର ପାଇଁ ଭାରତୀୟ ନୌସେନା ପକ୍ଷରୁ ନୌସେନା ଦିବସ ପାଳନ ହେବାକୁ ଯାଉଛି। ଏଥିପାଇଁ...

ଆଜି ହାଫ୍‌ ଡେ’ ସ୍କୁଲ-କଲେଜ୍‌: ୧ଟାରୁ ଛୁଟି

ଭୁବନେଶ୍ୱର, ୨୯ା୧୧(ଅନୁରାଧା ମହାରଣା):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାରଠାରୁ ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତାଙ୍କ ସହ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମଧ୍ୟ ଆସିବେ। ଭୁବନେଶ୍ୱରସ୍ଥିତ ଲୋକସେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri