ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକ ନେବେ ପ୍ରଶିକ୍ଷଣ

ପୁରୀ,୩୧।୩: ମହାପ୍ରଭୁଙ୍କ ଦୈନନ୍ଦିନ ସେବାକୁ ଆହୁରି ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୋମବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ମହାପ୍ରଭୁଙ୍କ ସେବାରେ ନିୟୋଜିତ ସେବକମାନଙ୍କୁ ପ୍ରଶିକ୍ଷଣ ଦିଆଯିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।

ଏନେଇ ଆସନ୍ତା ୪ ଓ ୫ତାରିଖରେ ପୁରୀ ନୀଳାଦ୍ରି ଭକ୍ତ ନିବାସ ସଭାଗୃହରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହେବ। ଶିବିରରେ ମହାପ୍ରଭୁଙ୍କ ଦୈନନ୍ଦିନ ସେବାରେ ନିୟୋଜିତ ସେବକମାନେ ଯୋଗଦେବେ। ଶିବିର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ସାଢେ ୫ଟା ପର୍ଯ୍ୟନ୍ତ ଚାଳିବ। ଏନେଇ ୨ତାରିଖ ଅପରାହ୍ନ ୫ଟା ମଧ୍ୟରେ ସେବକମାନେ ନିଜ ନାମ ପଞ୍ଜୀକରଣ କରିପାରିବେ। ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା ବିଶ୍ବଶାନ୍ତି ମହାଯଜ୍ଞ: ମହାଦେବଙ୍କ ପୀଠ ଲୋକାରଣ୍ୟ

ପୁରୁଷୋତ୍ତମପୁର, ୨୨।୪ (ସିମାଞ୍ଚଳ ମିଶ୍ର) ରାଜ୍ୟ ଓ ଦେଶକୁ କଳୁଷିତ ମୁକ୍ତ କରି କିପରି ଶାନ୍ତିପ୍ରତିଷ୍ଠା ହେବ। ଲୋକେ ସୁରକ୍ଷିତ ଭାବେ ବଞ୍ଚିରହିବେ। ସେଥିପାଇଁ ଗଞ୍ଜାମ...

୨୪ରୁ ଦିଆଯିବ ନୂଆ ରାଶନ କାର୍ଡ: ଏଯାବତ୍‌ E-KYC କରିନାହାନ୍ତି…

ଭୁବନେଶ୍ୱର,୪।୨୨ ଆସନ୍ତା ୨୪ ତାରିଖରେ ବଣ୍ଟାଯିବ ନୂଆ ରାଶନ କାର୍ଡ। ପ୍ରଥମ ପର୍ଯ୍ୟାୟ ରାଶନ କାର୍ଡ ପୁରୀରେ ବଣ୍ଟନ କରାଯିବ । ପୁରୀଠାରେ ପଞ୍ଚାୟତିରାଜ ଦିବସ...

ମାରୱଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ

ପଦ୍ମପୁର,୨୨।୪ (ପ୍ରଦୀପ୍ତ ଦାଶ): ସ୍ଥାନୀୟ ମାରୱାଡି ଧର୍ମଶାଳା ପଦ୍ମପୁର ଠାରେ ମାରୱାଡି ଯୁବାମଞ୍ଚର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି...

ମୋଦିଙ୍କ ଆପ୍ରୁଭାଲ୍‌ ରେଟିଂ ଦେଖି ଇର୍ଷା କରୁଛନ୍ତି ଆମେରିକାର ଉପରାଷ୍ଟ୍ରପତି: କହୁ କହୁ କହିଦେଲେ…

ଜୟପୁର,୨୨।୪: ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ରାଜସ୍ଥାନର ଜୟପୁରରେ ଏକ କାର୍ଯ୍ୟକ୍ରମରେ ଉଦବୋଧନ ଦେଇଥିଲେ। ଏହି ଅବସରରେ ସେ ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କକୁ...

ବେଆଇନ ବନ୍ଧୁକ ରଖିବା ଅଭିଯୋଗରେ ୩ ଗିରଫ: ୨ ବନ୍ଧୁକ ଜବତ

ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ମଙ୍ଗଳବାର ବେଆଇନ ବନ୍ଧୁକ ରଖିବା ଏବଂ ସହଯୋଗ କରିବା ଅଭିଯୋଗରେ ୩ ଜଣକୁ ଗିରଫ କରିଛି। ସେମାନେ...

ବେଲବାହାଳିରେ ବାଘ ଆତଙ୍କ

ଆନନ୍ଦପୁର,୨୨।୪(ସୁଶାନ୍ତ କୁମାର ସାହୁ ): ବାଘ ଆତଙ୍କରେ ଆତଙ୍କିତ ଗ୍ରାମବାସୀ। ବନ ବିଭାଗର ତଦନ୍ତ ଆରମ୍ଭ। ଆନନ୍ଦପୁର ବନଖଣ୍ଡ ଅଧୀନ ବେଲବାହାଳି ଗାଁରୁ ଟୋଲଙ୍କପଡା ଯିବା...

୨୬ ଯାଏଁ କଲବଲ: ଏହି ୫ ଜିଲାକୁ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୨।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ଗତ ଦୁଇଦିନ ହେଲା ତାପମାତ୍ରା ଉପର ମୁହାଁ ରହିଥିବା ବେଳେ ଝାରସୁଗୁଡା ରାଜ୍ୟର ଉତପ୍ତ ସହର...

ଅସହ୍ୟ ହେଉଛି ତାତି: ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି

ଭୁବନେଶ୍ୱର,୨୨।୪: ରାଜ୍ୟରେ ଅସହ୍ୟ ହେଉଛି ତାତି। ତେଣୁ କେବେ ସ୍କୁଲ ଛୁଟି ଘେଷଣା ହେବ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image