ସ୍ବାସ୍ଥ୍ୟକେନ୍ଦ୍ର ସୁପରିଟେଣ୍ଡେଣ୍ଟଙ୍କୁ ସେବାରତ୍ନ ସମ୍ମାନ

ଛତ୍ରପୁର,୨୪ା୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସୁପରିଟେଣ୍ଡେଣ୍ଟ ଡାକ୍ତର ସ୍ବାଧୀନ ରଥଙ୍କୁ ସେବାରତ୍ନ ସମ୍ମାନ ମିଳିଛି। ବ୍ରହ୍ମପୁରରେ ଆୟୋଜିତ ଦ୍ୱିତୀୟ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ମହୋତ୍ସବରେ ଏହି ଆଓ୍ବାର୍ଡ ରାଜ୍ୟ ବାଣିଜ୍ୟ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରଦାନ କରିଛନ୍ତି। ଛତ୍ରପୁର ବ୍ଲକରେ ଟିବି ମୁକ୍ତ ପାଇଁ ୧୦୦ ଦିନ କାର୍ଯ୍ୟକ୍ରମ ସଫଳତା ପାଇଁ ସୁପରିଟେଣ୍ଡେଣ୍ଟଙ୍କୁ ଏହି ଆଓ୍ବାର୍ଡ ମିଳିଛି। ଏହି ସମୟରେ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲିକ, ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁହଁ ଖୋଲି ଯୁଦ୍ଧ ପାଇଁ ଆହ୍ବନ କଲେ ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ, ମୋଦିଙ୍କୁ କହିଲେ…

ଇସଲାମବାଦ,୨୬।୪: ପହଲଗାମ ଆକ୍ରମଣ ପରେ ସବୁ ଦିଗରୁ ଚାପ ବୃଦ୍ଧି ପାଇବା ପରେ, ପାକିସ୍ତାନର ପ୍ରଧାନମନ୍ତ୍ରୀ ପାକ୍‌ ସେନାକୁ ସମ୍ବୋଧିତ କରିଛନ୍ତି। ତାଙ୍କ ବିରୋଧରେ ଲଗାଯାଇଥିବା...

୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ, ସ୍ଥିତି ଅନୁଧ୍ୟାନ କଲେ ବିଧାୟକ

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା...

ଯୁଦ୍ଧ ସ୍ଥିତି ଭିତରେ ଭାରତରେ ହୁ ହୁ ହୋଇ ବଢିଯିବ ଏସବୁ ଜିନିଷ, ଜାଣନ୍ତୁ ସେସବୁ କ’ଣ

ନୂଆଦିଲ୍ଲୀ,୨୬।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ମଙ୍ଗଳବାର ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। ଏହି...

ଆକ୍ରମଣ ଯୋଗୁ ଭାଙ୍ଗିଲା ସୀମାପାର ବିବାହ: ପାକିସ୍ତାନ ଯାଉଥିବା ବରଙ୍କୁ ଅଟ୍ଟାରିରୁ ଫେରାଇଦିଆଗଲା

ବାର୍‌ମେର,୨୬।୪:ଜମ୍ମୁ-କଶ୍ମୀରର ପହଲଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ପରେ ପଡ଼ୋଶୀ ଦେଶ ସହ ତିକ୍ତତା ବଢ଼ିଛି। ଆକ୍ରମଣ ପାଇଁ ପାକିସ୍ତାନକୁ ଦାୟୀ କରି କେନ୍ଦ୍ର ସରକାର ଅଟ୍ଟାରି ସୀମାକୁ...

ସଂରକ୍ଷିତ ଜଙ୍ଗଲ ଭିତରେ ଜଳୁଛି କାର୍‌, ସ୍ତ୍ରୀଙ୍କ ଉପରେ ରାଗି ସ୍ବାମୀ ଜାଳିଦେଲେ

ପାଟଣା,୨୬ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଟେଇ ସଂରକ୍ଷିତ ପିଛୁଳାବେଡ଼ା ଜଙ୍ଗଲ ଭିତରେ ଶନିବାର ଏକ କାର୍‌ ଜଳୁଥିବା ଦେଖିବାକୁ ମିଳିଛି। ଜଙ୍ଗଲ ଭିତରେ...

ମୁଁ ଭାରତର ବୋହୂ, ମୋତେ ଏଠି ରଖ: ମୋଦି-ଯୋଗୀଙ୍କୁ ଏମିତି କହି ନିବେଦନ କଲେ ସୀମା ହାଇଦର

ଲକ୍ଷ୍ନୌ,୨୬।୪: ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ସରକାର କଠୋର ପଦକ୍ଷେପ ନେଇଛନ୍ତି। ସରକାର ପାକିସ୍ତାନୀ ନାଗରିକଙ୍କ ଭିଜା ବାତିଲ କରିଛନ୍ତି। ଭାରତରେ ରହୁଥିବା...

ଗ୍ରୀଷ୍ମପ୍ରବାହ ଜାରି: ପାଣି ପାଇଁ ଡହଳବିକଳ ପାରାଦୀପ ବାସିନ୍ଦା

ପାରାଦୀପ,୨୬ା୪(ଶରତ ରାଉତ): ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଏବେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏପରି ସମୟରେ ପାରାଦୀପ ଶିଳ୍ପାଞ୍ଚଳରେ ବର୍ତ୍ତମାନ ଜଳସଙ୍କଟ ଦେଖାଦେଇଛି। ପାରାଦୀପ...

ଆସନ୍ତା ୧ରୁ ଜୁନ୍‌ ଯାଏ ଚାଲିବ ରବି ଋତୁ ଧାନକିଣା

ଭୁବନେଶ୍ୱର, ୨୬ା୪(ସୁନିତ୍‌ ମିଶ୍ର):ଗତ ଖରିଫ୍‌ ଋତୁରେ ପ୍ରାୟ ୧୬ ଲକ୍ଷ ୬୦ ହଜାର ଚାଷୀଙ୍କଠାରୁ ପ୍ରାୟ ୭୩ ଲକ୍ଷ ୪୫ ହଜାର ଟନ୍‌ ଧାନ ସଂଗ୍ରହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image