ଶିଶୁପୁତ୍ରକୁ ଯୌନ ନିର୍ଯାତନା, ଉତ୍ତର ପ୍ରଦେଶର ଜଣେ ଗିରଫ

ବଲାଙ୍ଗୀର ଅଫିସ, ୯।୧: ବଲାଙ୍ଗୀର ସହରରେ ଉତ୍ତର ପ୍ରଦେଶର ଜଣେ ଯୁବକ ଭଡ଼ା ରହୁଥିଲେ। ସେ ଭଡାରେ ରହୁଥିବା ମାଲିକଙ୍କ ୩ ବର୍ଷର ଶିଶୁପୁତ୍ରକୁ ଅପ୍ରାକୃତିକ ଯୌନ ନିର୍ଯାତନା ଦେଇଥିବା ନେଇ ଶୁକ୍ରାବର ଟାଉନ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ପୋଲିସ ଅଭିଯୁକ୍ତ ଯୁବକ ଅବିନାଶ ନାଏକ(୧୯)ଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଥିବା ଜଣାପଡିଛି ।

Share