ବିଶ୍ୱକପ୍‌ ଟ୍ରଫି ସହ ନଜର ଆସିଲେ ଶାହରୁଖ

କ୍ରିକେଟ ଏବଂ ବଲିଉଡ ମଧ୍ୟରେ ନିବିଡ଼ ସମ୍ପର୍କ ରହିଆସିଛି। ଏହି ସମ୍ପର୍କ ସବୁବେଳେ ପ୍ରଶଂସକଙ୍କ ରୋମାଞ୍ଚକୁ ଆହୁରି ବଢାଇଥାଏ। ଏଥର ଦିନିକିଆ ବିଶ୍ୱକପ ୨୦୨୩ ଭାରତ ଦ୍ୱାରା ଆୟୋଜିତ ହେବ। ଏହାପୂର୍ବରୁ ବଲିଉଡର ସୁପରଷ୍ଟାର ଶାହରୁଖ ଖାନ ବିଶ୍ୱ ଟ୍ରଫି ସହ ନଜର ଆସିଥିଲେ। ସୋସିଆଲ ମିଡିଆରେ ଶାହାରୁଖଙ୍କ ଏହି ଫଟୋ ବହୁତ ଭାଇରାଲ ହେବାରେ ଲାଗିଛି।
ଆଇସିସିର ଅଫିସିଆଲ ଇନଷ୍ଟାଗ୍ରାମ ଆକାଉଣ୍ଟରୁ ଶାହରୁଖ ଖାନଙ୍କ ବିଶ୍ୱକପ ଟ୍ରଫି ସହିତ ଏକ ଫଟୋ ଶେୟାର କରାଯାଇଥିଲା। ଏହି ଫଟୋରେ ଶାହରୁଖ ଖାନ ବିଶ୍ୱକପ ଟ୍ରଫିକୁ ଅତି ସୁନ୍ଦର ଭାବରେ ଦେଖୁଥିବାର ନଜର ଆସିଛନ୍ତି। ଏହି ଫଟୋର କ୍ୟାପସନ ଥିଲା,ଏହା ପ୍ରାୟ ଏଠାରେ ଅଛି …। ଏଥର ଟିମ ଇଣ୍ଡିଆ ୧୯୮୩ ଏବଂ ୨୦୧୧ ପରେ ତୃତୀୟ ଦିନିକିଆ ବିଶ୍ୱକପ ଟାଇଟଲ ଲକ୍ଷ୍ୟରେ ପଡିଆକୁ ଓହ୍ଲାଇବ।
ଏହି ମେଗା ଟୁର୍ନାମେଣ୍ଟ ଅକ୍ଟୋବର ୫ରୁ ଆରମ୍ଭ ହେବ ଏବଂ ପ୍ରଥମ ମ୍ୟାଚ ଡିଫେଣ୍ଡିଂ ଚାମ୍ପିଅନ ଇଂଲଣ୍ଡ ଏବଂ ରନର୍‌ ଅପ ନ୍ୟୁଜିଲାଣ୍ଡ ମଧ୍ୟରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଫାଇନାଲ ମ୍ୟାଚ ୧୯ ନଭେମ୍ବରରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

ଐଶ୍ୱର୍ଯ୍ୟା-ଅଭିଷେକଙ୍କ ମଧ୍ୟରେ ଛାଡପତ୍ର! ମିଳିଗଲା ବଡ଼ ପ୍ରମାଣ

ନୀଳନୟନା ଐଶ୍ୱର୍ଯ୍ୟା ରାୟ ଏବଂ ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ଉଭୟଙ୍କ ମଧ୍ୟରେ ସବୁକିଛି ଠିକ ନ ଥିବା ଆଲୋଚନା ହେଉଛି। ଐଶ୍ୱର୍ଯ୍ୟା ରାୟ...

ଆମି ପୁରସ୍କାର ଘୋଷଣା: ଏହି ଫିଲ୍ମକୁ ମିଳିଲା ୧୪ ପୁରସ୍କାର

ଲସ ଆଞ୍ଜେଲ୍ସର ପିକକ୍‌ ଥିଏଟରରେ ୭୬ତମ ପ୍ରାଇମଟାଇମ ଆମି ପୁରସ୍କାର ଆୟୋଜିତ ହୋଇଛି। ମନୋରଞ୍ଜନ ଜଗତର ସବୁଠାରୁ ସମ୍ମାନଜନକ ପୁରସ୍କାର ସମାରୋହରେ ଏଥର ଫିଲ୍ମ ‘ଶୋଗୁନ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri