Posted inଜାତୀୟ

ଉଚ୍ଚ ସ୍ତରୀୟ ବୈଠକ କରିବେ ଶାହା

ନୂଆଦିଲ୍ଲୀ,୨୩।୬: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ମୌସୁମୀ ଆସିବା ପରେ ଦେଶର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତିର ସମୀକ୍ଷା କରିବେ।
ପ୍ରତିବର୍ଷ ବିହାର, ଆସାମ ଏବଂ ଅନ୍ୟାନ୍ୟ ପୂର୍ବ ରାଜ୍ୟଗୁଡିକର ବଡ଼ ଅଞ୍ଚଳ ମୌସୁମୀ ବର୍ଷା ହେତୁ ନଦୀର ଜଳ ସ୍ତର ବୃଦ୍ଧି ହେତୁ ଜଳମଗ୍ନ ହୋଇଯାଏ। ଉତ୍ତରପ୍ରଦେଶ, ହିମାଚଳ ପ୍ରଦେଶ ଏବଂ ଅନ୍ୟ କେତେକ ରାଜ୍ୟ ମଧ୍ୟ ମୌସୁମୀ ସମୟରେ ଭୂସ୍ଖଳନ ଏବଂ ବର୍ଷା ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।
ଗୃହ ମନ୍ତ୍ରଣାଳୟର ଅଧିକାରୀ କହିଛନ୍ତି ଯେ ଦେଶରେ ବନ୍ୟା ପରିଚାଳନା ପାଇଁ ସାମଗ୍ରିକ ପ୍ରସ୍ତୁତିର ସମୀକ୍ଷା ପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ରବିବାର ଏକ ଉଚ୍ଚ ସ୍ତରୀୟ ବୈଠକ କରିବେ।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଦୁଇଟି ମୃତ୍ୟୁଘଟିଥିବା ବେଳେ ଚଳିତ ବର୍ଷର ବନ୍ୟା, ଭୂସ୍ଖଳନ ଏବଂ ଝଡ଼ରେ୩୯ଜଣଙ୍କ ମୃତ୍ୟୁ ଘଟିଥିବା ଆସାମ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ASDMA) ବୁଲେଟିନ ଶନିବାର କହିଛି।
ତେବେ ରାଜ୍ୟରେ ବନ୍ୟା ପରିସ୍ଥିତିରେ ସାମାନ୍ୟ ଉନ୍ନତି ଘଟିଛି। ବର୍ତ୍ତମାନ ୧୨ଟି ଜିଲାରେ ବନ୍ୟା ଯୋଗୁଁ ୨,୬୩,୪୫୨ଲୋକ ପ୍ରଭାବିତ ହୋଇଛନ୍ତି। ରାଜ୍ୟରେ ୧୩୪ଟି ରିଲିଫ କ୍ୟାମ୍ପ ପ୍ରତିଷ୍ଠା କରାଯାଇଛି ଯେଉଁଥିରେ ୧୭,୬୬୧ଲୋକଙ୍କୁ ଆଶ୍ରୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ...

ବଢିଲା ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ସମନ ପଠାଇଲେ କୋର୍ଟ

ବରେଲି,୨୨ା୧୨:ଲୋକ ସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ...

ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍‌’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍‌ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି...

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ...

ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ଏବେ ଅପେକ୍ଷା କରିଛନ୍ତି ଝିଅର ମୃତ ଦେହକୁ

ଶିମଲା,୨୨।୧୨: ପଞ୍ଜାବର ସୋହାନା, ମୋହାଲିରେ ଭୁଷୁଡି ପଡିଥିବା ବିଲଡିଂକୁ ନେଇ ହିମାଚଳ ପ୍ରଦେଶର ଏକ ପରିବାରରେ ଶୋକର ଛାୟା ଖେଳିଯାଇଛି। ନିଜ ଝିଅର ବିବାହ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri