ଆଜିଠୁ ଶହୀଦ ସପ୍ତାହ ପାଳନ କରୁଛନ୍ତି ମାଓବାଦୀ

ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ କିଛି ଦିନର ନିରବତା ପରେ ପୁଣି ନିଜ ଉପସ୍ଥିତି ଜାହିର କରିଛନ୍ତି ସିପିଆଇ (ମାଓବାଦୀ)। ରବିବାରଠାରୁ ଅଗଷ୍ଟ ୩ ଯାଏ ଶହୀଦ ସପ୍ତାହ ପାଳନ ପାଇଁ ଲୋକଙ୍କୁ ଆହ୍ବାନ ଦେଇଛନ୍ତି।

ଭବାନୀପାଟଣା ବ୍ଲକର ଦୁର୍ଗମ ସିକେରଗୁଡା ନିକଟ ରାସ୍ତା ପାର୍ଶ୍ୱରେ ମାଓବାଦୀମାନେ ବ୍ୟାନର ଲଗାଇବା ସହ ଶହୀଦ ସ୍ତମ୍ବ ତିଆରି କରିଛନ୍ତି। ସକାଳେ ଲୋକେ ଏହା ଦେଖିବାକୁ ପାଇଥିଲେ। ଶହୀଦ ସପ୍ତାହ ସମୟରେ ବହୁସଂଖ୍ୟାରେ ଏକଜୁଟ ହୋଇ ବୀର ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପାଇଁ ବ୍ୟାନରରେ ଉଲ୍ଲେଖ କରିଛନ୍ତି। ଶହୀଦ ସ୍ତମ୍ଭ ଭିତରେ ଏକ ବଲ ଜଳୁଥିବା ଓ ଉପରେ ତାର ଦିଶୁଥିବାରୁ ସେଠାରେ ବିସ୍ଫୋରକ ସାମଗ୍ରୀ ମଧ୍ୟ ଲାଗି ଥାଇପାରେ ବୋଲି ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଥିଲା। ପୋଲିସ ଓ ବମ୍‌ ସ୍କ୍ବାଡ୍‌ ଘଟଣାସ୍ଥଳରେ ପହଞ୍ଚି ବ୍ୟାନର ଓ ସ୍ତମ୍ଭକୁ ଜବତ କରିଥିଲେ। ସେଠାରେ କୌଣସି ବିସ୍ଫୋରକ ସାମଗ୍ରୀ ନ ଥିଲା ବୋଲି କଳାହାଣ୍ଡି ଏସ୍‌ପି ଅଭିଳାସ ଜି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଡିଓ ଭାଇରାଲ କରି ଧ୍ୟାନ ହଟାଇବାକୁ ଉଦ୍ୟମ

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ନେଇ ଓଡ଼ିଶା ପୋଲିସ ସମେତ...

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri