ଶୈଳେଶ ଡାନି ବିଜେଡିରୁ ନିଲମ୍ବିତ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ସମ୍ବଲପୁର ଜିଲା ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଶୈଳେଶ ଡାନିଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଡାନିଙ୍କୁ ଦଳରୁ ନିଲମ୍ବନ କରାଯାଇଥିବା ବିଜେଡି ପକ୍ଷରୁ ଗୁରୁବାର ଜାରି କରାଯାଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇ ଦିଆଯାଇଛି।

Share