Posted inଜାତୀୟ

ରାହୁଲ ବିରୋଧୀ ଦଳ ନେତା ହେବା ପରେ ଶରଦ କହିଲେ…

ନୂଆଦିଲ୍ଲୀ,୨୬।୬: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଲୋକ ସଭାର ବିରୋଧୀ ଦଳର ନେତା ହୋଇଛନ୍ତି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଶରଦ ପାୱାର ଅଭିନନ୍ଦନ ଜଣାଇଛନ୍ତି। ବୁଧବାର ସେ କହିଛନ୍ତ, ଲୋକମାନେ ଏଥିରୁ ଉପକୃତ ହେବେ ବୋଲି ଆଶା କରାଯାଉଛି।

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଶରଦ ପାୱାର ଲେଖିଛନ୍ତି, ରାହୁଲ ଗାନ୍ଧୀଙ୍କୁ ଲୋକ ସଭାରେ ବିରୋଧୀଦଳର ନେତା ଭାବରେ ଅଭିନନ୍ଦନ। ଭାରତ ଯୋଡୋ ଯାତ୍ରାରୁ ମିଳିଥିବା ଅଭିଜ୍ଞତା ଉପଯୋଗୀ ହେବ । ସମ୍ବିଧାନ ତଥା ଲୋକଙ୍କ ସ୍ବାର୍ଥ ରକ୍ଷା ପାଇଁ ଏହି ହୃଦୟସ୍ପର୍ଶୀ ଯାତ୍ରା ପାଇଁ ରାହୁଲ ଗାନ୍ଧୀଙ୍କୁ ଶୁଭେଚ୍ଛା ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ବନ୍ୟାରେ ୬୬ ମୃତ

କାଠମାଣ୍ଡୁ, ୨୯।୯: ଲଗାଣ ବର୍ଷା ଯୋଗୁ ନେପାଳରେ ଶୁକ୍ରବାରଠାରୁ ବନ୍ୟାସ୍ଥିତି ଗମ୍ଭୀର ରୂପ ଧାରଣ କରିବାରେ ଲାଗିଛି। ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବରେ ଦେଶରେ ଶନିବାର...

ଆଣ୍ଟିବାୟୋଟିକ୍‌ ନେଇଥିବା ୧୬ ଶିଶୁଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ନିମୁଚ୍‌,୨୮ା୯: ମଧ୍ୟପ୍ରଦେଶର ନିମୁଚ୍‌ ଜିଲା ହସ୍ପିଟାଲ ଶିଶୁରୋଗ ବିଭାଗରେ ଭର୍ତ୍ତି ହୋଇଥିବା ଅନୂ୍ୟନ ୧୬ ଜଣ ପିଲାଙ୍କୁ ଶୁକ୍ରବାର ରାତିରେ ଆଣ୍ଟିବାୟୋଟିକ୍‌ ସେଫ୍‌ଟ୍ରିଆକ୍ସନ ଇଞ୍ଜେକ୍‌ଶନ ଦିଆଯାଇଥିଲା।...

ଟାଟା ଇଲେକ୍ଟ୍ରୋନିକ୍ସ କାରଖାନାରେ ବଡ଼ ଧରଣର ଅଗ୍ନିକାଣ୍ଡ

ହୋସୁର,୨୮ା୯: ତାମିଲନାଡୁର କ୍ରିଷ୍ଣାଗିରି ଜିଲାରେ ଥିବା ଟାଟା ଇଲେକ୍ଟ୍ରୋନିକ୍ସ ପ୍ରା. ଲିଃର ଇଲେକ୍ଟ୍ରୋନିକ ଉପକରଣ କାରଖାନାରେ ଶନିବାର ନିଆଁ ଲାଗିଯାଇଛି। କାରଖାନା ପରିସରରେ ଥିବା ରାସାୟନିକ...

ବାଣ କାରଖାନାରେ ଶ୍ରମିକମାନେ କରୁଥିଲେ କାମ: ଘଟିଲା ଭୟଙ୍କର ବିସ୍ଫୋରଣ

ଚଣ୍ଡିଗଡ଼,୨୮ା୯: ହରିୟାଣାର ସୋନିପତ୍‌ ଜିଲାରେ ଥିବା ଏକ ବେଆଇନ ବାଣ କାରଖାନାରେ ଶନିବାର ବିସ୍ଫୋରଣ ଘଟି ୨ ମହିଳା ଓ ଜଣେ ପିଲାଙ୍କ ମୃତ୍ୟୁ ଘଟିବା...

ଭାଜପାର ବଡ଼ ପ୍ଲାନ, ଜେପି ନଡ୍ଡାଙ୍କ ସ୍ଥାନ ନେବେ ବସୁନ୍ଧରା ରାଜେ!

ନୂଆଦିଲ୍ଲୀ,୨୮।୯: ପୁଣି ଥରେ ଭାଜପା ଏକ ବଡ ମାଷ୍ଟରଷ୍ଟ୍ରୋକ ଖେଳିବାକୁ ଯାଉଛି। ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟନୁସାରେ ଦଳର ହାଇକମାଣ୍ଡ ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା...

କୋଲକାତାରେ ପୁଣି ଲଜ୍ଜ୍ୟା: ବନ୍ଧୁକ ମୁନରେ ଆଇଏଏସଙ୍କ ସ୍ତ୍ରୀଙ୍କୁ ବଳାତ୍କାର, ପୋଲିସ ତଦନ୍ତକୁ ନେଇ ଉଠିଲା ପ୍ରଶ୍ନ

କୋଲକାତା,୨୮।୯: ଆର.ଜି କର ମେଡିକାଲ ଏବଂ ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପୋଲିସର ଭୂମିକା ଉପରେ ପ୍ରଶ୍ନ ଉଠି ସାରିଛି। ତେବେ...

ସେଦିନ ଅଧରାତିରେ ଲେଖାଯାଇଥିଲା ନୂଆ ଭାରତର ପଟ୍ଟକଥା: ପ୍ରଧାନମନ୍ତ୍ରୀ ମୋଦିଙ୍କ କାର୍ଯ୍ୟାଳୟ ଥିଲା ଚଳଚଞ୍ଚଳ

୨୮ ସେପ୍ଟେମ୍ବର ୨୦୧୬। ଏହି ଦିନ ରାତିରେ ସମଗ୍ର ଦେଶ ଶୋଇଥିଲା, କିନ୍ତୁ ଚଳଚଞ୍ଚଳ ଥିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାଳୟ। ପାକିସ୍ତାନ ସୀମାରେ ପ୍ରବେଶ...

୫ ପୂର୍ବତନ ମନ୍ତ୍ରୀଙ୍କୁ ନୋଟିସ ଜାରି କଲେ ପଞ୍ଜାବ ସରକାର, ଘର ଖାଲି କରିବାକୁ ନିର୍ଦ୍ଦେଶ

ଚଣ୍ଡିଗଡ଼,୨୮।୯: ପଞ୍ଜାବ ସରକାର ୫ଜଣ ପୂର୍ବତନ ମନ୍ତ୍ରୀଙ୍କୁ ସେମାନଙ୍କ ସରକାରୀ ଘର ଖାଲି କରିବାକୁ ନୋଟିସ ଜାରି କରିଛନ୍ତି। ଏଥିରେ ସେହି ମନ୍ତ୍ରୀଙ୍କ ନାମ ଅନ୍ତର୍ଭୁକ୍ତ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri