ରେକର୍ଡ ସ୍ତର ଛୁଇଁଲା ଶେୟାର ମାର୍କେଟ୍‌

ମୁମ଼୍ବାଇ, ୧୮।୬: ମଙ୍ଗଳବାର ଶେୟାର ମାର୍କେଟ ରେକର୍ଡ ସ୍ତରରେ କାରବାର କରିଥିବା ଦେଖିବାକୁ ମିଳିଛି। ସେନ୍‌ସେକ୍ସ ଏବଂ ନିଫ୍ଟି ସର୍ବକାଳୀନ ଉଚ୍ଚ ସ୍ତରରେ ପହଞ୍ଚିଛି । ୭୭,୨୪୪.୧୭ ପଏଣ୍ଟରେ ପହଞ୍ଚିଛି ସେନ୍‌ସେକ୍ସ। ଏଥିରେ ୨୨୬.୬୨ (୦.୨୯ ପ୍ରତିଶତ) ପଏଣ୍ଟ ବୃଦ୍ଧି ପାଇଛି । କାରବାର ଆରମ୍ଭରୁ ଏହା ୭୭,୩୨୬.୮୦ ପଏଣ୍ଟ ସହ ସର୍ବକାଳୀନ ରେକର୍ଡ କରିଛି। ଅନ୍ୟ ପଟେ, ନିଫ୍ଟି ୭୮.୯୧ (୦.୩୪ ପ୍ରତିଶତ) ପଏଣ୍ଟ ହାସଲ କରି ୨୩,୫୪୪.୫୦ ଅଙ୍କରେ କାରବାର କରୁଥିବା ଦେଖାଯାଇଥିଲା । ବଜାର ଖୋଲିବା ପରେ ଏହା ନିଫ୍ଟି ସର୍ବକାଳୀନ ୨୩,୫୭୩.୮୫ ପଏଣ୍ଟରେ ପହଞ୍ଚିଛି । ଆଜିର କାରବାରରେ, ଆଇଟି ସେୟାରରେ ଭଲ ଲାଭ ପରିଲିକ୍ଷିତ ହେଉଛି ।

ଘରୋଇ ବଜାରରେ ଏକ ସକାରାତ୍ମକ ପ୍ରଭାବ ହେତୁ ମଙ୍ଗଳବାର କାରବାର ଆରମ୍ଭରୁ ଆମେରିକୀୟ ଡଲାର ତୁଳନାରେ ଭାରତୀୟ ଟଙ୍କା ସାତ ପଇସା ବୃଦ୍ଧି ପାଇ ୮୩.୪୮ ଟଙ୍କା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

UPI New Rule: ମୋବାଇଲ ନମ୍ବର ବନ୍ଦ ଥିଲେ ମିଳିବ ନାହିଁ UPI ସେବା, ବଦଳୁଛି ନିୟମ

ନୂଆଦିଲ୍ଲୀ,୩୧।୩: UPI କାରବାରର ସୁରକ୍ଷା ଏବଂ ପ୍ରଭାବକୁ ବୃଦ୍ଧି କରିବା ପାଇଁ ନ୍ୟାସନାଲ ପେମେଣ୍ଟସ କର୍ପୋରେସନ ଅଫ ଇଣ୍ଡିଆ (NPCI) ନୂତନ ନିୟମ ଜାରି କରିଛି।...

ଇସ୍ପାତ ଶିଳ୍ପରେ ଓଡ଼ିଶା ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରୁଛି

ଓଡ଼ିଶା ଆଇରନ୍‌ ଓ ଷ୍ଟିଲ୍‌ ଶିଳ୍ପରେ ସ୍କାନ୍‌ ଗ୍ରୁପ୍‌ ବେଶ୍‌ ଜଣାଶୁଣା। ଏହାର ଫ୍ଲାଗଶିପ୍‌ କମ୍ପାନୀ ସ୍କାନ ଷ୍ଟିଲ୍‌ ଲିମିଟେଡ୍‌ ରାଜଗାଙ୍ଗପୁରରେ ଅବସ୍ଥିତ ଏହାର ଇଣ୍ଟିଗ୍ରେଟେଡ୍‌...

ଉଦ୍ୟୋଗୀମାନେ ନୈତିକତା ବଜାୟ ରଖିବା ଜରୁରୀ

ଅତ୍ୟାଧୁନିକ ପ୍ରଣାଳୀରେ କାଜୁ ପ୍ରକ୍ରିୟାକରଣ କରି ବଜାରରେ ଉପଲବ୍ଧ କରାଇବାରେ ବିନାୟକ କ୍ୟାସ୍ୟୁଜ୍‌ ବେଶ୍‌ ପରିଚିତ। ଓଡ଼ିଶା କାଜୁକୁ ସାରା ଭାରତରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଢେଙ୍କାନାଳସ୍ଥିତ...

ମୁକେଶ ଅମ୍ବାନୀଙ୍କ ଉପହାର: Jioର ଏହି ପ୍ଲାନରେ ମିଳିବ ୯୧୨.୫ ଜିବି ଡାଟା ମାଗଣା… 

ନୂଆଦିଲ୍ଲୀ,୩୦।୩: ଯେତେବେଳେ ରିଚାର୍ଜ ପ୍ଲାନ ବିଷୟରେ କଥା ଆସେ, ପ୍ରାୟତଃ ଏହାର ବୈଧତା ଏବଂ ଡାଟା ଉପରେ ଧ୍ୟାନ ଦିଆଯାଏ। ଯେଉଁ ଯୋଜନାରେ ଏହି ଦୁଇଟି...

ଭାରତର ଅଧା ଲୋକଙ୍କ ପାଖରେ ୩.୫ ଲକ୍ଷରୁ ଅଛି କମ୍‌ ଟଙ୍କା, ଚେତାବନୀ ଦେଇ ଅର୍ଥ ବିଶେଷଜ୍ଞ କହିଲେ…

ନୂଆଦିଲ୍ଲୀ,୩୦ା୩: ଭାରତର ଅଧା ଲୋକଙ୍କ ପାଖରେ ୩.୫ ଲକ୍ଷ ଟଙ୍କାରୁ କମ୍‌ ରହିଛି। ଏନେଇ ଅର୍ଥ ବିଶେଷଜ୍ଞ ଚେତାବନୀ ଦେଇଛନ୍ତି ଯେ, ଭାରତର ପରବର୍ତ୍ତୀ ସଙ୍କଟ...

ଭାଙ୍ଗିବ ସବୁ ରେକର୍ଡ; ଶୀଘ୍ର ୯୬,୦୦୦ ଟଙ୍କା ଛୁଇଁବ ସୁନା

ନୂଆଦିଲ୍ଲୀ,୩୦।୩: ନିରନ୍ତର ବୃଦ୍ଧି ପାଇବାରେ ଲାଗିଛି ସୁନା ମୂଲ୍ୟ। ଏପରି ପରିସ୍ଥିତିରେ ଭାରତୀୟ ଗ୍ରାହକ ଏବଂ ନିବେଶକଙ୍କ ଚିନ୍ତା ବଢ଼ିଛି। ICICI ବ୍ୟାଙ୍କ ଗ୍ଲୋବାଲ ମାର୍କେଟସର...

ବିକ୍ରି ହୋଇଗଲା X, ମସ୍କଙ୍କ ଠାରୁ 28,23,43,71,00,00ଟଙ୍କାରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୩୦।୩: ଏଲନ ମସ୍କ ତାଙ୍କ ନିଷ୍ପତ୍ତିରେ ସାରା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଦିଅନ୍ତି, ଏହା ତାଙ୍କର ପୁରୁଣା ଅଭ୍ୟାସ। ଏଥର ମଧ୍ୟ ସେ ଏପରି ଏକ ନିଷ୍ପତ୍ତି...

ପ୍ରଥମ ବ୍ୟବସାୟରେ ବିଫଳତା ହତୋତ୍ସାହିତ କରିପାରି ନ ଥିଲା

୧୯୬୭ରେ ଜନ୍ମ ହୋଇଥିଲେ ଭୁବନେଶ୍ୱରରେ ଗୀତାଞ୍ଜଳି ଆଓ୍ବାର୍ଡସ ପ୍ରାଇଭେଟ୍‌ ଲିମିଟେଡ୍‌ର ନିର୍ଦ୍ଦେଶକ କ୍ରିଷ୍ଣମୋହନ ଟାଟା। ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ସରିବା ପରେ ପରିବାର ଲୋକେ ଚାହଁୁଥିଲେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image