ନ୍ୟାୟ ମାଗି ରାଜରାସ୍ତାକୁ ଓହ୍ଲାଇଥିଲେ: ଅସୁସ୍ଥ ହୋଇ ପଡ଼ିଲେ ତାରା,

ଭୁବନେଶ୍ୱର,୨୬।୩: ସାରାରାତି ଧାରଣାର ଦେବା ପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀ ପତିଙ୍କ ସ୍ବାସ୍ଥାବସ୍ଥା ବିଗିଡ଼ିଯାଇଛି। ସେ ଅସୁସ୍ଥ ହୋଇପଡ଼ିଛନ୍ତି ।
ସକାଳୁ ସକାଳୁ କ୍ୟାପିଟାଲ ହପିଟାଲରୁ ଡାକ୍ତର ଆସି ତାରାଙ୍କ ସୱାସ୍ଥ୍ୟ ପରୀକ୍ଷା କରିଛନ୍ତି।
ଗତକାଲି ୧୨ ବିଧାୟକଙ୍କୁ ବାଚସ୍ପତି ନିଲମ୍ବନ କରିବା ପରେ ଜୋରଦାର ପ୍ରତିବାଦ କରିଛି କଂଗ୍ରେସ। ବାଚସ୍ପତିଙ୍କ ଆକ୍ସନ ପରେ ରିଆକ୍ସନ ଦେଖାଇଛନ୍ତି କଂଗ୍ରେସ ବିଧାୟକ। ଗତକାଲି ବିଧାନସଭା ଭିତରେ ଓ ବାହାରେ ତମ୍ବିତଫାନ ପରେ ରାଜରାସ୍ତାକୁ ଓହ୍ଲାଇଛନ୍ତି କଂଗ୍ରେସ ବିଧାୟକ।
 କଂଗ୍ରେସ ବିଧାୟକ ଧାରଣାରେରେ ବସିଛନ୍ତି। ସେମାନଙ୍କ ସହ କଂଗ୍ରେସ କର୍ମୀ ସାମିଲ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତି ଯାଏ କଂଗ୍ରେସ ବିଧାୟକମାନେ ଗୃହ ଭିତରେ ରହିଥିଲେ। ସେମାନଙ୍କୁ ବିଧାନସଭା ସୁରକ୍ଷାକର୍ମୀ ବସ୍ ଯୋଗେ କଂଗ୍ରେସ ଭବନରେ ଛାଡିଥିଲେ। ଏହାପରେ କଂଗ୍ରେସ ବିଧାୟକମାନେ ମାଷ୍ଟରକ୍ୟାଣ୍ଟିନ ଛକରେ ଧାରଣାରେ ବସିଛନ୍ତି। ଏଥିସହ ରାତିସାରା ରାତି କଟାଇଛନ୍ତି।କଂଗ୍ରେସ ବିଧାୟକ ତାରା ବାହିନୀ ପତି କହିଛନ୍ତି, ଗଣତନ୍ତ୍ରକୁ ହତ୍ୟା କରିଛନ୍ତି, ମୋତେ ନ୍ୟାୟ ଦରକାର।’ ମହିଳାଙ୍କ ସୁରକ୍ଷା ପାଇଁ ସର୍ବଦଳୀୟ କମିଟି ଆମର ଦାବି ଥିଲା। ପିସିସି ସଭାପତି ଭକ୍ତ ଚରଣ ଦାସ, ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ, ନରସିଂହ ମିଶ୍ର ଓ ଜୟଦେବ  ଜେନା ଆମକୁ ଦେଖିବାକୁ ଆସିଥିଲେ। ଆମକୁ ଦେଖିବାକୁ ଆସିଥିବା ଏହି ପୂର୍ବତନ ମନ୍ତ୍ରୀମାନଙ୍କୁ ବିଧାନସଭା ଭିତରକୁ ଛଡ଼ାଗଲାନି। ଆମକୁ ପୋଲିସ ଲଗାଇ ମାଡ଼ ମାରିଲେ, ଗାଳିଗୁଲଜ କଲେ। ମରିଯିବୁ ପଛେ ଡରିବୁନି, ମୋତେ ନ୍ୟାୟ ଦରକାର ବୋଲି କହିଛନ୍ତି ତାରା।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ଚର୍ଚ୍ଚିତ ରମେଶ ସିଂ ହତ୍ୟା ମାମଲା: ଶାଶୁଙ୍କୁ ଆଜୀବନ କାରାଦଣ୍ଡ, ଜ୍ୱାଇଁ ଖଲାସ

ସୁନ୍ଦରଗଡ଼,୨୯ା୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନଥାନା ଅନ୍ତର୍ଗତ ଭବାନୀପୁରରେ ୨୦୨୧ରେ ଘଟିଥିବା ବହୁ ଚର୍ଚ୍ଚିତ ରମେଶ ସିଂ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି।...

ଭୁବନେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ଅଶୋକ ସଭାପତି

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ) ୨୦୨୫-୨୬ବର୍ଷ ପାଇଁ ଶନିବାର ଭୁବନେଶ୍ୱର ବାର ଆସୋସିଏଶନ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ ହୋଇଛି। ବାର୍‌ ଆସୋସିଏଶନ ସଭାପତି ପଦ ପାଇଁ...

କଂଗ୍ରେସ ଆନ୍ଦୋଳନ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣା: ଜଣେ ଗିରଫ 

ଭୁବନେଶ୍ୱର,୨୯।୩: କଂଗ୍ରେସର ‘ବିଧାନସଭା ଘେରାଓ’ କାର୍ଯ୍ୟକ୍ରମ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣାରେ ଜଣେ ୨୯ ବର୍ଷୀୟ ଯୁବକଙ୍କୁ ଗିରଫ କରାଯାଇଛି।ସେ ହେଲେ ଭୁବନେଶ୍ୱର...

ଜଣାପଡିଲା ସୁଜାତାଙ୍କ VRS ପଛର କାରଣ! କହିଦେଲେ ବିଜେଡି ନେତା

ଭୁବନେଶ୍ୱର,୨୯।୩: IAS ସୁଜାତା କାର୍ତ୍ତିକେୟନଙ୍କ ସ୍ବେଚ୍ଛାକୃତ ଅବସରକୁ ନେଇ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ୨୦୦୦ ବ୍ୟାଚର ଏହି ଆଇଏଏସ ଅଧିକାରୀ କେନ୍ଦ୍ର ସରକାରଙ୍କ ଅନୁମୋଦନ...

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି: ସମ୍ବଲପୁର ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୨୮ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ଦୁଇ ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଏଭଳିସ୍ଥିତିରେ ଅସମ୍ଭାଳ ତାତିରେ ସିିଝୁଛି ପଶ୍ଚିମ ଓଡ଼ିଶା।...

ବିଧାନସଭା ଆଗରେ ଧାରଣାଦେଉଥିବାବେଳେ ଅସୁସ୍ଥ ହୋଇପଡିଲେ କଂଗ୍ରେସ ନେତା, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୨୯।୩: କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ଏବଂ ଦଳୀୟ ବିଧାୟକ ଅଶୋକ ଦାସ ଶନିବାର ଦିନ ଓଡ଼ିଶା ବିଧାନସଭା ଆଗରେ ଧାରଣା ଦେଉଥିବା...

ମୃତ୍ୟୁରେ ସର୍ବାଙ୍ଗ ଶରୀର ଦାନ କରିବେ ମହିଳା ଚାଷୀ ରାମବାଇ , ଚୁକ୍ତିପତ୍ରରେ କଲେ ସ୍ବାକ୍ଷର

ବରଗଡ଼, ୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ ବ୍ଲକ ଅନ୍ତର୍ଗତ ଜମୁର୍ଡା ଗ୍ରାମର ଚର୍ଚ୍ଚିତ ମହିଳା ଚାଷୀ ରାମବାଇ ଦାସ ଏବେ ପୁଣି ଚର୍ଚ୍ଚାରେ । ମୃତ୍ୟୁ ପରେ...

ରାଜ୍ୟରେ ବଢୁଛି ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା, ସାଂଘାତିକ ବୟାନ ଦେଲେ ପ୍ରଭାତୀ

ଭୁବନେଶ୍ୱର,୨୯।୩: ରାଜ୍ୟରେ ବଢୁଛି ଅସହାୟ, ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା । ଏନେଇ ଗୃହରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଚଳିତ ବର୍ଷ ୧୧,୫୯୮...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image