Categories: ଜାତୀୟ

ଆଜିଠାରୁ ଖୋଲିଲା ଶିରିଡି ସାଇ ମନ୍ଦିର

ମୁମ୍ବାଇ,୧୬।୧୧-ମହାମାରୀ କରୋନା ଯୋଗୁ ଦେଶରେ ଥିବା ସମସ୍ତ ଧର୍ମାନୁଷ୍ଠାନଗୁଡିକ ବନ୍ଦ ରହିଥିଲା। ତେବେ ଆଜିଠୁ ମହାରାଷ୍ଟ୍ରରେ ସବୁ ଧର୍ମାନୁଷ୍ଠାନଗୁଡିକ ଖୋଲିବା ସହ ପ୍ରସିଦ୍ଧ ସିରିଡି ସାଇ ବାବାଙ୍କ ମନ୍ଦିର ଖୋଲିଛି। କରୋନା କଟକଣାକୁ ମାନି ଶ୍ରଦ୍ଧାଳୁମାନେ ବାବାଙ୍କ ଦର୍ଶନ କରିପାରିବେ। ସେହିପରି ବାବାଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁମାନେ କୋଭିଡର ଆର୍‌ଟିପିସିଆର ଟେଷ୍ଟ ରିପୋର୍ଟ ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି କୁହାଯାଇଛି।

Share