ଫିଲ୍ମ ‘୨ ଷ୍ଟେଟସ୍‌’ ର ଅଭିନେତା ଶିବ କୁମାରଙ୍କ ପରଲୋକ

ମୁମ୍ବାଇ: ବଲିଉଡ ଜଗତ ପାଇଁ ସୋମବାର ଏକ ଦୁଃଖଦ ଖବର । ବଲିଉଡ ଜଗତର ଜଣେ ନାଁ କରା ଅଭିନେତା ଶିବ କୁମାର ସୁବ୍ରମଣ୍ୟମଙ୍କର ପରଲୋକ ହୋଇଛି । ଶେଷଥର ପାଇଁ ସେ ଫିଲ୍ମ ‘ମିନାକ୍ଷି ସୁନ୍ଦରେଶ୍ୱର’ରେ ନଜର ଆସିଥିଲେ । ଏହି ଫିଲ୍ମ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସରେ ରିଲିଜ୍ ହୋଇଥିଲା । ମେକର ବିଣା ସରୱର ଟୁଇଟ କରି ଶିବ କୁମାର ସୁବ୍ରମଣ୍ରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ବୀଣା ସରୱର ଟୁଇଟରେ ଲେଖିଛନ୍ତି, ବହୁତ ଦୁଃଖର ଖବର, ପୁଅ ଜହାନଙ୍କ ମୃତ୍ୟୁର ଠିକ୍ ୨ ମାସ ପରେ ଶିବ କୁମାରଙ୍କ ପରଲୋକ ହୋଇଯାଇଛି । ତାଙ୍କ ପୁଅ ଜହାନ ବ୍ରେନ ଟ୍ୟୁମରେ ପୀଡିତ ଥିଲେ । ତେବେ ପୁଅକୁ ହରାଇ ଭାଙ୍ଗି ପଡିଥିଲେ ଶିବ କୁମାର । ତାଙ୍କର ଅନ୍ତିମ ସସ୍ତାର ୧୧ ଏପ୍ରିଲ, ସୋମବାର ମୋକ୍ଷଧାମ ହିନ୍ଦୁ ଶ୍ମଶାନ ଭୂମୀରେ କରାଯିବ । ଶିବ କୁମାର ସୁବ୍ରମଣ୍ୟମଙ୍କୁ ସୋସିଆଲ ମିଡିଆ ମାଧ୍ୟମରେ ସେଲିବ୍ରିଟିମାନେ ଶ୍ରଦ୍ଧାଞ୍ଜଳି ଜଣାଉଛନ୍ତି । ଶିବ କୁମାର ସୁବ୍ରମଣ୍ୟମ ଫିଲ୍ମ ୨ ଷ୍ଟେଟସ୍‌, ତିନ ପତ୍ନୀ, ପ୍ରହାର ଓ ରାଣୀ ମୁଖାର୍ଜୀ ଷ୍ଟାରର ‘ହିଚକି’ରେ ନଜର ଆସିଥିଲେ । ଏହା ବ୍ୟତୀତ ତାଙ୍କୁ କେତେ ଗୁଡିଏ ଟେଲିଭିଜନ ଧାରାବାହିକରେ ବି ଦେଖିବାକୁ ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ୪ର୍ଥ ଥର ପାଇଁ ହାରିଲା ଚେନ୍ନାଇ, ପ୍ରିୟାଂଶ ସାଜିଲେ ପଞ୍ଜାବ ବିଜୟର ହିରୋ

ମୁଲାନପୁର,୮ା୪: ପ୍ରିୟାଂଶ ଆର୍ଯ୍ୟଙ୍କ ଧୂଆଁଦାର ଶତକ ବଳରେ ମଙ୍ଗଳବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ୧୮ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ପରାସ୍ତ...

ମୃତଦେହ ସହ ୧୦ ମିନିଟ ବିତାଇବାକୁ ୨୫ ହଜାର ଦରମା

ବେଜିଂ: ସୋସିଆଲ ମିଡିଆରେ ଏକ ନିଯୁକ୍ତି ବିଜ୍ଞାପନ ଭାଇରାଲ ହେବାରେ ଲାଗିଛି, ଯାହା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ବିଶ୍ୱର ଦ୍ୱିତୀୟ ଜନବହୁଳ ଦେଶ ଚାଇନାର ଶାଣ୍ଡୋଙ୍ଗ ପ୍ରଦେଶ...

ଜାଣିଛନ୍ତି କି? ଘରେ କେଉଁଠି ରଖିବେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି…

ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକରାତ୍ମକ ଭାବନା ଜାଗ୍ରତ...

ଘରୁ ବାହାରିବା ବେଳେ ଏସବୁ ଦେଖିବା ଶୁଭ; ଯେଉଁ କାମରେ ଯାଉଥିବ ତାହା…

ଯେତେବେଳେ ଆମେ କୌଣସି କାମ ଅଥବା ଯାତ୍ରା ପାଇଁ ଘରୁ ବାହାରୁ ସେତେବେଳେ ଭଗବାନଙ୍କ ସାମ୍ନାରେ ହାତ ଯୋଡ଼ି ବାହାରିବାକୁ ଘରର ବୟୋଜ୍ୟେଷ୍ଠମାନେ କହିଥାନ୍ତି। କୁହାଯାଏ...

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା ମାଁ ଠାକୁରାଣୀଙ୍କ ଘଣ୍ଟଯାତ୍ର ସମ୍ପନ୍ନ, ଭକ୍ତଙ୍କ ପିଠିରେ ମାଁ ଆସ୍ଥାନକୁ ବିଜେ କଲେ

ଲାଞ୍ଜିଗଡ,୮/୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମାଁ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ମଙ୍ଗଳବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି I ଲାଞ୍ଜିଗଡ...

Swiggyରୁ ଅର୍ଡର କଲେ ମିଳିବ ୫୦୦ ଟଙ୍କା ରିହାତି! ଜାଣନ୍ତୁ କିଭଳି…

ନୂଆଦିଲ୍ଲୀ,୮।୪: Swiggy Instamart ରେ ଶପିଂ କରିବା ସମୟରେ ଆପଣ ୫୦୦ ଟଙ୍କାର ରିହାତି ପାଇପାରିବେ। ଶପିଂ କରିବା ସମୟରେ ଆପ୍‌ରେ Maxxsaver ବୈଶିଷ୍ଟ୍ୟ ସ୍ବୟଂଚାଳିତ...

ଗୋଟିଏ ଡାଲାରେ ଆଳୁ-ପିଆଜକୁ ଏକାଠି ରଖୁଛନ୍ତି କି? ହୋଇପାରେ ଅଶୁଭ!

ଆପଣ ନିଜ ରୋଷେଇ ଘରେ ଆଳୁ ଓ ପିଆଜକୁ ଏକାଠି ଗୋଟିଏ ଝୁଡ଼ିରେ ରଖୁଛନ୍ତି କି? ଯଦି ହଁ, ତେବେ ଏହା ଏକ ବଡ଼ ଭୁଲ...

ଭୟଙ୍କର ଆକଳନ : ମେ-ଜୁନରେ ଅନ୍ଧାର ହୋଇଯିବ ସାରା ଦେଶ! ବହିବ ଭୟଙ୍କର ଲୁ

ନୂଆଦିଲ୍ଲୀ,୮।୪: ଭାରତରେ ଆସନ୍ତା ଗ୍ରୀଷ୍ମ ଋତୁରେ ବିଦ୍ୟୁତ ସଙ୍କଟ ଦେଖାଦେଇପାରେ ବୋଲି ଏକ ରିପୋର୍ଟରେ ଆଶଙ୍କା ପ୍ରକାଶ କରାଯାଇଛି। ନ୍ୟାଶନାଲ ଲୋଡ ଡିସପାଚ ସେଣ୍ଟର (ଏନଏଲଡିସି)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image