ପରଲୋକରେ ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀ

ଭୁବନେଶ୍ୱର, ୯।୧୧(ବ୍ୟୁରୋ): ବିଶିଷ୍ଟ ଚିତ୍ରଶିଳ୍ପୀ ଶିବ ପାଣିଗ୍ରାହୀଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। କଟକ ସିଡିଏ ସେକ୍ଟର-୬ ଘରେ ମୃତ୍ୟୁ ଘଟିଛି। ଏ ନେଇ ତାଙ୍କ ପୁଅ ରାଜ କୁମାର ପାଣିଗ୍ରାହୀ ସୂଚନା ଦେଇଛନ୍ତି।

Share