Posted inଫୁରସତ

ଖାଦ୍ୟରୁ ବାହାରିଲା ଏମିତି କିଛି, ପୁରା ପରିବାରକୁ କରିବାକୁ ପଡ଼ିଲା କରୋନା ଟେଷ୍ଟ

ଚାଇନାର ଉହାନ ସହରରୁ ବ୍ୟାପିଥିବା କରୋନା ଭାଇରସ ସମଗ୍ର ବିଶ୍ୱରେ ବ୍ୟାପି ସାରିଲାଣି। ଏହି ଭାଇରସ କେଉଁଥିରୁ ବ୍ୟାପିଛି ତାହାକୁ ନେଇ ଅନେକ ଖବର ଶୁଣିବାକୁ ମିଳୁଛି। ଏହା ବାଦୁଡିରୁ ବ୍ୟାପିଥିବା କିଛି ବୈଜ୍ଞାନିକ କହିଥିବା ବେଳେ ଆଉ କେତେକ ଏହାକୁ ଭୁଲ ବୋଲି କହିଥିଲେ। ଏବେ ଚାଇନାର ସେହି ଉହାନ ସହରରୁ ଆଉ ଏକ ଆଶ୍ଚର୍ଯ୍ୟଜନକ ଖବର ସମ୍ମୁଖକୁ ଆସିଛି। ଏମିତି କିଛି ଘଟିଛି, ଯେଉଁଥିପାଇଁ ପୁରା ସହରକୁ କରୋନା ଟେଷ୍ଟ କରିବାକୁ ପଡ଼ିଛି।
ଚେନ ନାମକ ବ୍ୟକ୍ତି ନିଜ ଘର ନିକଟରେ ଥିବା ଏକ ରେଷ୍ଟୁରାଣ୍ଟରୁ ସୁପ୍‌ ଅର୍ଡର କରିଥିଲେ। ଏହାକୁ ପିଇବା ପାଇଁ ଯେତେବେଳେ ସେ ବାହାର କରିଥିଲେ ସେଥିରୁ କଳା ରଙ୍ଗର କିଛି ବାହାରିଥିଲା। ପ୍ରଥମେ ଏହାକୁ ଖିସ୍‌ମିସ୍‌ ବୋଲି ସେ ଭାବିଥିଲେ। ମାତ୍ର ଭଲରେ ଦେଖିବା ପରେ ଏହା ଏକ ବାଦୁଡି ବୋଲି ଜାଣିପାରିଥିଲେ। ଏ ନେଇ ସେ ନିକଟସ୍ଥ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଉକ୍ତ ରେଷ୍ଟୁରାଣ୍ଟର ଯାଞ୍ଚ କରିଛି। ତେବେ ପୁରା ପରିବାର କରୋନା ଟେଷ୍ଟ କରିଛନ୍ତି। ମାତ୍ର ସମସ୍ତଙ୍କ ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ପାଳନ କରାଯାଏ ଜାତୀୟ କଣ୍ଡୋମ ଦିବସ, ଜାଣିଲେ ହସି ହସି ବେଦମ ହେବେ…

କଣ୍ଡୋମ କେବଳ ଏକ ସାମାଜିକ ଶବ୍ଦ ନୁହେଁ, କିନ୍ତୁ ଏହା ଆମ ସମାଜ ଏବଂ ସ୍ବାସ୍ଥ୍ୟ ପାଇଁ ଏକ ଅତ୍ୟାବଶ୍ୟକ ଉପକରଣ। କିନ୍ତୁ ଜାଣି ଆଶ୍ଚର୍ଯ୍ୟ...

ରହସ୍ୟମୟୀ ଆଇଲାଣ୍ଡ, ଯେଉଁଠିକୁ ଥରେ ଗଲେ ମଣିଷ ଜୀବନ୍ତ ଫେରେନାହିଁ: ଜାଣନ୍ତୁ

ଦୁନିଆରେ ଅନେକ ରହସ୍ୟମୟ ଆଇଲାଣ୍ଡ ଅଛି, ସେଥିମଧ୍ୟରୁ ଗୋଟିଏ ଇଟାଲୀରେ ମଧ୍ୟ ରହିଛି। ଏହାର ନାମ ପୋଭେଲିଆ। ଏହି ଆଇଲାଣ୍ଡ ବିଷୟରେ ଅନେକ ରହସ୍ୟ ଅଛି,...

ଶିଶୁପ୍ରେମୀ ଚାଚା ନେହେରୁ

ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ସ୍ବର୍ଗତ ପଣ୍ଡିତ ଜବାହରଲାଲ ନେହେରୁ ଜଣେ ସଚ୍ଚା ଶିଶୁପ୍ରେମୀ ଥିଲେ। ତେଣୁ ତାଙ୍କର ଜନ୍ମ ଦିନ ୧୪ ନଭେମ୍ବର(୧୮୮୮ ମସିହା)କୁ...

ଯୌନ ମନ୍ତ୍ରଣାଳୟରୁ ଶୌଚ ମନ୍ତ୍ରଣାଳୟ, ଏହିସବୁ ଦେଶରେ ଅଛି ଅଜବ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୩।୧୧: ବିଭିନ୍ନ ବିଷୟ ଉପରେ ଯୋଜନା ପ୍ରସ୍ତୁତ କରିବା ଏବଂ ସେଗୁଡିକୁ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଯେକୌଣସି ଦେଶର ସରକାରରେ ମନ୍ତ୍ରଣାଳୟ ରହିଛି। ଉଦାହରଣ...

ଚାକିରି ସ୍ବିଚ୍‌ କଲେ ସାଲାରୀ ଆକାଉଣ୍ଟ କ’ଣ ହୁଏ? ଜାଣି ନିଅନ୍ତୁ…

ସମସ୍ତେ ଭଲ ସୁଯୋଗ ପାଇଲେ ବା ଅଧିକ ଦରମା ପାଇଲେ ଚାକିରି ପରିବର୍ତ୍ତନ କରିଥା’ନ୍ତି । ତେବେ ଏଭଳି କ୍ଷେତ୍ରରେ ସାଲାରୀ ଆକାଉଣ୍ଟ କ’ଣ ହୁଏ...

ଡାଇବେଟିସରୁ ବଞ୍ଚିବାକୁ ଚାହୁଁଥିଲେ, କରନ୍ତୁ ଏହି କାମ, ନଚେତ୍‌…

ନୂଆଦିଲ୍ଲୀ,୧୩।୧୧: ଡାଇବେଟିସ ସମଗ୍ର ବିଶ୍ୱ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଛି। ସବୁ ବୟସର ଲୋକମାନେ ଏହି କ୍ରନିକ ରୋଗର ଶିକାର ହେଉଛନ୍ତି। ବ୍ଲଡ ସୁଗାର ଅଧିକ...

କୁକୁଡ଼ା ଆକୃତିର ସବୁଠୁ ବଡ଼ ହୋଟେଲ

ମାନିଲା: ଫିଲିପାଇନ୍ସର ନେଗ୍ରୋସ୍‌ ଅକ୍ସିଡେଣ୍ଟାଲ୍‌ ଶିଳ୍ପାଞ୍ଚଳରେ କୁକୁଡ଼ା ଆକାରରେ ଏକ ବିଶାଳ ହୋଟେଲ ରହିଛି। ନିଜର ବିଶେଷ ଡିଜାଇନ୍‌ ହେତୁ ଏହି ହୋଟେଲର ନାମ ଗିନିଜ୍‌...

ସହୃଦୟତା ଶିଖାଏ ବିଶ୍ୱ ଦୟା ଦିବସ

ଦୟା ଏକ ମହାନ୍‌ ଗୁଣ। ଏହାଦ୍ୱାରା ଶାନ୍ତି ଏବଂ ବନ୍ଧୁତ୍ୱ ବାର୍ତ୍ତା ପ୍ରସାରିତ ହୋଇଥାଏ। ସେଥିପାଇଁ ନଭେମ୍ବର ୧୩କୁ ବିଶ୍ୱ ଦୟା ଦିବସ ଭାବରେ ପାଳନ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri