ବିଚ୍‌ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଗୁଳିମାଡ଼, ପିଠିରେ ବାଜିଲା

ରାଉରକେଲା,୪ା୧୧(ସଙ୍ଗୀତା ଜେନା): ପ୍ଲାଣ୍ଟ ସାଇଟ୍‌ ଥାନା ଅନ୍ତର୍ଗତ ଟ୍ରାଫିକ ଗେଟ୍‌ ନିକଟରେ ସୋମବାର ଜଣେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଗୁଳି ତାଙ୍କ ପିଠିରେ ଲାଗିଛି। ଯୁବକ ହେଉଛନ୍ତି ଅଟୋ ଚାଳକ ଅବେଶ ରାୟ। ତାଙ୍କୁ ପ୍ରଥମେ ରାଉରକେଲା ସରକାରୀ ଡାକ୍ତରଖାନା ଓ ପରେ ଆଇଜିଏଚ୍‌କୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ଡିଏସ୍‌ପି ଜୋନ୍‌ ୨ ନିର୍ମଳ ମହାପାତ୍ର ଓ ଥାନା ଅଧିକାରୀ ଜୟନାରାୟଣ ଖଣ୍ଡେଇ ପହଞ୍ଚି ତଦନ୍ତ କରୁଛନ୍ତି। ତାଙ୍କର ପାରିବାରିକ ଶତ୍ରୁତାକୁ କେନ୍ଦ୍ର କରି ଏପରି ହୋଇଥିବା ଅନୁମାନ କରାଯାଇଛି। ପ୍ରାୟ ୧୪ବର୍ଷ ପୂର୍ବେ ଅବେଶ ଏକ ଡବଲ ମର୍ଡର କେସ୍‌ରେ ଜେଲ୍‌ ଦଣ୍ଡ ଭୋଗି ସାରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାରୀ ନିର୍ଯାତନା ବନ୍ଦ ହେଉ: ଗାନ୍ଧୀ ପ୍ରତିମୂର୍ତ୍ତି ତଳେ କଂଗ୍ରେସର ପ୍ରତିବାଦ

ବରଗଡ଼,୨।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ଆହ୍ବାନ କ୍ରମେ ମଙ୍ଗଳବାର ଓଡ଼ିଶା ପ୍ରଦେଶ ଗଠନ ଓ ବରଗଡ଼ ଜିଲା ଗଠନ ଦିବସ ଅବସରରେ ଜିଲା କଂଗ୍ରେସ...

ଜାଣନ୍ତୁ କାହିଁକି ପାଳନ କରାଯାଏ ବିଶ୍ୱ ଅଟିଜିମ୍‌ ଦିବସ

ଅଟିଜିମ୍‌ ଏକ ମସ୍ତିଷ୍କ ସମ୍ବନ୍ଧୀୟ ରୋଗ। ଏହି ସମସ୍ୟା କେବଳ ଭାରତରେ ନୁହେଁ ବରଂ ବିଶ୍ବସ୍ତରରେ ମଧ୍ୟ ଏକ ଚିନ୍ତାଜନକ ବିଷୟ ଭାବେ ଉଭା ହୋଇଛି।...

ମହାନଦୀରେ ମାଛ ଧରୁଥିବାବେଳେ ଭାସିଗଲେ ୬ ମତ୍ସ୍ୟଜୀବୀ: ୫ ଜଣ ଉଦ୍ଧାର, ଜଣେ ନିଖୋଜ

ମହାକାଳପଡ଼ା,୧ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅନ୍ତର୍ଗତ ରାମନଗର ପଞ୍ଚାୟତ ବନ୍ତନାଶି-ମହାନଦୀ ମୁହାଣ ମାଉଥଠାରେ ମଙ୍ଗଳବାର ଅପରାହ୍ନରେ ୬...

ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପିଲେ ଦୁର୍ବୃତ୍ତ

ବଡ଼ଗାଁ,୧ା୪(ଅଶୋକ ଷଡ଼ଙ୍ଗୀ): ବଡ଼ଗାଁ ଥାନା ଅଞ୍ଚଳରେ ମଙ୍ଗଳବାର ଦୁର୍ବୃତ୍ତମାନେ ଜଣେ ମହିଳାଙ୍କ ବେକରୁ ସୁନା ଚେନ ଝାମ୍ପି ନେଇଛନ୍ତି। ତୁଡାଲଗା ମଙ୍ଗଳ ମନ୍ଦିରରେ ଚାଲିଥିବା ନବରାତ୍ର...

ଉତ୍କଳ ଦିବସରେ ରକ୍ତଦାନ ଶିବିର

ଦିଗପହଣ୍ଡି,୧।୪ (ଅଶେଷ ନାଥ ମିଶ୍ର): ପବିତ୍ର ଉତ୍କଳ ଦିବସ ଅବସରରେ ମଙ୍ଗଳବାର ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ପଞ୍ଚାୟତ  ଗଣିଆନାଳ ଛକର ମା’ ପିତାମ୍ୱରୀ ବଣିକ ସଂଘ...

୩୦ OASଙ୍କୁ ମିଳିଲା IAS ପାହ୍ୟା, ଜାଣନ୍ତୁ କିଏ କିଏ ପାଇଲେ ପଦୋନ୍ନତି

ଭୁବନେଶ୍ୱର,୧ା୪: ରାଜ୍ୟ ସରକାରଙ୍କ ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କୁ ଏପ୍ରିଲ ପହିଲାରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ପାହ୍ୟାକୁ ପଦୋନ୍ନତି ମିଳିଛି। ଏସଂକ୍ରାନ୍ତରେ କେନ୍ଦ୍ର...

୨୫୦୦କୋଟି ଟଙ୍କାରେ Drishti IASକୁ ବିକ୍ରି କରିବେ ବିକାଶ ଦିବ୍ୟକୀର୍ତ୍ତି, ଜାଣନ୍ତୁ କାହାକୁ…

ନୂଆଦିଲ୍ଲୀ,୧।୪: ଭାରତୀୟ ଶିକ୍ଷା ଏବଂ ପ୍ରେରଣା ଜଗତରେ ଏକ ବଡ଼ ନାମ ଅର୍ଜନ କରିଥିବା ବିକାଶ ଦିବ୍ୟକୀର୍ତ୍ତି ଏବେ ତାଙ୍କର ସମ୍ପୂର୍ଣ୍ଣ ବ୍ୟବସାୟକୁ ବିକ୍ରି କରିବାକୁ...

ରାମନବମୀ ପାଇଁ ମୁତୟନ ହେବେ ୨୬ ପ୍ଲାଟୁନ୍‌ ଫୋର୍ସ: ସ୍ଥିତି ସମୀକ୍ଷା କଲେ କ୍ରାଇମବ୍ରାଞ୍ଚ ଡିଜି

ଭଦ୍ରକ,୧।୪(ସନାତନ ରାଉତ): ଭଦ୍ରକରେ ରାମନବମୀ ଶାନ୍ତିଶୃଙ୍ଖଳାର ସହ ପାଳନ ପାଇଁ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ମଙ୍ଗଳବାର ଅପରାହ୍ନ ୫ଟାରେ ଏସ୍‌ପିଙ୍କ ଅଫିସ୍‌ରେ ସ୍ଥିତି ସମୀକ୍ଷା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image