ଲରେନ୍ସ ବିଷ୍ଣୋଇଙ୍କୁ ଡାକିବି କି? ଶୁଟିଂ ସେଟ୍‌ରେ ପଶି ସଲମାନଙ୍କୁ ଧମକ ଦେଲେ ଅଜଣା ଯୁବକ

ମୁମ୍ବାଇ,୫।୧୨:ମୁମ୍ବାଇରେ ସଲମାନଙ୍କ ଏକ ଫିଲ୍ମର ଶୁଟିଂ ଚାଲିଥିବାବେଳେ ଜଣେ ଅଜଣା ଯୁବକ ଶୁଟିଂ ସେଟ୍‌ ମଧ୍ୟରେ ପଶି ସଲମାନଙ୍କୁ ଧମକ ଦେଇଛନ୍ତି। ଉକ୍ତ ଯୁବକ ସୁରକ୍ଷା କର୍ମୀଙ୍କୁ ଧୂଳି ଚଟାଇ ଶୁଟିଂ ସେଟ ମଧ୍ୟରେ ପଶିଥିଲେ। ସେ ସଲମାନଙ୍କୁ ଦୂରରୁ ଦେଖି ଚିଲ୍ଲାଇବା ସହ ଲରେନ୍ସ  ବିଷ୍ଣୋଇଙ୍କୁ ଡାକିବି କି ବୋଲି ପଚାରିଥିଲେ। ସେଠାରେ ତାଙ୍କୁ ସୁରକ୍ଷା କର୍ମୀ କାବୁ କରିବାରେ ସଫଳ ହୋଇଥିଲେ। ଶିବାଜୀ ପାର୍କ ଥାନାରେ ପୋଲିସ ଉକ୍ତ ଯୁବକଙ୍କ ପଚରାଉଚରା କରୁଛି। ଯୁବକ ଜଣକ ନିଜକୁ ସଲମାନଙ୍କ ପ୍ରଶଂସକ ଭାବେ ପରିଚୟ ଦେଇଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଙ୍କଡ଼ା ପଥର ବୋଝେଇ ଟ୍ରକ ଜବତ, ଚାଳକ ଫେରାର

ଭୁବନ,୯।୪,( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବନ ବିଭାଗ ପକ୍ଷରୁ ବୁଧବାର ସକାଳ ସମୟରେ ଏକ ବେଆଇନ ମାଙ୍କଡ଼ା ପଥର ବୋଝେଇ ଟ୍ରକ...

ଦୁଇ ବାଇକ ମୁହାଁ ମୁହିଁ ଧକ୍କା : ଜଣେ ମୃତ, ଜଣେ ଗୁରୁତର

ଛତ୍ରପୁର,୯।୪,(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅନ୍ତର୍ଗତ ବଡ଼ ମାଧପୁର ଦକ୍ଷିଣକାଳୀ ମନ୍ଦିର ସମ୍ମୁଖ ରାସ୍ତାରେ ଦୁଇ ବାଇକ ମୁହାଁ ମୁହିଁ ଧକ୍କା ହୋଇଛି l ଏଥିରେ...

ସିକ୍ରେଟ ମିଟିଂ ପରେ ବିଜେଡି ନେତାଙ୍କ ସାଂଘାତିକ ବୟାନ, ରାଜନୀତିରେ ଚହଳ

ଭୁବନେଶ୍ୱର,୯।୪: ବିଜେଡିରେ ବଡ଼ ହଲଚଲ। ଗୋଟିଏ ପରେ ଗୋଟିଏ ଘନଘନ ବସୁଛି ବୈଠକ। ଘରୋଇ ହୋଟେଲରେ ବିଜେଡିର ବରିଷ୍ଠ ନେତାଙ୍କ ମେଳି ପରେ ଏପଟେ ପ୍ରତାପ...

ଭାରତ-ଫ୍ରାନ୍ସର ୬୩ ହଜାର କୋଟି ଟଙ୍କାର ମେଗା ଡିଲ୍‌, ନୌସେନାକୁ ମିଳିବ ୨୬ ଫାଇଟର ଜେଟ୍‌

ନୂଆଦିଲ୍ଲୀ,୯ା୪: ଭାରତୀୟ ନୌସେନା ପାଇଁ ଫ୍ରାନ୍ସରୁ ୨୬ଟି ରାଫେଲ ସାମୁଦ୍ରିକ ଯୁଦ୍ଧ ବିମାନ କ୍ରୟ କରିବା ପାଇଁ କ୍ୟାବିନେଟ୍‌ କମିଟି (CCS) ମେଗା ଡିଲ୍‌କୁ ମଞ୍ଜୁରୀ...

ଗୋଟିଏ ସର୍ତ୍ତରେ କ୍ରିକେଟର୍‌ ହେବାକୁ ଅନୁମତି ଦେଇଥିଲେ ମାତାପିତା: IPLରେ କମାଲ୍‌ କଲେ ପୁଅ

ନୂଅଦିଲ୍ଲୀ,୯।୪: CSK ବିପକ୍ଷରେ ଶତକ ହାସଲ କରିବା ପରେ ପଞ୍ଜାବ କିଙ୍ଗସ ଖେଳାଳି ପ୍ରିୟାଂଶ ଆର୍ଯ୍ୟଙ୍କୁ ନେଇ ସବୁଠି ଚର୍ଚ୍ଚା। ସେ ଏହି ଶତକୀୟ ଇନିଂସ...

ବିଜେଡିର ପରାଜୟ ନେଇ ସୋସିଆଲ ମିଡିଆରେ ଏମିତି ଲେଖିଲେ ଦେବାଶିଷ,ସ୍ବାଭିମାନ ନ ଥିବା ସ୍ବାର୍ଥବାଦୀଙ୍କ…

ଭୁବନେଶ୍ୱର,୯ା୪: ବିଜେଡିର ପରାଜୟ ନେଇ ସୋସିଆଲ ମିଡିଆରେ ଦେବାଶିଷ ସାମନ୍ତରାୟ ପ୍ରତିକ୍ରିୟା ଦେଇଛନ୍ତି। ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ବିଶେଷକରି ‘ଓଡ଼ିଆ ଅସ୍ମିତା’ ପାଇଁ ବିଜେଡି...

ଚର୍ଚ୍ଚାରେ ଯମଜ ଭଉଣୀ: MBBS ପରୀକ୍ଷାରେ ସମାନ ନମ୍ବର ରଖି ସୃଷ୍ଟି କଲେ ଅନନ୍ୟ ରେକର୍ଡ

ସୁରତ,୯।୩: ଆଜିକାଲି ଗୁଜରାଟର ଯମଜ ଭଉଣୀ ଚର୍ଚ୍ଚାରେ ଅଛନ୍ତି। ଦୁହେଁ MBBS ପରୀକ୍ଷାରେ ସମାନ ନମ୍ବର ରଖି ଏକ ଅନନ୍ୟ ରେକର୍ଡ ସୃଷ୍ଟି କରିଛନ୍ତି। ଗୁଜରାଟର...

ପ୍ରତାପଙ୍କ ଘରେ ସିକ୍ରେଟ ମିଟିଂ, ବବି ସାମିଲ୍‌, ସଂଧ୍ୟାବେଳକୁ ବଡ଼ ଘୋଷଣା!

ଭୁବନେଶ୍ୱର,୯।୪: ବିଜେଡିରେ ବଡ଼ ହଲଚଲ। ଗୋଟିଏ ପରେ ଗୋଟିଏ ଘନଘନ ବସୁଛି ବୈଠକ। ଘରୋଇ ହୋଟେଲରେ ବିଜେଡିର ବରିଷ୍ଠ ନେତାଙ୍କ ମେଳି ପରେ ଏପଟେ ପ୍ରତାପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image